Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଓଡିଶାର ବରିଷ୍ଠ ଆଇଏଏସ ଉଷା ପାଢୀଙ୍କୁ ମିଳିଲା ପ୍ରଧାନମନ୍ତ୍ରୀ ଶ୍ରେଷ୍ଠ ପ୍ରଶାସିକା ପୁରସ୍କାର
ଆଜିର ଖବର

ଓଡିଶାର ବରିଷ୍ଠ ଆଇଏଏସ ଉଷା ପାଢୀଙ୍କୁ ମିଳିଲା ପ୍ରଧାନମନ୍ତ୍ରୀ ଶ୍ରେଷ୍ଠ ପ୍ରଶାସିକା ପୁରସ୍କାର

April 22, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
ଓଡିଶାର ବରିଷ୍ଠ ଆଇଏଏସ ଉଷା ପାଢୀଙ୍କୁ ମିଳିଲା ପ୍ରଧାନମନ୍ତ୍ରୀ ଶ୍ରେଷ୍ଠ ପ୍ରଶାସିକା ପୁରସ୍କାର

ନୂଆଦିଲ୍ଲୀ: ଓଡିଶା କ୍ୟାଡରର ବରିଷ୍ଠ ଆଇଏଏସ ଉଷା ପାଢୀ ହାସଲ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରେଷ୍ଠ ପ୍ରଶାସିକା ପୁରସ୍କାର। ସାଧାରଣ ପ୍ରଶାସନ ଦିବସ ଉପଲକ୍ଷେ ତାଙ୍କୁ ନୂଆଦିଲ୍ଲୀରେ ଏହି ପୁରସ୍କାର ପ୍ରଦାନ କରାଯାଇଛି। ବିଜ୍ଞାନ ଭବନରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଯୋଗ ଦେଇଥିଲେ।

ଉଷା ପାଢୀ ବର୍ତ୍ତମାନ ବେସାମରିକ ବିମାନ ଚଳାଚଳ ବିଭାଗର ଯୁଗ୍ନ ସଚିବ ରହିଛନ୍ତି। ତାଙ୍କ ସମୟରେ ଉଡାନ ପରି ଏକ ଲୋକପ୍ରିୟ ଯୋଜନା ଆରମ୍ଭ କରାଯାଇଥିଲା। ଏହି ଯୋଜନା ମାଧ୍ୟମରେ ଦେଶର ଛୋଟଛୋଟ ସହରକୁ ବିମାନ ସଂଯୋଗ କରିବା ଉଦ୍ଦେଶ୍ୟ ଥିଲା। ଯାହାକୁ ଦକ୍ଷତାର ସହ ପରିଚାଳନା କରିଛନ୍ତି ଉଷା ପାଢୀ। ସେଥିପାଇଁ ଏହି ସମ୍ମାନରେ ତାଙ୍କୁ ସମ୍ମାନିତ କରାଯାଇଛି।

ଆଇଏଏସ ଉଷା ପାଢୀ
Share. Facebook Twitter LinkedIn Email WhatsApp Copy Link

Related Posts

ଓଡିଶାର ସବୁଠାରୁ ବଡ ଓ ଫ୍ଲାଗସିପ୍ ରିଆଲିଟି ଶୋ‘ ରଜ କୁଇନ୍’: ଆସନ୍ତା ୨୮ରୁ ବିଭିନ୍ନ ସହରରେ ଅଡିସନ୍

February 24, 2026

ଭୁବନେଶ୍ବର ସୁପରମାର୍ଟ ରେ ଭୀଷଣ ଅଗ୍ନିକାଣ୍ଡ, କ୍ରେନ ସାହାଯ୍ୟରେ ନିଆଁ ଲିଭାଇବାକୁ ଚେଷ୍ଠା

February 24, 2026

ବିନା ଛୁଞ୍ଚିରେ ଦିଆଯିବ ଇଞ୍ଜେକ୍ସନ, ଓଡିଶା ଷ୍ଟାର୍ଟଅପ କୁ ମିଳିଲା ପେଣ୍ଟଟ

February 24, 2026

ଭୁବନେଶ୍ୱର ୱାର୍ଲ୍ଡ ସ୍କିଲ୍‌ ସେଣ୍ଟର ଏବଂ ପିଆଇବି କାର୍ଯ୍ୟାଳୟ ପରିଦର୍ଶନ କଲେ ମଧ୍ୟପ୍ରଦେଶ ଗଣମାଧ୍ୟମ ପ୍ରତିନିଧି

February 24, 2026
Latest News

ଓଡିଶାର ସବୁଠାରୁ ବଡ ଓ ଫ୍ଲାଗସିପ୍ ରିଆଲିଟି ଶୋ‘ ରଜ କୁଇନ୍’: ଆସନ୍ତା ୨୮ରୁ ବିଭିନ୍ନ ସହରରେ ଅଡିସନ୍

February 24, 2026

କେରଳ ଏବେ ‘କେରଳମ’ ଭାବରେ ପରିଚିତ ହେବ: ନୂତନ ନାମକୁ ମୋଦି କ୍ୟାବିନେଟ୍ ର ମଞ୍ଜୁରୀ

February 24, 2026

ଭୁବନେଶ୍ବର ସୁପରମାର୍ଟ ରେ ଭୀଷଣ ଅଗ୍ନିକାଣ୍ଡ, କ୍ରେନ ସାହାଯ୍ୟରେ ନିଆଁ ଲିଭାଇବାକୁ ଚେଷ୍ଠା

February 24, 2026

ବିନା ଛୁଞ୍ଚିରେ ଦିଆଯିବ ଇଞ୍ଜେକ୍ସନ, ଓଡିଶା ଷ୍ଟାର୍ଟଅପ କୁ ମିଳିଲା ପେଣ୍ଟଟ

February 24, 2026

ଭୁବନେଶ୍ୱର ୱାର୍ଲ୍ଡ ସ୍କିଲ୍‌ ସେଣ୍ଟର ଏବଂ ପିଆଇବି କାର୍ଯ୍ୟାଳୟ ପରିଦର୍ଶନ କଲେ ମଧ୍ୟପ୍ରଦେଶ ଗଣମାଧ୍ୟମ ପ୍ରତିନିଧି

February 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.