Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଇଭିଏମ୍‌ରେ ବିଜେପିର ନାମ ଥିବା ନେଇ ନିର୍ବାଚନ କମିଶନଙ୍କ ନିକଟରେ ଅଭିଯୋଗ
ଆଜିର ଖବର

ଇଭିଏମ୍‌ରେ ବିଜେପିର ନାମ ଥିବା ନେଇ ନିର୍ବାଚନ କମିଶନଙ୍କ ନିକଟରେ ଅଭିଯୋଗ

April 28, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଇଭିଏମ୍‌ରେ  ଦଳୀୟ ଲୋଗୋ ତଳେ ବିଜେପିର ନାମ ଥିବା ନେଇ ନିର୍ବାଚନ କମିଶନଙ୍କ ଦ୍ବାରସ୍ଥ ହୋଇଛନ୍ତି ବିରୋଧୀ ଦଳ । ଅନ୍ୟ ସମସ୍ତ ଦଳର କେବଳ ଚିହ୍ନ ରହିଥିବା ବେଳେ ପଦ୍ମ ଚିହ୍ନ ତଳେ ବିଜେପିର ନାମ ରହିଥିବା ନେଇ ଅଭିଯୋଗ କରିଛନ୍ତି ବିପକ୍ଷ ଦଳ । ଦଶ ବିପକ୍ଷ ରାଜନୈତିକ ଦଳର ସଦସ୍ୟ ମାନଙ୍କ ଏକ ଦଳ ନିର୍ବାଚନ କମିଶନର ସୁନୀଲ ଅରୋରାଙ୍କୁ ଭେଟି ଏ ନେଇ ଅଭିଯୋଗ ଦାୟର କରିଛନ୍ତି । ଏହି ଦଳରେ କଂଗ୍ରେସ ଦଳର ଅଭିଷେକ ମନୁ ସିଂଘଭୀ ଏବଂ ତୃଣମୂଳର ଦୀନେଶ ତ୍ରିବେଦୀ ଏବଂ ଡେରେକ୍‌ ଓ ବ୍ରାଏନ୍‌ ନିର୍ବାଚନ କମିଶନଙ୍କୁ ଭେଟିଛନ୍ତି। ବିପକ୍ଷ ସଦସ୍ୟ ମାନେ ବିଜେପିର ନାମ ଇଭିଏମ୍‌ରୁ ହଟାଯାଉ କିମ୍ବା ଅନ୍ୟାନ୍ୟ ରାଜନୈତିକ ଦଳ ଗୁଡିକର ନାମ ଦଳୀୟ ଚିହ୍ନ ସହିତ ଯୋଡା ଯାଉ ବୋଲି ନିର୍ବାଚନ କମିଶନରଙ୍କ ନିକଟରେ ଦାବି କରିଛନ୍ତି । ଏହାକୁ ନିର୍ବାଚନ କମିଶନଙ୍କ କାର୍ଯ୍ୟାଳୟ ପକ୍ଷରୁ ଅସ୍ବୀକାର କରାଯାଇଥିବା ବେଳେ ୨୦୧୩ରେୁ ବିଜେପିର ଆବେଦନ ପରେ ବିଜେପି ଏହି ଚିହ୍ନ ବ୍ୟବହାର କରି ଆସୁଛି ଏବଂ ୨୦୧୪ ଠାରୁ ହିଁ ବ୍ୟବହୃତ ହେଉଛି ବୋଲି କୁହାଯାଇଛି । ଏନେଇ ପଶ୍ଚିମବଙ୍ଗ ନିର୍ବାଚନ କମିଶନଙ୍କୁ ଏକ ଚିଠି ଜରିଆରେ ସ୍ପଷ୍ଟୀକରଣ ଦେଇଥିବା ବେଳେ ଇଭିଏମ୍‌ ବଦଳାଯିବ ନାହିଁ ବୋଲି ସୁନୀଲ ଅରୋରା ସ୍ପଷ୍ଟ କରିଛନ୍ତି ।

BJP ec evm thesamikhsya
Share. Facebook Twitter LinkedIn Email WhatsApp Copy Link

Related Posts

ରଣପୁରରେ “ଉଲ୍ଲାସ” କାର୍ଯ୍ୟକ୍ରମ: ପ୍ରାୟ ୪ ହଜାରରୁ ଅଧିକ ପରୀକ୍ଷାର୍ଥୀଙ୍କ ଅଂଶଗ୍ରହଣ

March 17, 2026

ଶ୍ରୀଜଗନ୍ନାଥ ଦର୍ଶନ ଯୋଜନା: ପୁରୁଷୋତ୍ତମ ଧାମ ଯାତ୍ରା କଲେ ଖୋର୍ଦ୍ଧା ଜିଲ୍ଲାର ୨୨୨ ତୀର୍ଥ ଯାତ୍ରୀ

March 17, 2026

ଭାରତ ବିରୁଦ୍ଧରେ ଆତଙ୍କବାଦୀ ଷଡ଼ଯନ୍ତ୍ରର ପର୍ଦ୍ଦାଫାସ୍: ୭ ବିଦେଶୀ ନାଗରିକ ଗିରଫ

March 17, 2026

ଭୁବନେଶ୍ବରରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, ମୁଖ୍ୟମନ୍ତ୍ରୀ କଲେ ସାକ୍ଷାତ

March 17, 2026
Latest News

ରଣପୁରରେ “ଉଲ୍ଲାସ” କାର୍ଯ୍ୟକ୍ରମ: ପ୍ରାୟ ୪ ହଜାରରୁ ଅଧିକ ପରୀକ୍ଷାର୍ଥୀଙ୍କ ଅଂଶଗ୍ରହଣ

March 17, 2026

ଶ୍ରୀଜଗନ୍ନାଥ ଦର୍ଶନ ଯୋଜନା: ପୁରୁଷୋତ୍ତମ ଧାମ ଯାତ୍ରା କଲେ ଖୋର୍ଦ୍ଧା ଜିଲ୍ଲାର ୨୨୨ ତୀର୍ଥ ଯାତ୍ରୀ

March 17, 2026

ଏକାଧିକ ସ୍ୱତନ୍ତ୍ର ଟ୍ରେନକୁ ନିୟମିତ ଏକ୍ସପ୍ରେସରେ ପରିଣତ କଲା ଭାରତୀୟ ରେଳବାଇ

March 17, 2026

ଭାରତ ବିରୁଦ୍ଧରେ ଆତଙ୍କବାଦୀ ଷଡ଼ଯନ୍ତ୍ରର ପର୍ଦ୍ଦାଫାସ୍: ୭ ବିଦେଶୀ ନାଗରିକ ଗିରଫ

March 17, 2026

ଭୁବନେଶ୍ବରରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, ମୁଖ୍ୟମନ୍ତ୍ରୀ କଲେ ସାକ୍ଷାତ

March 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.