Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିଜେଡିରେ ଯୋଗଦେଲେ ବରିଷ୍ଠ ସାମ୍ବାଦିକ, ସମାଜସେବୀ ମିହିର ରାୟ
ଆଜିର ଖବର

ବିଜେଡିରେ ଯୋଗଦେଲେ ବରିଷ୍ଠ ସାମ୍ବାଦିକ, ସମାଜସେବୀ ମିହିର ରାୟ

April 13, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
ବିଜେଡିରେ ଯୋଗଦେଲେ ବରିଷ୍ଠ ସାମ୍ବାଦିକ ଓ ସମାଜସେବୀ ମିହିର ରାୟ

ଭୁବନେଶ୍ଵର : ରାଉରକେଲାର ଜଣାଶୁଣା ସମାଜସେବୀ, ସଂଗଠକ ତଥା ବରିଷ୍ଠ ସାମ୍ବାଦିକ ମିହିର ରାୟ ଆଜି ବିଜୁ ଜନତା ଦଳରେ ଯୋଗଦେଇଛନ୍ତି। ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ କ୍ରମେ ବିଜେଡିର ସଂଗଠନ ସଂପାଦକ ପ୍ରଣବ ପ୍ରକାଶ ଦାସ ଆଜି ଶ୍ରୀ ରାୟଙ୍କୁ ଦଳକୁ ସ୍ଵାଗତ କରିଥିଲେ। ଶ୍ରୀ ରାୟଙ୍କ ଭଳି ଜଣେ ଯୁବ ସଂଗଠକଙ୍କ ଯୋଗଦାନ ଫଳରେ ବିଭିନ୍ନ ସାଂଗଠନିକ ସ୍ତରରେ ଦଳ ଅଧିକ ମଜବୁତ ହେବ ବୋଲି ସେ ମତ ବ୍ୟକ୍ତ କରିଥିଲେ।

ଉଲ୍ଲେଖଯୋଗ୍ୟ ଯେ ଶ୍ରୀ ରାୟ ପ୍ରାୟ ୨୫ ବର୍ଷ ଧରି ଟାଇମ୍ସ ଅଫ ଇଣ୍ଡିଆ, ଏସିଆନ ଏଜ୍‌ ଭଳି ଆଗଧାଡିର ଇଂରାଜୀ ଦୈନିକର ପ୍ରତିନିଧି ଭାବେ ରାଉରକେଲା ସମେତ ପଶ୍ଚିମ ଓଡ଼ିଶାର ବିଭିନ୍ନ ସ୍ଥାନରେ ସଫଳତାର ସହ କାର୍ଯ୍ୟ କରିଛନ୍ତି। ଏହା ବ୍ୟତୀତ ଶିଳ୍ପ ନଗରୀ ରାଉରକେଲାର ବିଭିନ୍ନ ଅଗ୍ରଣୀ ସାମାଜିକ, ସାଂସ୍କୃତିକ ଓ କ୍ରୀଡା ସଂଗଠନ ସହ ଜଡ଼ିତ ରହି ବିଜୁ ପଟ୍ଟନାୟକ ମିନି ମାରାଥନ ଓ ବିଜୁ ପଟ୍ଟନାୟକ ସର୍ବ ଭାରତୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ ଭଳି ଜାତୀୟ ଓ ରାଜ୍ୟ ସ୍ତରୀୟ ବିଭିନ୍ନ କାର୍ଯ୍ୟକ୍ରମର ସୁଚାରୁରୂପେ ଆୟୋଜନ କରିଛନ୍ତି।

Share. Facebook Twitter LinkedIn Email WhatsApp Copy Link

Related Posts

ରକ୍ତଦାତାମାନଙ୍କୁ ପ୍ରମାଣପତ୍ର ଏବଂ ଟି-ସାର୍ଟ ବଣ୍ଟନ କଲେ ରାଜ୍ୟପାଳ

September 18, 2025

ସ୍ୱତନ୍ତ୍ର ଗୀତ ଜରିଆରେ ପ୍ରଧାନମନ୍ତ୍ରୀଙ୍କୁ ଜନ୍ମଦିନର ଅଭିନନ୍ଦନ: ଶେୟାର କରୁଛନ୍ତି ଲକ୍ଷ ଲକ୍ଷ ଦର୍ଶକ

September 18, 2025

ଦୁଷ୍କର୍ମ ଅଭିଯୋଗରେ ଗିରଫ ହେଲେ ପଳାତକ ଲଳିତ ମୋଦିଙ୍କ ଭାଇ

September 18, 2025

ହିଣ୍ଡେନବର୍ଗ ମାମଲା: ସମସ୍ତ ଅଭିଯୋଗ ଭିତ୍ତିହୀନ, ଆଦାନୀ ଗ୍ରୁପକୁ କ୍ଲିନ୍ ଚିଟ୍ ଦେଲା ସେବି

September 18, 2025
Latest News

ରକ୍ତଦାତାମାନଙ୍କୁ ପ୍ରମାଣପତ୍ର ଏବଂ ଟି-ସାର୍ଟ ବଣ୍ଟନ କଲେ ରାଜ୍ୟପାଳ

September 18, 2025

ସ୍ୱତନ୍ତ୍ର ଗୀତ ଜରିଆରେ ପ୍ରଧାନମନ୍ତ୍ରୀଙ୍କୁ ଜନ୍ମଦିନର ଅଭିନନ୍ଦନ: ଶେୟାର କରୁଛନ୍ତି ଲକ୍ଷ ଲକ୍ଷ ଦର୍ଶକ

September 18, 2025

ଦୁଷ୍କର୍ମ ଅଭିଯୋଗରେ ଗିରଫ ହେଲେ ପଳାତକ ଲଳିତ ମୋଦିଙ୍କ ଭାଇ

September 18, 2025

ହିଣ୍ଡେନବର୍ଗ ମାମଲା: ସମସ୍ତ ଅଭିଯୋଗ ଭିତ୍ତିହୀନ, ଆଦାନୀ ଗ୍ରୁପକୁ କ୍ଲିନ୍ ଚିଟ୍ ଦେଲା ସେବି

September 18, 2025

ଢୋଲକିଆଙ୍କ ପରଲୋକ ପରେ ବିଜେଡିର ଖସିଗଲା ଗୋଟିଏ ଆସନ, କଣ ହେବ କଂଗ୍ରେସର ଅନାସ୍ଥା ଗଣିତ

September 18, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.