Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ : ୭୨ଟି ଆସନ ପାଇଁ ହେବ ମତଦାନ
ଆଜିର ଖବର

ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ : ୭୨ଟି ଆସନ ପାଇଁ ହେବ ମତଦାନ

April 28, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
6th phase election peacefully
6th phase election going on peacefully

ଆସନ୍ତା କାଲି ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ। ଏହି ପର୍ଯ୍ୟାୟରେ ୯ଟି ରାଜ୍ୟର ୭୨ଟି ଲୋକସଭା ଆସନ ପାଇଁ ମତଦାନ ଅନୁଷ୍ଠିତ ହେବ। ଏଥିରେ ରହିଛି ବିହାରର ୫ଟି ଆସନ, ଝାଡଖଣ୍ଡର ୩ଟି ଆସନ, ମଧ୍ୟପ୍ରଦେଶର ୬ଟି ଆସନ, ମହାରାଷ୍ଟ୍ରର ୧୭ଟି ଆସନ, ଓଡିଶାର ୬ଟି ଆସନ, ରାଜସ୍ଥାନର ୧୩ଟି ଆସନ, ଉତ୍ତରପ୍ରଦେଶର ୧୩ଟି ଆସନ, ଜମ୍ମୁ-କଶ୍ମୀରର ଗୋଟିଏ  ଏବଂ ପଶ୍ଚିମବଙ୍ଗର ୮ ଆସନ। ମତଦାନ ଲାଗି ନିର୍ବାଚନ କମିଶନଙ୍କ ପକ୍ଷରୁ ପ୍ରସ୍ତୁତି ଚୂଡାନ୍ତ ପର୍ଯ୍ୟାୟରେ। ଚତୁର୍ଥ ପର୍ଯ୍ୟାୟରେ ମୋଟ ୯୪୩ ପ୍ରାର୍ଥୀଙ୍କ ଭାଗ୍ୟ ପରୀକ୍ଷା ହେବାକୁ ଯାଉଛି। ଏହି ପର୍ଯ୍ୟାୟ ଓଡ଼ିଶା ପାଇଁ ଶେଷ ପର୍ଯ୍ୟାୟ। ଉଭୟ ଲୋକସଭା ଓ ବିଧାନସଭା ପାଇଁ  ଭୋଟ୍‌ ଗ୍ରହଣ ଅନୁଷ୍ଠିତ ହେବ। ୬ଟି ଲୋକସଭା ଓ ତତ୍‌ସଂଲଗ୍ନ ୪୧ଟି ବିଧାନସଭା ପାଇଁ ମତଦାନ ଅନୁଷ୍ଠିତ ହେବ। ବାଲେଶ୍ବର, ଭଦ୍ରକ, ଜଗତ୍‌ସିଂହପୁର, ଯାଜପୁର, କେନ୍ଦ୍ରାପଡ଼ା ଓ ମୟୂରଭଞ୍ଜ ଆଦି ୬ଟି ଲୋକସଭା ଆସନ ରହିଛି। ଏହି ପର୍ଯ୍ୟାୟରେ ଓଡ଼ିଶାରେ ହେଭିଓ୍ବେଟ୍‌ଙ୍କ ଲଢେଇ ଦେଖିବାକୁ ମିଳିବ।

fourthphase thesamikhsya voting
Share. Facebook Twitter LinkedIn Email WhatsApp Copy Link

Related Posts

ଭୟଙ୍କର ଦୁର୍ଘଟଣା: ଜଣେ ମୃତ ୧୦ ରୁ ଅଧିକ ଆହତ

October 15, 2026

କିଏ ହେବ ଟିମ୍ ଇଣ୍ଡିଆର ନୂତନ ମୁଖ୍ୟ ଚୟନକର୍ତ୍ତା, ବିସିସିଆଇର ନୂତନ ଯୋଜନା କ’ଣ?

October 15, 2026

ସାପ କାମୁଡାରେ ଯୁବ ଚାଷୀଙ୍କ ପ୍ରାଣହାନୀ

October 15, 2026

ଏସ୍‌ଆଇଆର୍‌କୁ ନେଇ ସୁପ୍ରିମକୋର୍ଟରେ ଆଜି ହାଇଭୋଲ୍ଟେଜ୍ ଶୁଣାଣି

October 15, 2026
Latest News

ଭୟଙ୍କର ଦୁର୍ଘଟଣା: ଜଣେ ମୃତ ୧୦ ରୁ ଅଧିକ ଆହତ

October 15, 2026

କିଏ ହେବ ଟିମ୍ ଇଣ୍ଡିଆର ନୂତନ ମୁଖ୍ୟ ଚୟନକର୍ତ୍ତା, ବିସିସିଆଇର ନୂତନ ଯୋଜନା କ’ଣ?

October 15, 2026

ମୁମ୍ବାଇ ପୋଲିସର ବଡ କାର୍ଯ୍ୟାନୁଷ୍ଠାନ: ଆମିର ଖାନଙ୍କ ଭଣଜାଙ୍କୁ ଭାରତ ଛାଡିବା ପାଇଁ ନୋଟିସ

October 15, 2026

ସାପ କାମୁଡାରେ ଯୁବ ଚାଷୀଙ୍କ ପ୍ରାଣହାନୀ

October 15, 2026

ଆଇପିଏଲ୍ ଟ୍ରେଡ୍: ସନରାଇଜର୍ସକୁ ଫେରିଲେ ନଟରାଜନ୍

October 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.