Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଏବେ ଇଡି ଜାଲରେ କଂଗ୍ରେସ ନେତା ମଲ୍ଲିକାର୍ଜୁନ ଖଡଗେ, ଏହି ପ୍ରସଙ୍ଗରେ କରାଯାଉଛି ଜେରା
ଆଜିର ଖବର

ଏବେ ଇଡି ଜାଲରେ କଂଗ୍ରେସ ନେତା ମଲ୍ଲିକାର୍ଜୁନ ଖଡଗେ, ଏହି ପ୍ରସଙ୍ଗରେ କରାଯାଉଛି ଜେରା

April 11, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
ପେପର୍ ଲିକ୍ ପ୍ରସଙ୍ଗ: ମୋଦି ସରକାରଙ୍କ ସମ୍ମୁଖରେ ଏହି ସର୍ତ୍ତ ରଖିଲା କଂଗ୍ରେସ
ପେପର୍ ଲିକ୍ ପ୍ରସଙ୍ଗ: ମୋଦି ସରକାରଙ୍କ ସମ୍ମୁଖରେ ଏହି ସର୍ତ୍ତ ରଖିଲା କଂଗ୍ରେସ

ନୂଆଦିଲ୍ଲୀ: କଂଗ୍ରେସର ବରିଷ୍ଠ ନେତା ମଲ୍ଲିକାର୍ଜୁନ ଖଡଗେଙ୍କୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଜେରା କରୁଛି। ନ୍ୟାସନାଲ ହେରାଲ୍ଡ ଦୁର୍ନୀତି ମାମଲାରେ ଖଡଗେଙ୍କୁ ଜେରା କରାଯାଉଛି।

ଉଲ୍ଲେଖ ଯୋଗ୍ୟ ଯେ, ୨୦୧୨ ରେ ବିଜେପି ନେତା ସୁବ୍ରମଣ୍ୟମ ସ୍ଵାମୀ ଟ୍ରାଏଲ କୋର୍ଟରେ ଅଭିଯୋଗ କରିଥିଲେ। ୟଙ୍ଗ ଇଣ୍ଡିଆନ୍ ଲିମିଟେଡ୍ (YIL) ଦ୍ୱାରା ଆସୋସିଏଟେଡ୍ ଜର୍ଣ୍ଣାଲ୍ ଲିମିଟେଡ୍ ଅଧିଗ୍ରହଣରେ କଂଗ୍ରେସର କିଛି ନେତା ଠକେଇ ଏବଂ ବିଶ୍ୱାସଘାତର ଉଲ୍ଲଂଘନ ସହ ଜଡିତ ଥିବା ସେ ଅଭିଯୋଗ କରିଥିଲେ। ନ୍ୟାସନାଲ ହେରାଲ୍ଡ ଖବରକାଗଜ ପୂର୍ବତନ ପ୍ରଧାନମନ୍ତ୍ରୀ ଜବାହରଲାଲ ନେହେରୁଙ୍କ ଦ୍ୱାରା ଆରମ୍ଭ ହୋଇଥିଲା। ଏହି ପ୍ରସଙ୍ଗରେ ସୋନିଆ ଗାନ୍ଧୀ, ମୋତିଲାଲ ଭୋରା, ସୁମନ ଦୁବେ ଏବଂ ସାମ ପିତ୍ରୋଦାଙ୍କ ବିଷୟରେ ସ୍ବାମୀ ଉଲ୍ଲେଖ କରିଥିଲେ।

କଂଗ୍ରେସର ବରିଷ୍ଠ ନେତା ନ୍ୟାସନାଲ ହେରାଲ୍ଡ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ମଲ୍ଲିକାର୍ଜୁନ ଖଡଗେ
Share. Facebook Twitter LinkedIn Email WhatsApp Copy Link

Related Posts

ଦେଶରେ ଚାଲିଛି ୩୨ ଟି ନକଲି ବିଶ୍ୱବିଦ୍ୟାଳୟ: ଛାତ୍ରଛାତ୍ରୀଙ୍କୁ ସତର୍କ କଲା UGC

August 7, 2026

ରାହୁଲ ଗାନ୍ଧୀଙ୍କ ବାସଭବନ ବାହାରେ ସାଧୁ ଏବଂ ସନ୍ଥଙ୍କ ପ୍ରତିବାଦ: ଅଟକ ରଖିଲା ପୋଲିସ

August 7, 2026

ପୂର୍ବତନ ବିଧାୟକଙ୍କ ଜ୍ଵାଇଁ ଗିରଫ

August 7, 2026

ଓଲଟିଲା ଅଟୋ : ୫ ଆହତ

August 7, 2026
Latest News

ଦେଶରେ ଚାଲିଛି ୩୨ ଟି ନକଲି ବିଶ୍ୱବିଦ୍ୟାଳୟ: ଛାତ୍ରଛାତ୍ରୀଙ୍କୁ ସତର୍କ କଲା UGC

August 7, 2026

ରାହୁଲ ଗାନ୍ଧୀଙ୍କ ବାସଭବନ ବାହାରେ ସାଧୁ ଏବଂ ସନ୍ଥଙ୍କ ପ୍ରତିବାଦ: ଅଟକ ରଖିଲା ପୋଲିସ

August 7, 2026

CBI ର ବଡ଼ ଖୁଲାସା: NEET-UG ପେପର ଲିକ୍ କରିଥିଲେ NTA ବିଶେଷଜ୍ଞ

August 7, 2026

ପୂର୍ବତନ ବିଧାୟକଙ୍କ ଜ୍ଵାଇଁ ଗିରଫ

August 7, 2026

ଓଲଟିଲା ଅଟୋ : ୫ ଆହତ

August 7, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.