Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପ୍ରଧାନମନ୍ତ୍ରୀଙ୍କ ବାସଭବନ ବାହାରେ ହନୁମାନ ଚାଳିଶା ପଢିବାକୁ ଅନୁମତି ମାଗିଲେ ଏନସିପିର ମହିଳା ନେତା
ଆଜିର ଖବର

ପ୍ରଧାନମନ୍ତ୍ରୀଙ୍କ ବାସଭବନ ବାହାରେ ହନୁମାନ ଚାଳିଶା ପଢିବାକୁ ଅନୁମତି ମାଗିଲେ ଏନସିପିର ମହିଳା ନେତା

April 25, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
ଅମିତ ଶାହ
ଦେଶରେ ବନ୍ୟା ପରିଚାଳନା ଓ ଗ୍ରୀଷ୍ମ ପ୍ରବାହ ପ୍ରସ୍ତୁତିର ସମୀକ୍ଷା କରିବେ ଅମିତ ଶାହ

ମୁମ୍ବାଇ: ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେଙ୍କ ବାସଭବନ ସମ୍ମୁଖରେ ସାଂସଦ ନବନୀତ ରାଣାଙ୍କ ହନୁମାନ ଚାଳିଶା ପଢିବା ପ୍ରସଙ୍ଗ ଚର୍ଚ୍ଚା ଜୋର ଧରିଛି। ବର୍ତ୍ତମାନ ଏହାର ଜବାବରେ ଏନସିପିର ମହିଳା ନେତା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ବାସଭବନ ସମ୍ମୁଖରେ ନମାଜ, ହନୁମାନଚାଳିଶା, ଦୁର୍ଗା ଚାଳିଶା, ନବକାର ଭଳି ମନ୍ତ୍ର ପାଠ କରିବାକୁ ଅନୁମତି ଲୋଡିଛନ୍ତି। ଉତ୍ତର ମୁମ୍ବାଇ ରାଷ୍ଟ୍ରବାଦୀ କଂଗ୍ରେସ ପାର୍ଟିର କାର୍ଯ୍ୟରତ ସଭାପତି ଫହେମିଦା ହାସନ ଖାନ ସମୟ ମାଗି ଗୃହମନ୍ତ୍ରୀ ଅମିତ ଶାହାଙ୍କୁ ଚିଠି ଲେଖିଛନ୍ତି।

ଫହେମିଦା ହାସନ କହିଛନ୍ତି ଯେ, ସେ ସର୍ବଦା ହନୁମାନ ଚାଳିଶା ପାଠ କରନ୍ତି ଏବଂ ତାଙ୍କ ଘରେ ଦୁର୍ଗା ପୂଜା କରନ୍ତି। କିନ୍ତୁ ଦେଶରେ ମୁଦ୍ରାସ୍ଫୀତି ଏବଂ ବେକାରୀ ଯେପରି ବୃଦ୍ଧି ପାଉଛି, ଦେଶର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଜାଗ୍ରତ କରିବା ଜରୁରୀ ହୋଇପଡିଛି। ସେ କହିଛନ୍ତି ଯେ, ଯଦି ରବି ରାଣା ଏବଂ ନବନୀତ୍ ରାଣା ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେଙ୍କ ବାସଭବନ ମାତୋଶ୍ରୀ ବାହାରେ ହନୁମାନ ଚାଳିଶା ପଢି ଲାଭବାନ ହେଉଛନ୍ତି, ତେବେ ସେମାନେ ନାମାଜ, ହନୁମାନ ଚାଳିଶା ଏବଂ ଦୁର୍ଗା ପାଠ କରିବାକୁ ପ୍ରଧାନମନ୍ତ୍ରୀ ମୋଦୀଙ୍କ ବାସଭବନ ଦିଲ୍ଲୀକୁ ଯିବା ଉଚିତ୍।

ଫହେମିଦା ହାସନ ଗୃହମନ୍ତ୍ରୀ ଅମିତ ଶାହାଙ୍କୁ ଏକ ଚିଠି ଲେଖି କହିଛନ୍ତି ଯେ, ଭାରତର ପ୍ରିୟ ପ୍ରଧାନମନ୍ତ୍ରୀଙ୍କ ବାସଭବନ ବାହାରେ ନମାଜ, ହନୁମାନ ଚାଳିଶା, ଗୁରୁ ଗ୍ରନ୍ଥ ପଢିବାକୁ ମୋତେ ଅନୁମତି ଦିଅନ୍ତୁ। ଏହା ସହିତ ଚିଠିରେ ମଧ୍ୟ ଲେଖାଯାଇଛି ଯେ, ଦୟାକରି ମୋତେ ସମୟ ଏବଂ ଦିନ ବିଷୟରେ ଜଣାନ୍ତୁ।

ଅମିତ ଶାହା ଉଦ୍ଧବ ଠାକରେ ନବନୀତ ରାଣା ପ୍ରଧାନମନ୍ତ୍ରୀଙ୍କ ବାସଭବନ ହନୁମାନ ଚାଳିଶା
Share. Facebook Twitter LinkedIn Email WhatsApp Copy Link

Related Posts

ବିକେପିପିଇଆର୍ ପ୍ରକଳ୍ପ ପ୍ରସ୍ତାବକୁ ରାଜ୍ୟସ୍ତରୀୟ କମିଟିର ଅନୁମୋଦନ

August 3, 2026

ଏମ୍ସ ଭୁବନେଶ୍ୱରର ଚମକ “ଅଙ୍ଗ ପ୍ରତିରୋପଣରେ ଉଦୀୟମାନ ସରକାରୀ ପ୍ରତିଷ୍ଠାନ” ଭାବରେ ସମ୍ମାନିତ

August 3, 2026

ଓଡିଶା ରାଜନୀତିର ଭୀଷ୍ମ ପିତାମହ ବିଶ୍ବଭୂଷଣ ହରିଚନ୍ଦନଙ୍କ ୯୩ ତମ ଜନ୍ମଦିବସ ପାଳିତ

August 3, 2026

Bankipur Byepoll Result: ବିଜେପି ରାଷ୍ଟ୍ରୀୟ ସଭାପତି ନୀତିନ ନବୀନଙ୍କ ଗଡରେ ଜିତିଲେ ପ୍ରଶାନ୍ତ କିଶୋର

August 3, 2026
Latest News

ବିକେପିପିଇଆର୍ ପ୍ରକଳ୍ପ ପ୍ରସ୍ତାବକୁ ରାଜ୍ୟସ୍ତରୀୟ କମିଟିର ଅନୁମୋଦନ

August 3, 2026

ଏମ୍ସ ଭୁବନେଶ୍ୱରର ଚମକ “ଅଙ୍ଗ ପ୍ରତିରୋପଣରେ ଉଦୀୟମାନ ସରକାରୀ ପ୍ରତିଷ୍ଠାନ” ଭାବରେ ସମ୍ମାନିତ

August 3, 2026

ବନ୍ୟା ସହାୟତା ଘୋଷଣା, ପ୍ରଥମ ପର୍ଯ୍ୟାୟରେ ୧୧୦ କୋଟି ଟଙ୍କା, ଜାଣନ୍ତୁ କାହାକୁ ଦିଆଯିବ କେତେ 

August 3, 2026

ଓଡିଶା ରାଜନୀତିର ଭୀଷ୍ମ ପିତାମହ ବିଶ୍ବଭୂଷଣ ହରିଚନ୍ଦନଙ୍କ ୯୩ ତମ ଜନ୍ମଦିବସ ପାଳିତ

August 3, 2026

Bankipur Byepoll Result: ବିଜେପି ରାଷ୍ଟ୍ରୀୟ ସଭାପତି ନୀତିନ ନବୀନଙ୍କ ଗଡରେ ଜିତିଲେ ପ୍ରଶାନ୍ତ କିଶୋର

August 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.