Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»୨ ଟି ବିଦ୍ୟାଳୟର ୬ ଜଣ ଛାତ୍ର ପଜିଟିଭ୍, ୩ ଦିନ ପାଇଁ ବନ୍ଦ ହେଲା ସ୍କୁଲ
ଆଜିର ଖବର

୨ ଟି ବିଦ୍ୟାଳୟର ୬ ଜଣ ଛାତ୍ର ପଜିଟିଭ୍, ୩ ଦିନ ପାଇଁ ବନ୍ଦ ହେଲା ସ୍କୁଲ

April 11, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ଗାଜିଆବାଦ: ଉତ୍ତରପ୍ରଦେଶର ଗାଜିଆବାଦରେ ୨ ଟି ବଡ ସରକାରୀ ବିଦ୍ୟାଳୟର ୬ ଜଣ ପିଲା କରୋନା ସଂକ୍ରମିତ ହୋଇଥିବା ଜଣାପଡିଛି। ଯାହା ପରେ ଏହି ବିଦ୍ୟାଳୟଗୁଡ଼ିକ ତିନି ଦିନ ପାଇଁ ବନ୍ଦ କରାଯାଇଛି। ବର୍ତ୍ତମାନ ପର୍ଯ୍ୟନ୍ତ ଏହି ବିଦ୍ୟାଳୟଗୁଡ଼ିକରେ ଅନଲାଇନ୍ କ୍ଲାସ୍ ଚାଲିବ।
ଉଲ୍ଲେଖନୀୟ ବିଷୟ ହେଉଛି, ସୋମବାର ଦିନ ଗାଜିଆବାଦର ଏହି ଘରୋଇ ବିଦ୍ୟାଳୟରେ କରୋନା ପରୀକ୍ଷା କରାଯାଇଥିଲା। ଯେଉଁଥିରେ ତୃତୀୟରୁ ନବମ ଶ୍ରେଣୀର ଦୁଇଜଣ ଛାତ୍ରଙ୍କ ରିପୋର୍ଟ ପଜିଟିଭ୍ ଆସିଥିଲା। ପରେ ସତର୍କତାମୂଳକ ପଦକ୍ଷେପ ଭାବରେ ତିନି ଦିନ ପାଇଁ ସ୍କୁଲକୁ ବନ୍ଦ କରାଯାଇଛି।

ଅନଲାଇନ୍‌ କ୍ଲାସ୍‌ କରୋନା ସଂକ୍ରମିତ ଗାଜିଆବାଦ
Share. Facebook Twitter LinkedIn Email WhatsApp Copy Link

Related Posts

ଭାରତ-ପାକ୍ ହ୍ୟାଣ୍ଡ୍‌ସେକ୍ ବିବାଦ: ସରକାରଙ୍କ ନିଷ୍ପତ୍ତିକୁ ମାନିବାକୁ ହେବ-କପିଳଦେବ

September 19, 2026

Coffee Side Effects: ଅଧିକ କଫି ପିଉଛନ୍ତି କି? ଜାଣନ୍ତୁ ସାଇଡ୍ ଇଫେକ୍ଟ

September 19, 2026

ଆଜି ଏସିଆନ୍ ଗେମ୍ସ ଉଦ୍‌ଘାଟନୀ : ମନୁ ଓ ତଜିନ୍ଦରପାଲ୍ ସିଂହ ତୁର୍ ଭାରତର ଧ୍ୱଜାବାହକ

September 19, 2026

କ୍ରୀଡ଼ା ପ୍ରତି ଆଗ୍ରହ ସୃଷ୍ଟି ଉଦ୍ୟମ: ଛାତ୍ରଛାତ୍ରୀଙ୍କୁ ବିଶ୍ୱସ୍ତରୀୟ ଅନୁଭୂତି ଦେଲା ରିଲାଏନ୍ସ ଫାଉଣ୍ଡେସନ

September 19, 2026
Latest News

ଭାରତ-ପାକ୍ ହ୍ୟାଣ୍ଡ୍‌ସେକ୍ ବିବାଦ: ସରକାରଙ୍କ ନିଷ୍ପତ୍ତିକୁ ମାନିବାକୁ ହେବ-କପିଳଦେବ

September 19, 2026

Coffee Side Effects: ଅଧିକ କଫି ପିଉଛନ୍ତି କି? ଜାଣନ୍ତୁ ସାଇଡ୍ ଇଫେକ୍ଟ

September 19, 2026

ଆଜି ଏସିଆନ୍ ଗେମ୍ସ ଉଦ୍‌ଘାଟନୀ : ମନୁ ଓ ତଜିନ୍ଦରପାଲ୍ ସିଂହ ତୁର୍ ଭାରତର ଧ୍ୱଜାବାହକ

September 19, 2026

କ୍ରୀଡ଼ା ପ୍ରତି ଆଗ୍ରହ ସୃଷ୍ଟି ଉଦ୍ୟମ: ଛାତ୍ରଛାତ୍ରୀଙ୍କୁ ବିଶ୍ୱସ୍ତରୀୟ ଅନୁଭୂତି ଦେଲା ରିଲାଏନ୍ସ ଫାଉଣ୍ଡେସନ

September 19, 2026

ସିନେମା ପ୍ରମାଣପତ୍ର ପାଇଁ ନୂଆ ନିର୍ଦ୍ଦେଶାବଳୀ ଜାରି

September 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.