Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»BREAKING: ଭୁବନେଶ୍ବରରେ ଅଗ୍ନିବର୍ଷା, ଆଜି ରାଜଧାନୀରେ ଓଡିଶାର ସର୍ବାଧିକ ତାପମାତ୍ରା
ଆଜିର ଖବର

BREAKING: ଭୁବନେଶ୍ବରରେ ଅଗ୍ନିବର୍ଷା, ଆଜି ରାଜଧାନୀରେ ଓଡିଶାର ସର୍ବାଧିକ ତାପମାତ୍ରା

April 24, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
BREAKING: ଭୁବନେଶ୍ବରରେ ଅଗ୍ନିବର୍ଷା , ଆଜି ରାଜଧାନୀରେ ଓଡିଶାର ସର୍ବାଧିକ ତାପମାତ୍ରା

ଭୁବନେଶ୍ବର: ଆଜି ଭୁବନେଶ୍ବରରେ ଅଗ୍ନି ବର୍ଷା ହୋଇଛି। ଆଜି ଦିନ ୧୧.୩୦ ସୁଦ୍ଧା ରାଜଧାନୀର ତାପମାତ୍ରା ୪୦.୨ ଡିଗ୍ରୀ ରେକର୍ଡ କରାଯାଇଥିଲା। ସେତେବେଳେ ଜଣାପଡିଥିଲା ଯେ ଆଜି ରାଜଧାନୀରେ ନାହିଁ ନ ଥିବା ତାପମାତ୍ରା ଅନୁଭୂତ ହେବ। ତେବେ ସେହି ସମ୍ଭାବନା ଏବେ ସତ ହୋଇଛି। ଆଜି ଭୁବନେଶ୍ୱରରେ ଦିନ ୨.୩୦ ସୁଦ୍ଧା ରେକର୍ଡ ହୋଇଥିବା ତାପମାତ୍ରା ହେଉଛି ୪୩.୦ ଡ଼ିଗ୍ରୀ।

ସେହିପରି ଅନ୍ୟାନ୍ୟ ସହରର ତାପମାତ୍ରା ମଧ୍ୟ କିଛି କମ ନ ଥିଲା। ପାଣିପାଗ ବିଭାଗ ଅନୁସାରେ ଦିନ ୨.୩୦ ସୁଦ୍ଧା ଅନ୍ୟ ସହରର ତାପମାତ୍ରା ହେଲା

ଝାରସୁଗୁଡା: ୪୧.୪ ଡ଼ିଗ୍ରୀ

ସମ୍ବଲପୁର: ୪୦.୮ ଡ଼ିଗ୍ରୀ

ଚାନ୍ଦବାଲି: ୪୦.୮ ଡ଼ିଗ୍ରୀ

ହୀରାକୁଦ: ୪୦ ଡ଼ିଗ୍ରୀ

କେନ୍ଦୁଝର: ୪୦ ଡ଼ିଗ୍ରୀ

ବାଲେଶ୍ୱର: ୩୮ ଡ଼ିଗ୍ରୀ

ପୁରୀ: ୩୨.୪ ଡ଼ିଗ୍ରୀ

ପାରାଦ୍ୱୀପ: ୩୧.୮ ଡ଼ିଗ୍ରୀ

ଗୋପାଳପୁର: ୩୧.୨ଡ଼ିଗ୍ରୀ

ତାପମାତ୍ରା ଭୁବନେଶ୍ବର ତାପମାତ୍ରା
Share. Facebook Twitter LinkedIn Email WhatsApp Copy Link

Related Posts

ସୁପର-୮ ରେ ଟିମ୍ ଇଣ୍ଡିଆ ପାଇଁ ଅଗ୍ନି ପରୀକ୍ଷା!: ଜାଣନ୍ତୁ ଦକ୍ଷିଣ ଆଫ୍ରିକା ବିରୋଧରେ କ’ଣ ରହିଛି ରେକର୍ଡ?

February 19, 2026

ବେଆଇନ ମୋରମ୍ ଚାଲାଣ ଅଭିଯୋଗରେ ହାଇୱା ଗାଡ଼ି ଜବତ

February 19, 2026

ସୁନା ୨ ହଜାରରୁ ଅଧିକ ଏବଂ ରୂପା ମଧ୍ୟ ୧୦ ହଜାରକୁ ବୃଦ୍ଧି: ଜାଣନ୍ତୁ ଆଜିର ମୂଲ୍ୟ

February 19, 2026

ପରାଜୟ ପରେ ଭାରତ ସମ୍ପର୍କରେ ବଡ ବିବୃତ୍ତି ଦେଲେ ନେଦରଲ୍ୟାଣ୍ଡସ୍ ଅଧିନାୟକ: କହିଲେ…..

February 19, 2026
Latest News

Ambani Announcement: ଡାଟା ଭଳି ଶସ୍ତା ହେବ ଏଆଇ; ଶିକ୍ଷା ଓ ସ୍ୱାସ୍ଥ୍ୟ ପାଇଁ ଏଆଇ ପ୍ଲାଟଫର୍ମ ଶୁଭାରମ୍ଭ

February 19, 2026

ସୁପର-୮ ରେ ଟିମ୍ ଇଣ୍ଡିଆ ପାଇଁ ଅଗ୍ନି ପରୀକ୍ଷା!: ଜାଣନ୍ତୁ ଦକ୍ଷିଣ ଆଫ୍ରିକା ବିରୋଧରେ କ’ଣ ରହିଛି ରେକର୍ଡ?

February 19, 2026

ରାଜ୍ୟସଭାରେ ଦୁର୍ବଳ ହେବେ ବିରୋଧୀ, ଆହୁରୀ ମଜବୁତ ହେବ ବିଜେପି!: ଜାଣନ୍ତୁ ସମୀକରଣ

February 19, 2026

ବେଆଇନ ମୋରମ୍ ଚାଲାଣ ଅଭିଯୋଗରେ ହାଇୱା ଗାଡ଼ି ଜବତ

February 19, 2026

ସୁନା ୨ ହଜାରରୁ ଅଧିକ ଏବଂ ରୂପା ମଧ୍ୟ ୧୦ ହଜାରକୁ ବୃଦ୍ଧି: ଜାଣନ୍ତୁ ଆଜିର ମୂଲ୍ୟ

February 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.