Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଇଏସ୍‌ସିସିଏମ୍‌ର ୨୮ ତମ ବାର୍ଷିକ ସମ୍ମିଳନୀରେ ଡାକ୍ତର ବାନାମ୍ବର ରାୟ ସମ୍ବର୍ଦ୍ଧିତ
ଆଜିର ଖବର

ଆଇଏସ୍‌ସିସିଏମ୍‌ର ୨୮ ତମ ବାର୍ଷିକ ସମ୍ମିଳନୀରେ ଡାକ୍ତର ବାନାମ୍ବର ରାୟ ସମ୍ବର୍ଦ୍ଧିତ

April 13, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ସମ୍ ଅଲ୍ଟିମେଟ୍ ମେଡିକେୟାରର କ୍ରିଟିକାଲ୍ କେୟାର ବିଭାଗର ମୁଖ୍ୟ ଡାକ୍ତର ବାନାମ୍ବର ରାୟଙ୍କୁ ଇଣ୍ଡିଆନ୍ ସୋସାଇଟି ଅଫ୍ କ୍ରିଟିକାଲ୍ କେୟାର ମେଡିସିନ୍ (ଆଇଏସ୍‌ସିସିଏମ୍‌)ର ୨୮ତମ ବାର୍ଷିକ ସମ୍ମିଳନୀରେ ସମ୍ବର୍ଦ୍ଧିତ କରାଯାଇଛି। ଦୀର୍ଘ ୨୫ ବର୍ଷରୁ ଅଧିକ ସମୟ ଧରି ଏହି ଅନୁଷ୍ଠାନ ସହିତ ଜଡ଼ିତ ଥିବା ଦୃଷ୍ଟିରୁ ନିକଟରେ ଅହମ୍ମଦାବାଦ ଠାରେ ଆୟୋଜିତ ହୋଇଥିବା ସମ୍ମିଳନୀରେ ତାଙ୍କୁ ସମ୍ମାନିତ କରାଯାଇଛି। ଡାକ୍ତର ରାୟ ଏକାଧାରରେ ଆଇଏସ୍‌ସିସିଏମ୍‌ର ପ୍ରତିଷ୍ଠାତା ସଦସ୍ୟ ଓ ଆଜୀବନ ସଦସ୍ୟ ଅଛନ୍ତି।

ସେ ମଧ୍ୟ ସମ୍ ଅଲ୍ଟିମେଟ୍ ମେଡିକେୟାରର ଏକ ମଜଭୁତ ସ୍ତମ୍ଭ ଭାବେ ପରିଗଣିତ। ସେହିପରି କ୍ରିଟିକାଲ୍ କେୟାର ମେଡିସିନ୍‌ର ନନ୍ ମେଟ୍ରୋ କ୍ୟାଟାଗୋରୀରେ ଆଇଏସ୍‌ସିସିଏମ୍‌ର ଭୁବନେଶ୍ୱର ଶାଖାକୁ ଶ୍ରେଷ୍ଠ ଭାବେ ସମ୍ମାନିତ କରାଯାଇଛି।

ଏହି ଶାଖାର ସାଧାରଣ ସମ୍ପାଦକ ତଥା ସମ୍‌ ଅଲ୍ଟିମେଟ୍ ମେଡିକେୟାର୍‌ର କ୍ରିଟିକାଲ୍ କେୟାର ବିଭାଗର କନ୍‌ସଲ୍‌ଟାଂଟ ତଥା ଡେପୁଟି ମେଡିକାଲ୍‌ ସୁପରିଟେଣ୍ଡେନ୍‌ଟ ଡାକ୍ତର ଆନନ୍ଦ ମିଶ୍ର ଏହି ସମ୍ମାନ ଗ୍ରହଣ କରିଥିଲେ। ଉଭୟ ଡାକ୍ତର ରାୟ ଓ ଡାକ୍ତର ମିଶ୍ର ତିନି ବର୍ଷ ହେବ ସମ୍ମମ୍ ସହିତ ଜଡିତ ଅଛନ୍ତି।

ବାର୍ଷିକ ସମ୍ମିଳନୀ ସମ୍ ଅଲ୍ଟିମେଟ୍ ମେଡିକେୟାର
Share. Facebook Twitter LinkedIn Email WhatsApp Copy Link

Related Posts

ଗ୍ରୀଷ୍ମ ଋତୁରେ ଯାତ୍ରୀ ଚାହିଦା ପୂରଣ ପାଇଁ ସ୍ୱତନ୍ତ୍ର ଟ୍ରେନ୍ ଗୁଡିକର ସେବାରେ ସମ୍ପ୍ରସାରଣ

April 1, 2026

ଚଣ୍ଡିଗଡ଼: ବିଜେପି କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ

April 1, 2026

ଭୁବନେଶ୍ୱର ରେ VFS ଗ୍ଲୋବାଲ ଭିସା ଆବେଦନ କେନ୍ଦ୍ର ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

April 1, 2026

ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କୁ ବଡ଼ ଆଶ୍ଵସ୍ତି: ଫୌଜଦାରୀ ମାନହାନି ମାମଲା ଖାରଜ କଲେ କୋର୍ଟ

April 1, 2026
Latest News

ପଣ୍ଡିତ ଦୀନଦୟାଲ ଉପାଧ୍ୟାୟ ପ୍ରଶିକ୍ଷଣ ମହାଅଭିଯାନ’ ର ସିଦ୍ଧେଶ୍ୱରୀ ମଣ୍ଡଳ ପ୍ରଶିକ୍ଷଣ ବର୍ଗ ଉଦଘାଟିତ

April 1, 2026

ଗ୍ରୀଷ୍ମ ଋତୁରେ ଯାତ୍ରୀ ଚାହିଦା ପୂରଣ ପାଇଁ ସ୍ୱତନ୍ତ୍ର ଟ୍ରେନ୍ ଗୁଡିକର ସେବାରେ ସମ୍ପ୍ରସାରଣ

April 1, 2026

ଚଣ୍ଡିଗଡ଼: ବିଜେପି କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ

April 1, 2026

ଭୁବନେଶ୍ୱର ରେ VFS ଗ୍ଲୋବାଲ ଭିସା ଆବେଦନ କେନ୍ଦ୍ର ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

April 1, 2026

ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କୁ ବଡ଼ ଆଶ୍ଵସ୍ତି: ଫୌଜଦାରୀ ମାନହାନି ମାମଲା ଖାରଜ କଲେ କୋର୍ଟ

April 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.