Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»“ବିର୍ସା ମୁଣ୍ଡା- ଜନଜାତୀୟ ନାୟକ” ପୁସ୍ତକ ଉନ୍ମୋଚନ କଲେ ଧର୍ମେନ୍ଦ୍ର ପ୍ରଧାନ
ଆଜିର ଖବର

“ବିର୍ସା ମୁଣ୍ଡା- ଜନଜାତୀୟ ନାୟକ” ପୁସ୍ତକ ଉନ୍ମୋଚନ କଲେ ଧର୍ମେନ୍ଦ୍ର ପ୍ରଧାନ

April 5, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ଦିଲ୍ଲୀ: କେନ୍ଦ୍ର ଶିକ୍ଷା ଏବଂ ଦକ୍ଷତା ବିକାଶ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜି ବିଳାସପୁରସ୍ଥିତ ଗୁରୁ ଘାସିଦାସ ବିଶ୍ୱବିିଦ୍ୟାଳୟର କୁଳପତି, ପ୍ରଫେସର ଆଲୋକ ଚକ୍ରବାଲଙ୍କ ଲିଖିତ ପୁସ୍ତକ “ବିର୍ସା ମୁଣ୍ଡା – ଜନଜାତୀୟ ନାୟକ” ର ଉନ୍ମୋଚନ କରିଛନ୍ତି। ଏହି ଅବସରରେ ଶିକ୍ଷା ରାଷ୍ଟ୍ର ମନ୍ତ୍ରୀ ଅନ୍ନପୂର୍ଣ୍ଣା ଦେବୀ ଉପସ୍ଥିତ ଥିଲେ।

ଏହି ଅବସରରେ ତାଙ୍କ ଅଭିଭାଷଣରେ ଶ୍ରୀଯୁକ୍ତ ପ୍ରଧାନ କହିଥିଲେ ଯେ, ଏହି ପୁସ୍ତକ ଭଗବାନ ବିର୍ସା ମୁଣ୍ଡାଙ୍କର ସଂଘର୍ଷ ଏବଂ ସ୍ୱତନ୍ତ୍ରତା ଆନ୍ଦୋଳନରେ ବନବାସୀ ମାନଙ୍କର ଯୋଗଦାନକୁ ସର୍ବସମ୍ମୁଖକୁ ଆଣିବା ନିମନ୍ତେ ଏକ ବ୍ୟାପକ ପ୍ରୟାସ ଅଟେ। ସେ ଆଜାଦୀର ଅମୃତ ମହୋତ୍ସବ ଅବସରରେ ରାଷ୍ଟ୍ରୀୟ ସ୍ମୃତିରେ ସ୍ୱତନ୍ତ୍ରତା ପାଇଁ ନିଜର ବଳିଦାନ ଦେଇଥିବା ଲୁକ୍କାୟିତ ନାୟକ ମାନଙ୍କର କାହାଣୀକୁ ଉଲ୍ଲେଖ କରିବା ପାଇଁ ପ୍ରଫେସର ଆଲୋକ ଚକ୍ରବାଲ୍‌ଙ୍କର ପ୍ରୟାସକୁ ଭୂୟସୀ ପ୍ରଶଂସା କରିଥିଲେ। ସେ କହିଥିଲେ ଯେ ଏହି ଭଳି ପ୍ରୟାସ ଅନ୍ୟ ଲୋକମାନଙ୍କୁ ଏଭଳି କାହାଣୀ ଗୁଡିକୁ ସର୍ବସମ୍ମୁଖକୁ ଆଣିବା ନିମନ୍ତେ ପ୍ରେରଣା ଦେବ। (ପିଆଇବି)

ଧର୍ମେନ୍ଦ୍ର ପ୍ରଧାନ ପୁସ୍ତକ ଉନ୍ମୋଚନ
Share. Facebook Twitter LinkedIn Email WhatsApp Copy Link

Related Posts

ସଂସ୍କୃତ ଓ ଅର୍ଥଶାସ୍ତ୍ର ବିଷୟର ୧୨୦ ନବନିଯୁକ୍ତ ପିଜିଟି ଶିକ୍ଷକ-ଶିକ୍ଷୟିତ୍ରୀଙ୍କ ପାଇଁ ଦିଗଦର୍ଶନ କର୍ମଶାଳା

July 21, 2026

କ୍ୟାଚ୍‌ ଦ ରେନ୍‌ ଅଭିଯାନ ଅଧୀନରେ ୭୫ଟି ଅମୃତ ସାମ୍‌ ସହର ସହିତ ଜାତୀୟ ମତବିନିମୟ କାର୍ଯ୍ୟକ୍ରମ

July 21, 2026

ତୁରନ୍ତ ଶିକ୍ଷକ ଓ ଶିକ୍ଷାକର୍ମଚାରୀମାନଙ୍କର ସମସ୍ୟା ସମାଧାନ କରନ୍ତୁ: ସମନ୍ୱୟ ସମିତି

July 21, 2026

ପ୍ରଶାସନିକ ଏକକଗୁଡ଼ିକର ସଂଶୋଧିତ ଇଂରାଜୀ ବନାନ ତ୍ଵରିତ କାର୍ଯ୍ୟକାରୀ କରିବାକୁ ନିର୍ଦ୍ଦେଶ

July 21, 2026
Latest News

ସଂସ୍କୃତ ଓ ଅର୍ଥଶାସ୍ତ୍ର ବିଷୟର ୧୨୦ ନବନିଯୁକ୍ତ ପିଜିଟି ଶିକ୍ଷକ-ଶିକ୍ଷୟିତ୍ରୀଙ୍କ ପାଇଁ ଦିଗଦର୍ଶନ କର୍ମଶାଳା

July 21, 2026

କ୍ୟାଚ୍‌ ଦ ରେନ୍‌ ଅଭିଯାନ ଅଧୀନରେ ୭୫ଟି ଅମୃତ ସାମ୍‌ ସହର ସହିତ ଜାତୀୟ ମତବିନିମୟ କାର୍ଯ୍ୟକ୍ରମ

July 21, 2026

ତୁରନ୍ତ ଶିକ୍ଷକ ଓ ଶିକ୍ଷାକର୍ମଚାରୀମାନଙ୍କର ସମସ୍ୟା ସମାଧାନ କରନ୍ତୁ: ସମନ୍ୱୟ ସମିତି

July 21, 2026

ପ୍ରଶାସନିକ ଏକକଗୁଡ଼ିକର ସଂଶୋଧିତ ଇଂରାଜୀ ବନାନ ତ୍ଵରିତ କାର୍ଯ୍ୟକାରୀ କରିବାକୁ ନିର୍ଦ୍ଦେଶ

July 21, 2026

ଜୁଲାଇ ୨୭ ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି: ୨୨ରୁ ପଞ୍ଜିକରଣ

July 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.