Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»୨୮ଟି ସ୍ଥାୟୀ ପୋଲିସ ଆଉଟପୋଷ୍ଟ ପାଇଁ ୧୯୬ଟି ପଦବୀକୁ ମୁଖ୍ୟମନ୍ତ୍ରୀଙ୍କ ମଞ୍ଜୁରୀ
ଆଜିର ଖବର

୨୮ଟି ସ୍ଥାୟୀ ପୋଲିସ ଆଉଟପୋଷ୍ଟ ପାଇଁ ୧୯୬ଟି ପଦବୀକୁ ମୁଖ୍ୟମନ୍ତ୍ରୀଙ୍କ ମଞ୍ଜୁରୀ

April 21, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
୨୮ଟି ସ୍ଥାୟୀ ପୋଲିସ ଆଉଟପୋଷ୍ଟ ପାଇଁ ୧୯୬ଟି ପଦବୀକୁ ମୁଖ୍ୟମନ୍ତ୍ରୀଙ୍କ ମଞ୍ଜୁରୀ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ରାଜ୍ୟ ପୋଲିସରେ ୨୮ଟି ସ୍ଥାୟୀ ପୋଲିସ ଆଉଟପୋଷ୍ଟ ପାଇଁ ୨୮ଟି ସବ୍‌ଇନ୍‌ସପେକ୍ଟର ଓ ୧୬୮ଟି କନେଷ୍ଟବଳ ପଦବୀ ମଞ୍ଜୁର କରିଛନ୍ତି। ପୋଲିସ ବିଭାଗର ଅନ୍ୟାନ୍ୟ ପଦବୀ ଗୁଡିକର ପୁନଃ-ବଣ୍ଟନ (By way of Redistribution) ଦ୍ବାରା ଏହି ପଦବୀ ଗୁଡିକ ସୃଷ୍ଟି କରାଯାଇଛି। ଏହାଦ୍ବାରା ସମୁଦାୟ ୧୯୬ଟି ନୂତନ ପଦବୀ ସୃଷ୍ଟି ହୋଇଛି।

ଏହି ନୂତନ ଅଧିକାରୀ ଓ କର୍ମଚାରୀମାନେ ରାଜ୍ୟରେ ୨୮ଟି ସ୍ଥାୟୀ ପୋଲିସ ଆଉଟପୋଷ୍ଟରେ ନିଯୁକ୍ତ ହେବେ। ପ୍ରତ୍ୟେକ ଆଉଟପୋଷ୍ଟରେ ଜଣେ ଲେଖାଏ ସବ୍‌ଇନିସ୍‌ପେକ୍ଟର ଓ ୬ ଜଣ ଲେଖାଏ କନେଷ୍ଟବଳ ନିୟୋଜିତ ହେବେ। ଆଇନ ଶୃଙ୍ଖଳା ଠାରୁ ଆରମ୍ଭ କରି ବିଭିନ୍ନ ଅପରାଧୀକ ଅନୁସଂଧାନ କ୍ଷେତ୍ରରେ ସେମାନେ ଦାୟିତ୍ବ ନିର୍ବାହ କରିବେ। ଏହାଦ୍ବାରା ରାଜ୍ୟର ଆଇନ ଶୃଙ୍ଖଳା ବ୍ୟବାସ୍ଥା ଅଧିକ ଦୃଢ ହୋଇପାରିବ।

ଏହି ନୂତନ ପଦବୀ ଗୁଡିକ ରାଜ୍ୟ ସରକାରଙ୍କ ORV Act ସମେତ ନିଯୁକ୍ତି ନିୟମାବଳୀର ସମସ୍ତ ବ୍ୟବସ୍ଥା ଅନୁଯାୟୀ ପୂରଣ କରାଯିବ।

ନବୀନ ପଟ୍ଟନାୟକ
Share. Facebook Twitter LinkedIn Email WhatsApp Copy Link

Related Posts

ବଦଳିବ RCBର ନାମ?: ସ୍ପଷ୍ଟ କଲେ ଅନନ୍ୟା ବିର୍ଲା

March 26, 2026

ମୁଖ୍ୟ ଶାସନ ସଚିବଙ୍କ ସମୀକ୍ଷା ବୈଠକ: ଇନ୍ଧନ ଯୋଗାଣକୁ ସୁନିଶ୍ଚିତ କରିବା ଉପରେ ଗୁରୁତ୍ଵ

March 26, 2026

ଆଜି ପ୍ରଭୃ ଲିଙ୍ଗରାଜଙ୍କ ରଥଯାତ୍ରା: ଜାଣନ୍ତୁ କେଉଁ ସମୟରେ ଆରମ୍ଭ ହେବ ରଥଟଣା?

March 26, 2026

ସେକ୍ସ ରାକେଟ ଠାବ: ୫ ଯୁବକ ଓ ଯୁବତୀ ଅଟକ

March 26, 2026
Latest News

ବଦଳିବ RCBର ନାମ?: ସ୍ପଷ୍ଟ କଲେ ଅନନ୍ୟା ବିର୍ଲା

March 26, 2026

ମୁଖ୍ୟ ଶାସନ ସଚିବଙ୍କ ସମୀକ୍ଷା ବୈଠକ: ଇନ୍ଧନ ଯୋଗାଣକୁ ସୁନିଶ୍ଚିତ କରିବା ଉପରେ ଗୁରୁତ୍ଵ

March 26, 2026

ସତରେ କ’ଣ ଖୁବ୍ ଶୀଘ୍ର ଆସିବ ଲକଡାଉନ୍?: ପ୍ରଧାନମନ୍ତ୍ରୀଙ୍କ ବିବୃତ୍ତି ପରେ ବଢିଲା ଚର୍ଚ୍ଚା

March 26, 2026

ଆଜି ପ୍ରଭୃ ଲିଙ୍ଗରାଜଙ୍କ ରଥଯାତ୍ରା: ଜାଣନ୍ତୁ କେଉଁ ସମୟରେ ଆରମ୍ଭ ହେବ ରଥଟଣା?

March 26, 2026

ସେହି ପାଞ୍ଚ “ବନ୍ଧୁ” ଦେଶ କିଏ?: ଯାହାଙ୍କ ପାଇଁ ଖୋଲାଅଛି ହରମୁଜ୍

March 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.