Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନୀଳଗିରି ଥାନା ଅଧିକାରୀଙ୍କୁ ତୁରନ୍ତ ଗିରଫ ଦାବୀରେ ମିଳିତ ସାମ୍ବାଦିକ ମଞ୍ଚର ବିକ୍ଷୋଭ
ଆଜିର ଖବର

ନୀଳଗିରି ଥାନା ଅଧିକାରୀଙ୍କୁ ତୁରନ୍ତ ଗିରଫ ଦାବୀରେ ମିଳିତ ସାମ୍ବାଦିକ ମଞ୍ଚର ବିକ୍ଷୋଭ

April 9, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
ନୀଳଗିରି ଥାନା ଅଧିକାରୀଙ୍କୁ ତୁରନ୍ତ ଗିରଫ ଦାବୀରେ ମିଳିତ ସାମ୍ବାଦିକ ମଞ୍ଚର ବିକ୍ଷୋଭ

ଭୁବନେଶ୍ୱର : ସାମ୍ବାଦିକ ସୁରକ୍ଷା ଆଇନ୍ ଲାଗୁ ନହେବାରୁ ସାମ୍ବାଦିକଙ୍କ ଉପରେ ଏପରି ଜୁଲମ ଦିନକୁ ଦିନ ବୃଦ୍ଧି ପାଉଛି। ନୀଳଗିରି ପୋଲିସର ଅମାନବିୟ କାର୍ଯ୍ୟ ପୁଣି ଜଣେ ସାମ୍ବାଦିକଙ୍କ ପ୍ରତି ଆତଙ୍କବାଦୀ ଭଳି ବ୍ୟବହାର ହାତରେ କଡି ଗୋଡରେ ବେଢି ପକାଇ ଡାକ୍ତରଖାନାରେ ରଖିବାକୁ ନେଇ ବିଭିନ୍ନ ମହଲରୁ ନିନ୍ଦା କରାଯାଇଛି।

ଏହି ଘଟଣାକୁ ନେଇ ରାଜଧାନୀରେ ସାମ୍ବାଦିକ ମିଳିତ ମଂଚ ପକ୍ଷରୁ ବିକ୍ଷୋଭ କରାଯାଇଛି। ବିଭିନ୍ନ ବର୍ଗର ସାମ୍ବାଦିକମାନେ ଏକଜୁଟ୍ ହୋଇ ଘଟଣାର ଦୃନ ପ୍ରତିବାଦ କରିଥିଲେ। ଆତଙ୍କବାଦୀ କିମ୍ବା ପେସାଦାର ଅପରାଧି ପରି ଜଣେ ସାମ୍ବାଦିକଙ୍କ ଗୋଡରେ ବେଢି ପକାଇଥିବା ନୀଳଗିରି ଥାନା ଅଧିକାରୀଙ୍କୁ ବହିଷ୍କାର ସହ ତାଙ୍କ ବିରୁଦ୍ଧରେ ଦୃଷ୍ଟାନ୍ତମୂଳକ ପଦକ୍ଷେପ ନେବାକୁ ଦାବି କରାଯାଇଛି।

ଏଥି ସହ ସାମ୍ବାଦିକ ସୁରକ୍ଷା ଆଇନ୍ ଲାଗୁ କରିବାକୁ ସରକାରଙ୍କ ନିକଟରେ ଦାବି କରାଯାଇଛି। ସାମ୍ବାଦିକ ମିଳିତ ମଂଚର ଆବାହକ ଲିଙ୍ଗରାଜ ସାହୁଙ୍କ ସଂଯୋଜନାରେ ଅନୁଷ୍ଠିତ ଏହି ବିକ୍ଷୋଭରେ ରାମଚଣ୍ଡି ପ୍ରସାଦ ରଣସିଂହ, ପ୍ରସନ୍ନ କୁମାର ମହାନ୍ତି, ଆଲ୍ପା ରାୟ, ବିଦ୍ୟାଧର ବାରିକ୍‌, ମୌସୁମୀ ମହାନ୍ତି, ଅପୂର୍ବ ରଞ୍ଜନ ପଣ୍ଡା, ଚନ୍ଦନ ପାଇକରାୟ, କିଶନ କୁମାର ବରାଇ, ଚିନ୍ମୟ ମହାପାତ୍ର, ଦେବଦତ ପାତ୍ର, ସୋମ୍ୟଜିତ ସିହ୍ନା, କପିଳେନ୍ଦ୍ର ପ୍ରଧାନ, ନବୀନ ଚନ୍ଦ୍ର ଦାସ, ଅଜୟ ପଣ୍ଡା, ଓଁକାର ମହାନ୍ତି, ବିକାଶ ଦାସ, ସରିତଦିପ୍ ଶତପଥି ଓ ବହୁ ସାମ୍ବାଦିକ ସାମିଲ ହୋଇଥିଲେ।

Share. Facebook Twitter LinkedIn Email WhatsApp Copy Link

Related Posts

ଆଫଗାନିସ୍ତାନର ସ୍ଵପ୍ନ ଧୂଳିସାତ: ବାଂଲାଦେଶକୁ ସୁପର ଫୋର୍ ରେ ପହଞ୍ଚାଇଲା ଶ୍ରୀଲଙ୍କା

September 19, 2025

ଶୁଭମିତ୍ରା ସାହୁଙ୍କ ପାଇଁ ନ୍ୟାୟ ଦାବିରେ ମହିଳା କଂଗ୍ରେସ ପକ୍ଷରୁ କ୍ୟାଣ୍ଡେଲ ଶୋଭାଯାତ୍ରା

September 18, 2025

ଏମ୍ସ ଭୁବନେଶ୍ୱରରେ “ସୁସ୍ଥ ନାରୀ ସଶକ୍ତ ପରିବାର” ଅଭିଯାନ ଉଦଘାଟିତ

September 18, 2025

କେସିଙ୍ଗାରେ ‘ଜାତୀୟ ପୋଷଣ ମାସ-୨୦୨୫’ ଓ ‘ମାଙ୍କ ପାଇଁ ଗଛଟିଏ’ ସଚେତନତା କର୍ମଶାଳା

September 18, 2025
Latest News

ଆଫଗାନିସ୍ତାନର ସ୍ଵପ୍ନ ଧୂଳିସାତ: ବାଂଲାଦେଶକୁ ସୁପର ଫୋର୍ ରେ ପହଞ୍ଚାଇଲା ଶ୍ରୀଲଙ୍କା

September 19, 2025

ଶୁଭମିତ୍ରା ସାହୁଙ୍କ ପାଇଁ ନ୍ୟାୟ ଦାବିରେ ମହିଳା କଂଗ୍ରେସ ପକ୍ଷରୁ କ୍ୟାଣ୍ଡେଲ ଶୋଭାଯାତ୍ରା

September 18, 2025

ଏମ୍ସ ଭୁବନେଶ୍ୱରରେ “ସୁସ୍ଥ ନାରୀ ସଶକ୍ତ ପରିବାର” ଅଭିଯାନ ଉଦଘାଟିତ

September 18, 2025

କେସିଙ୍ଗାରେ ‘ଜାତୀୟ ପୋଷଣ ମାସ-୨୦୨୫’ ଓ ‘ମାଙ୍କ ପାଇଁ ଗଛଟିଏ’ ସଚେତନତା କର୍ମଶାଳା

September 18, 2025

ରକ୍ତଦାତାମାନଙ୍କୁ ପ୍ରମାଣପତ୍ର ଏବଂ ଟି-ସାର୍ଟ ବଣ୍ଟନ କଲେ ରାଜ୍ୟପାଳ

September 18, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.