Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମାଲକାନଗିରି-ଭଦ୍ରାଚଲମ୍ ରେଳ ଲାଇନ୍ ପ୍ରକଳ୍ପ ସମ୍ୱନ୍ଧରେ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ସମୀକ୍ଷା
ଆଜିର ଖବର

ମାଲକାନଗିରି-ଭଦ୍ରାଚଲମ୍ ରେଳ ଲାଇନ୍ ପ୍ରକଳ୍ପ ସମ୍ୱନ୍ଧରେ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ସମୀକ୍ଷା

April 22, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: କେନ୍ଦ୍ର ରେଳବାଇ ଏବଂ ଯୋଗାଯୋଗ ଏବଂ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଆଜି ମାଲକାନଗିରି ଗସ୍ତ ସମୟରେ ରେଳବାଇ ଅଧିକାରୀ ଓ ସ୍ଥାନୀୟ ଜନପ୍ରତିନିଧି ମାନଙ୍କ ସହିତ ପ୍ରସ୍ତାବିତ ମାଲକାନଗିରି – ଭଦ୍ରାଚଲମ୍ ରେଳ ଲାଇନ୍ ପ୍ରକଳ୍ପ ଅଗ୍ରଗତି ସମ୍ବନ୍ଧରେ ସମୀକ୍ଷା କରିଛନ୍ତି।

୧୭୩.୪୧୬ କିମି ଲମ୍ବା ମାଲକାନଗିରି – ଭଦ୍ରାଚଲାମ ପ୍ରସ୍ତାବିତ ରେଳ ଲାଇନ ପ୍ରକଳ୍ପକୁ ସେପ୍ଟେମ୍ବର ୯ ତାରିଖ ୨୦୨୧ ରେ ରେଳବାଇ ବୋର୍ଡ ଦ୍ୱାରା ସ୍ୱୀକୃତି ଦିଆଯାଇଅଛି। ଯାହାର ଆନୁମାନିକ ମୂଲ୍ୟ ୨୮୦୦ କୋଟି ଟଙ୍କା। ଏହି ପ୍ରକଳ୍ପରେ ୪୮ ଟି ଗୁରୁତ୍ୱପୂର୍ଣ୍ଣ ଏବଂ ୧୬୫ ଟି ଛୋଟ ବ୍ରିଜ୍ ସହିତ ୨୧୩ ଟି ସେତୁ ରହିବ।

ଏହି ପ୍ରସ୍ତାବିତ ପ୍ରକଳ୍ପଗୁଡ଼ିକରେ ଓଡ଼ିଶାର ୬ଟି ଷ୍ଟେସନ୍ ମାଲକାନଗିରି, ବାଦଲି, କୋୱାସିଗୁଡା, ରାଜଙ୍ଗୁଡା, ମହାରାଜାପଲ୍ଲୀ ଓ ଲୁଣୀମାନଗୁଡା ଥିବାବେଳେ ତେଲେଙ୍ଗାନାର କନ୍ନପୁରମ୍, କୁଟୁଗୁଟା, ପାଲୁ, ନନ୍ଦିଗାମ, ଭଦ୍ରାଚଲମ୍ ଏବଂ ପାଣ୍ଡୁରଙ୍ଗାପୁରମ୍ ଠାରେ ଷ୍ଟେସନ୍ ନିର୍ମାଣ କରାଯିବ।

ସର୍ଭେ (FLS) ପାଇଁ ଆନୁମାନିକ ମୂଲ୍ୟ ୩୦୭.୬୪ ଲକ୍ଷ ଟଙ୍କା ଜାନୁୟାରୀ ୨୦୨୨ ରେ ମଞ୍ଜୁର ହୋଇଛି। ୨୩୧ ଲକ୍ଷ ଟଙ୍କା ସର୍ଭେ ପାଇଁ ୨୭ ଫେବୃୟାରୀ ରେ ଟେଣ୍ଡର ଆୱାର୍ଡ କରାଯାଇଅଛି। ଏହି ପ୍ରକଳ୍ପର ବିଭିନ୍ନ ଦିଗକୁ ଅଧ୍ୟୟନ ପରେ ଆଲାଇନମେଣ୍ଟ ଚୂଡାନ୍ତ କରାଯାଇଅଛି। ଜୁନ୍ ୨୦୨୨ ସୁଦ୍ଧା ସର୍ଭେ କାର୍ଯ୍ୟ ସମାପ୍ତ ହେବ।

ମାଲକାନଗିରି-ଭଦ୍ରାଚଲମ୍ ରେଳ ଲାଇନ୍ ପ୍ରକଳ୍ପ
Share. Facebook Twitter LinkedIn Email WhatsApp Copy Link

Related Posts

ଆଖୁ କ୍ରୟମୂଲ୍ୟ କ୍ୱିଣ୍ଟାଲପିଚ୍ଛା ୪୨୫ ଟଙ୍କାକୁ ବୃଦ୍ଧି କଲେ ଛତିଶଗଡ଼ ସରକାର

October 11, 2026

ଗ୍ୟାସ ପାଇପ୍ ଫାଟି ଅଗ୍ନିକାଣ୍ଡ: ଶିଶୁ କନ୍ୟା ମୃତ, ୩ ଗୁରୁତର

October 11, 2026

ଧ୍ରୁବ ରାଠିଙ୍କୁ ମୁକ୍ତ କଲା ଦିଲ୍ଲୀ ପୋଲିସ, ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ହାଇଭୋଲଟେଜ୍ ଆନ୍ଦୋଳନ

October 11, 2026

ପେନସନଭୋଗୀଙ୍କ ପାଇଁ ବଡ଼ ଖବର, ୫୦୦ ଟଙ୍କା ବଢ଼ିପାରେ ମାସିକ ପେନସନ

October 11, 2026
Latest News

ଆଖୁ କ୍ରୟମୂଲ୍ୟ କ୍ୱିଣ୍ଟାଲପିଚ୍ଛା ୪୨୫ ଟଙ୍କାକୁ ବୃଦ୍ଧି କଲେ ଛତିଶଗଡ଼ ସରକାର

October 11, 2026

ଗ୍ୟାସ ପାଇପ୍ ଫାଟି ଅଗ୍ନିକାଣ୍ଡ: ଶିଶୁ କନ୍ୟା ମୃତ, ୩ ଗୁରୁତର

October 11, 2026

Jio AI Glasses: ଏହି ଚଷମା ରେ କରିହେବ ୟୁପିଆଇ ପେମେଣ୍ଟ, ମିଳିବ ଲାଇଭ କ୍ରିକେଟ କମେଣ୍ଟ୍ରି

October 11, 2026

ପ୍ରେସକ୍ରିପସନ୍ ଔଷଧ ବିଜ୍ଞାପନ ଉପରେ କେନ୍ଦ୍ରର କଟକଣା! ଅନୁମତି ବିନା ପ୍ରଚାର କଲେ ଅଡୁଆରେ ପଡ଼ିପାରନ୍ତି ଔଷଧ ବ୍ୟବସାୟୀ

October 11, 2026

ଧ୍ରୁବ ରାଠିଙ୍କୁ ମୁକ୍ତ କଲା ଦିଲ୍ଲୀ ପୋଲିସ, ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ହାଇଭୋଲଟେଜ୍ ଆନ୍ଦୋଳନ

October 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.