Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିଛା ମନ୍ତବ୍ୟ ପାଇଁ କୋର୍ଟରେ ହାଜର ହେବାକୁ ଥରୁରଙ୍କୁ ସମନ
ଆଜିର ଖବର

ବିଛା ମନ୍ତବ୍ୟ ପାଇଁ କୋର୍ଟରେ ହାଜର ହେବାକୁ ଥରୁରଙ୍କୁ ସମନ

April 27, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଶନିବାର ଦିଲ୍ଲୀର ଏକ କୋର୍ଟ ବରିଷ୍ଠ କଂଗ୍ରେସ ନେତା ଶଶୀ ଥରୁର୍‌ଙ୍କୁ କୋର୍ଟରେ ହାଜର ହେବା ପାଇଁ ସମନ ଜାରି କରିଛନ୍ତି। ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଶିବଲିଙ୍ଗ ଉପରେ ଥିବା ବିଛା ସହିତ ତୁଳନା କରିବା ମନ୍ତବ୍ୟକୁ ନେଇ ଅଭିଯୋଗ ଆସିବା ପରେ ଜୁନ୍‌ ୭ ତାରିଖରେ କୋର୍ଟରେ ହାଜର ହେବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି କୋର୍ଟ। ବିଜେପି ନେତା ରାଜୀବ ବବ୍ବରଙ୍କ ଅଭିଯୋଗ ଉପରେ ବିଚାର କରି କୋର୍ଟ ଏହି ନିଷ୍ପତ୍ତି ଶୁଣାଇଛନ୍ତି। ଅକ୍ଟୋବର ୨୦୧୮ରେ ବେଙ୍ଗାଲୁରୁ ସାହିତ୍ୟ ଉତ୍ସବରେ ଥରୁର୍‌ ଏହି ବିବାଦୀୟ ବୟାନ ଦେବ ସହିତ ଏହା ଜଣେ ଆରଏସ୍‌ଏସ୍‌ ନେତାଙ୍କ ଉକ୍ତି ବୋଲି କହିଥିଲେ। ଏହା ତାଙ୍କର ଧାର୍ମିକ ଭାବନାକୁ ଆଘାତ ପହଞ୍ଚାଇଛି ବୋଲି ଅଭିଯୋଗ କରି ମାମଲା ଦାୟର କରିଥିଲେ ବବ୍ବର। ସହକାରୀ ମାଜିଷ୍ଟ୍ରେଟ୍‌ ସମର ବିଶାଲ ଏହି ମାମଲାର ବିଚାର କରିଥିଲେ।

court summon thesamikhsya
Share. Facebook Twitter LinkedIn Email WhatsApp Copy Link

Related Posts

ସରକାରୀ ସ୍କୁଲ ଛାତ୍ରଛାତ୍ରୀଙ୍କୁ ମାଗଣା JEE ଏବଂ NEET କୋଚିଂ ପ୍ରଦାନ କରିବାକୁ ଦିଲ୍ଲୀ ସରକାରଙ୍କ ଘୋଷଣା

August 4, 2026

ତ୍ରିଶାଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଉଦୟନିଧି ଷ୍ଟାଲିନ ଗିରଫ 

August 4, 2026

ଭୁବନେଶ୍ବର ରେଳ ଷ୍ଟେସନ୍ରୁ ବ୍ରହ୍ମପୁର ଅଭିମୁଖେ ଯାତ୍ରା ଆରମ୍ଭ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

August 4, 2026

ଅଙ୍ଗଦାନକୁ ପ୍ରୋତ୍ସାହନ ଦେବାକୁ ସରକାରଙ୍କ ନୂଆ ପଦକ୍ଷେପ, ଲଞ୍ଚ ହେଲା ‘ଇ-ଟ୍ରାନ୍ସପ୍ଲାଣ୍ଟ’ ପ୍ଲାଟଫର୍ମ

August 4, 2026
Latest News

ପଳାତକ ଅପରାଧୀଙ୍କ ବିରୋଧରେ ରଣନୀତି, ୩୬ଟି ଦେଶରୁ ୨୭୪ ଜଣଙ୍କୁ ଫେରାଇ ଅଣାଯାଇଛି

August 4, 2026

ସରକାରୀ ସ୍କୁଲ ଛାତ୍ରଛାତ୍ରୀଙ୍କୁ ମାଗଣା JEE ଏବଂ NEET କୋଚିଂ ପ୍ରଦାନ କରିବାକୁ ଦିଲ୍ଲୀ ସରକାରଙ୍କ ଘୋଷଣା

August 4, 2026

ଛାତ୍ର ଆନ୍ଦୋଳନକାରୀଙ୍କ ବିରୋଧରେ ଥିବା ମାମଲାକୁ ରାଜ୍ୟ ସରକାର ଚାହିଁଲେ ପ୍ରତ୍ୟାହାର କରିପାରିବେ

August 4, 2026

ତ୍ରିଶାଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଉଦୟନିଧି ଷ୍ଟାଲିନ ଗିରଫ 

August 4, 2026

ପୁରୀ ରଥଯାତ୍ରାକୁ ବିଶ୍ବ ସାଂସ୍କୃତିକ ଐତିହ୍ୟ ଭାବେ ମାନ୍ୟତା ଦେବାକୁ କେନ୍ଦ୍ରକୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ

August 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.