Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଏୟାର ଇଣ୍ଡିଆର ସର୍ଭର ଡାଉନ୍‌ : ଦ୍ବିତୀୟ ଦିନରେ ୧୩୭ ବିମାନ ଉଡାଣ ବାତିଲ
ଆଜିର ଖବର

ଏୟାର ଇଣ୍ଡିଆର ସର୍ଭର ଡାଉନ୍‌ : ଦ୍ବିତୀୟ ଦିନରେ ୧୩୭ ବିମାନ ଉଡାଣ ବାତିଲ

April 28, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
137 AIR INDIA FLIGHTS CANCELLED
137 AIR INDIA FLIGHTS CANCELLED

ଗତକାଲି ଏୟାର ଇଣ୍ଡିଆର ସର୍ଭର ଡାଉନ୍‌ ହେବା କାରଣରୁ ଏହାର ସମସ୍ତ ଜାତୀୟ ଏବଂ ଆନ୍ତର୍ଜାତୀୟ ଉଡାଣ ଦୀର୍ଘ ସମୟ ଧରି ବନ୍ଦ ରହିଥିବା ବେଳେ ରବିବାର ମଧ୍ୟ ଏହାର ପ୍ରଭାବ ଦେଖିବାକୁ ମିଳିଛ। ରବିବାର ଏୟାର ଇଣ୍ଡିଆର ୧୩୭ ଟି ବିମାନ ଉଡାଣ ବାତିଲ ଘୋଷଣା କରାଯାଇଛି। ବର୍ତ୍ତମାନ ଏୟାର ଇଣ୍ଡିଆର ସମସ୍ତ ବିମାନ ଆପାତତଃ ୧୯୭ମିନିଟ୍‌ ବିଳମ୍ବରେ ଉଡାଣ ଭରୁଛି । ଯାତ୍ରୀମାନେ ଦିଲ୍ଲୀ ଏବଂ ମୁମ୍ବାଇ ବିମାନବନ୍ଦରରେ ହୋହଲ୍ଲା କରିଛନ୍ତି। କିଛି ସମୟ ମଧ୍ୟରେ ସ୍ଥିତିରେ ସୁଧାର ଆସିବ ବୋଲି ଏୟାର ଇଣ୍ଡିଆ ପକ୍ଷରୁ କୁହାଯାଇଛି। ଗତକାଲି ମଧ୍ୟ ଏହି ଏୟାର ଲାଇନ୍ସ ନିଜର ୧୪୯ଟି ବିମାନର ଉଡାଣ ବାତିଲ କରିଥିଲା। ନିଜର ସହଯୋଗୀ କମ୍ପାନୀ ଆଲାଏନ୍ସ ଏୟାର ଏବଂ ଏୟାର ଇଣ୍ଡିଆ ଏକ୍ସପ୍ରେସ୍‌ ସହିତ ଏୟାର ଇଣ୍ଡିଆ ଦୈନିକ ଭାବରେ ୬୭୪ ବିମାନ ଉଡାଣ କରିଥାଏ।

airindia cancel down flight
Share. Facebook Twitter LinkedIn Email WhatsApp Copy Link

Related Posts

ଏହି ବିଦେଶୀ ଲିଗ୍ ରୁ ବାଦ ପଡ଼ିବେ ପାକିସ୍ତାନ ଖେଳାଳି!: ବଡ଼ ପଦକ୍ଷେପ ପାଇଁ ପ୍ରସ୍ତୁତ IPL ଫ୍ରାଞ୍ଚାଇଜ୍

February 20, 2026

‘୧୧ଟି ଜେଟ୍ ଖସାଇ ଦିଆଯାଇଥିଲା’: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଯୁଦ୍ଧବିରତି ଉପରେ ଟ୍ରମ୍ପଙ୍କ ନୂଆ ଦାବି

February 20, 2026

‘ଅପରେସନ ସାଇବର କବଚ’ ଅଭିଯାନ: ରାଜ୍ୟବ୍ୟାପୀ ୮୪ ଗିରଫ

February 20, 2026

ଭୁବନେଶ୍ବରରେ ସଂଗ୍ରାମୀ ଗୌରାଙ୍ଗ ଚରଣ ଓ ସଂଗ୍ରାମୀ ଶଶୀଭୂଷଣଙ୍କ ଶ୍ରଦ୍ଧାଞ୍ଜଳି ସଭା

February 20, 2026
Latest News

“ଯଦି ଆପଣମାନେ ଫ୍ରାନ୍ସ ଆସନ୍ତି…”: ଭାରତୀୟମାନଙ୍କୁ ବଡ଼ ପ୍ରସ୍ତାବ ଦେଲେ ମାକ୍ରୋନ୍

February 20, 2026

ଏହି ବିଦେଶୀ ଲିଗ୍ ରୁ ବାଦ ପଡ଼ିବେ ପାକିସ୍ତାନ ଖେଳାଳି!: ବଡ଼ ପଦକ୍ଷେପ ପାଇଁ ପ୍ରସ୍ତୁତ IPL ଫ୍ରାଞ୍ଚାଇଜ୍

February 20, 2026

‘୧୧ଟି ଜେଟ୍ ଖସାଇ ଦିଆଯାଇଥିଲା’: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଯୁଦ୍ଧବିରତି ଉପରେ ଟ୍ରମ୍ପଙ୍କ ନୂଆ ଦାବି

February 20, 2026

‘ଅପରେସନ ସାଇବର କବଚ’ ଅଭିଯାନ: ରାଜ୍ୟବ୍ୟାପୀ ୮୪ ଗିରଫ

February 20, 2026

ଭୁବନେଶ୍ବରରେ ସଂଗ୍ରାମୀ ଗୌରାଙ୍ଗ ଚରଣ ଓ ସଂଗ୍ରାମୀ ଶଶୀଭୂଷଣଙ୍କ ଶ୍ରଦ୍ଧାଞ୍ଜଳି ସଭା

February 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.