Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆସନ୍ତାକାଲି ପ୍ରଭୃ ଲିଙ୍ଗରାଜଙ୍କ ରଥଯାତ୍ରା, ଜାଣନ୍ତୁ କେତେବେଳେ କଣ ହେବ
ଆଜିର ଖବର

ଆସନ୍ତାକାଲି ପ୍ରଭୃ ଲିଙ୍ଗରାଜଙ୍କ ରଥଯାତ୍ରା, ଜାଣନ୍ତୁ କେତେବେଳେ କଣ ହେବ

April 8, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
ଆସନ୍ତାକାଲି ପ୍ରଭୃ ଲିଙ୍ଗରାଜଙ୍କ ରଥଯାତ୍ରା, ଜାଣନ୍ତୁ କେତେବେଳେ କଣ ହେବ

ଭୁବନେଶ୍ବର: ଆସନ୍ତାକାଲି ହେଉଛି ପ୍ରଭୃ ଲିଙ୍ଗରାଜଙ୍କ ରଥଯାତ୍ରା। ଯାହାକୁ ଋକୁଣା ରଥଯାତ୍ରା ବୋଲି କୁହାଯାଏ। ପୁରୀ ରଥଯାତ୍ରା ପରେ ପ୍ରଭୃ ଲିଙ୍ଗରାଜଙ୍କ ରଥଯାତ୍ରା ବେଶ ଗୁରୁତ୍ବ ରହିଛି। ଏହି ରଥଯାତ୍ରା ପାଇଁ ପ୍ରଭୃ ଲିଙ୍ଗରାଜ ମନ୍ଦିର ପ୍ରଶାସନ ତରଫରୁ ସମୟ ନିର୍ଘଣ୍ଟ ପ୍ରକାଶ ପାଇଛି। ସେହି ଅନୁସାରେ ଆସନ୍ତାକାଲି ବିଭିନ୍ନ ପୂଜାନୀତି ସମୟ ହେଲା

 ରଥଯାତ୍ରା ଏପ୍ରିଲ ୯ ତାରିଖ ଶନିବାର

ମଙ୍ଗଳା ଆଳତି ସାହାଣ ମେଲା- ଭୋର ୫ଟାରୁ ୬ଟା ୩୦ ମିନିଟ

ସକାଳ ଧୂପ- ସକାଳ ୯ଟା ୧୫

ଯାତ୍ରା ପୂଜା- ମଧ୍ୟାହ୍ନ ୧୨ଟାରୁ ୧୨ଟା ୩୦

ପହଣ୍ଡି ବିଜେ ଓ ରଥାଋଢ – ମଧ୍ୟାହ୍ନ ୧୨ଟା ୩୦ରୁ ୧ଟା ୩୦ ମିନିଟ ମଧ୍ୟରେ

ରଥରେ ପୂଜା- ୧ଟା ୩୦ ମିନିଟରୁ ୩ଟା ୩୦ ମିନିଟ

ରଥଟଣା- ୩ଟା ୩୦ ମିନିଟ

ଶ୍ରୀରାମେଶ୍ବର ମନ୍ଦିରକୁ ବିଜେ- ସଂଧ୍ୟା ୭ଟା ୩୦ ମିନିଟ

ଋକୁଣା ରଥଯାତ୍ରା ପ୍ରଭୃ ଲିଙ୍ଗରାଜଙ୍କ ରଥଯାତ୍ରା ଲିଙ୍ଗରାଜଙ୍କ ରଥଯାତ୍ରା
Share. Facebook Twitter LinkedIn Email WhatsApp Copy Link

Related Posts

ଇସ୍ପାତ ସହର ରାଉରକେଲାରେ ମହାମହିମ

April 21, 2026

ଆଜି ପ୍ରଧାନମନ୍ତ୍ରୀଙ୍କ ରାଜସ୍ଥାନ ଗସ୍ତ

April 21, 2026

ଜଳିବ ପଶ୍ଚିମ ଓଡ଼ିଶା

April 21, 2026

ତିନି ମାସ ମଧ୍ୟରେ ୧୮,୨୬୨ଟି ଗ୍ରୀଷ୍ମକାଳୀନ ସ୍ୱତନ୍ତ୍ର ଟ୍ରେନ୍ ଟ୍ରିପ 

April 21, 2026
Latest News

ଇସ୍ପାତ ସହର ରାଉରକେଲାରେ ମହାମହିମ

April 21, 2026

ଆଜି ପ୍ରଧାନମନ୍ତ୍ରୀଙ୍କ ରାଜସ୍ଥାନ ଗସ୍ତ

April 21, 2026

ଜଳିବ ପଶ୍ଚିମ ଓଡ଼ିଶା

April 21, 2026

ତିନି ମାସ ମଧ୍ୟରେ ୧୮,୨୬୨ଟି ଗ୍ରୀଷ୍ମକାଳୀନ ସ୍ୱତନ୍ତ୍ର ଟ୍ରେନ୍ ଟ୍ରିପ 

April 21, 2026

‘ଭାରତୀୟ ନାବିକଙ୍କ ସୁରକ୍ଷା ସର୍ବୋଚ୍ଚ ପ୍ରାଥମିକତା’: ଭାରତ ସରକାର

April 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.