Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପ୍ରତିଷ୍ଠିତ ସାହିତ୍ୟିକା ବୀଣାପାଣି ମହାନ୍ତି ଆଉ ନାହାଁନ୍ତି,ଓଡିଆ ସାହିତ୍ୟ ଜଗତରେ ଶୋକର ଛାୟା
ଆଜିର ଖବର

ପ୍ରତିଷ୍ଠିତ ସାହିତ୍ୟିକା ବୀଣାପାଣି ମହାନ୍ତି ଆଉ ନାହାଁନ୍ତି,ଓଡିଆ ସାହିତ୍ୟ ଜଗତରେ ଶୋକର ଛାୟା

April 24, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
ପ୍ରତିଷ୍ଠିତ ସାହିତ୍ୟିକା ବୀଣାପାଣି ମହାନ୍ତି ଆଉ ନାହାଁନ୍ତି,ଓଡିଆ ସାହିତ୍ୟ ଜଗତରେ ଶୋକର ଛାୟା

କଟକ:  ବିଶିଷ୍ଟ ସାହିତ୍ୟିକା ପଦ୍ମଶ୍ରୀ ବୀଣାପାଣି ମହାନ୍ତି ୮୫ବର୍ଷ ପରଲୋକ ଗମନ କରିଛନ୍ତି। କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିବା ବିଶିଷ୍ଟ ସାହିତ୍ୟିକାଙ୍କ ହୃଦଘାତରେ ପରଲୋକ ଘଟିଛି। ଓଡିଆ ସାହିତ୍ୟ ଜଗତରେ ସେ ବେଶ୍ ପ୍ରତିଷ୍ଠିତ। ‘ପାଟଦେଇ’, ‘ଖେଳ ଘର’, ‘କସ୍ତୁରୀ ମୃଗ’ ପରି କାଳଜୟୀ ସୃଜନ ପାଇଁ ସେ ସାହିତ୍ୟ ଏକାଡେମୀ, ସାରଳା ପୁରସ୍କାରରେ ସମ୍ମାନିତ ହୋଇଛନ୍ତି। ଯୁବ ଓଡିଆ ଲେଖିକାଙ୍କ ପାଇଁ ସେ ଏକ ପ୍ରେରଣାର ଉତ୍ସ ଥିଲେ।ବେଶ ପାଠକୀୟ ଆଦୃତି ଲାଭ କରିଛି।

୨୦୨୦ ମସିହାରେ ସେ ତାଙ୍କର ସାହିତ୍ୟିକ କୃତି ନିମନ୍ତେ ପଦ୍ମଶ୍ରୀ ସମ୍ମାନ ଏବଂ ଓଡ଼ିଆ ସାହିତ୍ୟର ସର୍ବୋଚ୍ଚ ପୁରସ୍କାର ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନ ଲାଭ କରିଥିଲେ ଓ ପୂର୍ବରୁ କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଶାରଳା ପୁରସ୍କାରରେ ମଧ୍ୟ ସମ୍ମାନୀତ ହୋଇଥିଲେ । ସେ ଓଡ଼ିଶା ଲେଖିକା ସଂସଦର ସଭାପତି ଭାବରେ ମଧ୍ୟ କାର୍ଯ୍ୟ କରିଥିଲେ। ତାଙ୍କର ବିୟୋଗରେ ସାରା ଓଡିଆ ସାହିତ୍ୟ ଜଗତ ସ୍ତବ୍ଧ ହୋଇଯାଇଛି।

ବୀଣାପାଣି ମହାନ୍ତି
Share. Facebook Twitter LinkedIn Email WhatsApp Copy Link

Related Posts

ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗର ମନ୍ତ୍ରୀଙ୍କ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ

January 2, 2026

ବିଶ୍ୱପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ମହୋତ୍ସବ: ନିର୍ଣ୍ଣାୟକ ମୋଡ଼ରେ ପହଁଚିଲା ଧନୁଯାତ୍ରାର ନାଟକ

January 2, 2026

ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ପ୍ରଥମ ସଚିବସ୍ତରୀୟ ବୈଠକ

January 2, 2026

ଗୌହାଟୀ ଏବଂ ହାଓଡ଼ା ମଧ୍ୟରେ ଚାଲିବ ପ୍ରଥମ ବନ୍ଦେ ଭାରତ ସ୍ଲିପର୍ ଟ୍ରେନ୍

January 2, 2026
Latest News

ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗର ମନ୍ତ୍ରୀଙ୍କ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ

January 2, 2026

ବିଶ୍ୱପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ମହୋତ୍ସବ: ନିର୍ଣ୍ଣାୟକ ମୋଡ଼ରେ ପହଁଚିଲା ଧନୁଯାତ୍ରାର ନାଟକ

January 2, 2026

ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ପ୍ରଥମ ସଚିବସ୍ତରୀୟ ବୈଠକ

January 2, 2026

ଗୌହାଟୀ ଏବଂ ହାଓଡ଼ା ମଧ୍ୟରେ ଚାଲିବ ପ୍ରଥମ ବନ୍ଦେ ଭାରତ ସ୍ଲିପର୍ ଟ୍ରେନ୍

January 2, 2026

ଇଂରାଜୀ ନୂଆବର୍ଷକୁ ହର୍ସ ଉଲ୍ଲାସର ସହ ସ୍ୱାଗତ କଲେ ରାଜ୍ୟବାସୀ

January 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.