Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସାହିତ୍ୟିକା ବୀଣାପାଣି ମହାନ୍ତିଙ୍କ ଶେଷକୃତ୍ୟ ରାଷ୍ଟ୍ରୀୟ ସମ୍ମାନର ସହ ହେବ, ମୁଖ୍ୟମନ୍ତ୍ରୀଙ୍କ ଘୋଷଣା
ଆଜିର ଖବର

ସାହିତ୍ୟିକା ବୀଣାପାଣି ମହାନ୍ତିଙ୍କ ଶେଷକୃତ୍ୟ ରାଷ୍ଟ୍ରୀୟ ସମ୍ମାନର ସହ ହେବ, ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

April 24, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
ସାହିତ୍ୟିକା ବୀଣାପାଣି ମହାନ୍ତିଙ୍କ ଶେଷକୃତ୍ୟ ରାଷ୍ଟ୍ରୀୟ ସମ୍ମାନର ସହ ହେବ, ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

ଭୁବନେଶ୍ୱର: ସାରସ୍ୱତ ସାଧକ ବୀଣାପାଣି ମହାନ୍ତିଙ୍କ ବିୟୋଗ ରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ଏକ ଶୋକବର୍ତ୍ତାରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ କହିଛନ୍ତି ଯେ ସ୍ବର୍ଗତ ବୀଣାପାଣି ମହାନ୍ତି ତାଙ୍କ ଗଳ୍ପ ଓ ଉପନ୍ୟାସରେ ନାରୀ ଜୀବନର ସଂଘର୍ଷକୁ ସଫଳତାର ସହ ଉପସ୍ଥାପନା କରିଯାଇଛନ୍ତି।

ତାଙ୍କର କାଳଜୟୀ ରଚନା ନାରୀ ସଶକ୍ତିକରଣ ପାଇଁ ସବୁବେଳେ ପ୍ରେରଣା ଯୋଗାଇ ଚାଲିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ବୀଣାପାଣି ମହାନ୍ତିଙ୍କ ବିୟୋଗ ଓଡ଼ିଆ ସାରସ୍ୱତ ଜଗତରେ ଏକ ବିରାଟ ଶୂନ୍ୟତା ସୃଷ୍ଟି କରିଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ମୁଖ୍ୟମନ୍ତ୍ରୀ ଗଭୀର ସମବେଦନା ଜଣାଇବା ସହ ପରଲୋକଗତ ଆତ୍ମାର ସଦଗତି କାମନା କରିଛନ୍ତି। ସ୍ବର୍ଗତ ବୀଣାପାଣି ମହାନ୍ତିଙ୍କ ଶେଷକୃତ୍ୟ ରାଷ୍ଟ୍ରୀୟ ସମ୍ମାନ ସହ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି।

ବୀଣାପାଣି ମହାନ୍ତି
Share. Facebook Twitter LinkedIn Email WhatsApp Copy Link

Related Posts

ଆସିକା SDPO ନିଲମ୍ବିତ

May 14, 2026

ସଙ୍କଟ ମଧ୍ୟରେ, ଭାରତ ପାଇଁ ଭଲ ଖବର: ହର୍ମୁଜ୍ ପ୍ରଣାଳୀ ପାର କଲା ଏମଭି ସନସାଇନ୍

May 14, 2026

କୁମ୍ଭୀର ମୁହଁରୁ ଅଳ୍ପକେ ବର୍ତ୍ତିଲେ ମହିଳା

May 14, 2026

ପ୍ରଧାନମନ୍ତ୍ରୀ ମୋଦିଙ୍କ ଆହ୍ବାନ ପରେ, ଦିଲ୍ଲୀ ସରକାରୀ କାର୍ଯ୍ୟାଳୟରେ ‘ନୋ କାର ଡେ’

May 14, 2026
Latest News

ଆସିକା SDPO ନିଲମ୍ବିତ

May 14, 2026

ସଙ୍କଟ ମଧ୍ୟରେ, ଭାରତ ପାଇଁ ଭଲ ଖବର: ହର୍ମୁଜ୍ ପ୍ରଣାଳୀ ପାର କଲା ଏମଭି ସନସାଇନ୍

May 14, 2026

କୁମ୍ଭୀର ମୁହଁରୁ ଅଳ୍ପକେ ବର୍ତ୍ତିଲେ ମହିଳା

May 14, 2026

ପ୍ରଧାନମନ୍ତ୍ରୀ ମୋଦିଙ୍କ ଆହ୍ବାନ ପରେ, ଦିଲ୍ଲୀ ସରକାରୀ କାର୍ଯ୍ୟାଳୟରେ ‘ନୋ କାର ଡେ’

May 14, 2026

ପୁରୀ କୋରାପୁଟ ମଧ୍ୟରେ ଚାଲିବାକୁ ଥିବା ନୂଆ ଟ୍ରେନଟି କେଉଁ କେଉଁ ଷ୍ଟେସନରେ ରହିବ

May 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.