Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆସନ୍ତାକାଲିଠୁ ବନ୍ଦ ରହିବ କଲେଜ, ବିଶ୍ୱବିଦ୍ୟାଳୟରେ ଶ୍ରେଣୀ ଗୃହ ପାଠ ପଢା
ଆଜିର ଖବର

ଆସନ୍ତାକାଲିଠୁ ବନ୍ଦ ରହିବ କଲେଜ, ବିଶ୍ୱବିଦ୍ୟାଳୟରେ ଶ୍ରେଣୀ ଗୃହ ପାଠ ପଢା

April 26, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଚଳିତ ବର୍ଷ ଏପ୍ରିଲ ମାସରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଯୋଗୁଁ ସମଗ୍ର ରାଜ୍ୟ ଅସ୍ତବ୍ୟସ୍ତ ହୋଇପଡିଛି। ତାପମାତ୍ରା ବୃଦ୍ଧି ହୋଇଥିବାରୁ ଘରୁ ବାହାରକୁ ବାହାରିବା କଷ୍ଟକର ହୋଇପଡିଛି। ତେଣୁ ଏପରି ସ୍ଥଳେ ସ୍କୁଲ କଲେଜ ଏବଂ ବିଶ୍ୱବିଦ୍ୟାଳୟରେ ପାଠ ପଢା ଚାଲୁଥିବାରୁ ଅନେକ ସବଗଠନ ପକ୍ଷରୁ ଏହାକୁ ବିରୋଧ କରାଯାଉଛି।

ତେବେ ଆଜିଠାରୁ ସ୍କୁଲରେ ପାଠ ପଢାକୁ ୩୦ ତାରିଖ ପର୍ଯ୍ୟନ୍ତ ରାଜ୍ୟ ସରକାର ବନ୍ଦ ରଖିଛନ୍ତି। ସେହିଭଳି ରାଜ୍ୟରେ ଅସହ୍ୟ ତାତି ଯୋଗୁଁ ଆସନ୍ତାକାଲି ଠାରୁ କଲେଜ ଏବଂ ବିଶ୍ୱବିଦ୍ୟାଳୟଗୁଡିକରେ ପାଠ ପଢା ବନ୍ଦ ରଖିବାକୁ ଉଚ୍ଚ ଶିକ୍ଷା ବିଭାଗ ନିର୍ଦ୍ଦେଶ ଦେଇଛନ୍ତି। ଆସନ୍ତାକାଲି ଠାରୁ ମଇ  ୨ ତାରିଖ ପର୍ଯ୍ୟନ୍ତ କଲେଜ ଆଉ ବିଶ୍ୱବିଦ୍ୟାଳୟ ବନ୍ଦ ରଖିବାକୁ ନିର୍ଦେଶ ହୋଇଛି।

କଲେଜ ଗ୍ରୀଷ୍ମ ପ୍ରବାହ ବିଶ୍ୱବିଦ୍ୟାଳୟ
Share. Facebook Twitter LinkedIn Email WhatsApp Copy Link

Related Posts

ଆସନ୍ତାକାଲି ରାଜ୍ୟସଭା ନିର୍ବାଚନ: ଓଡ଼ିଶାର ୪ଟି ଆସନ ପାଇଁ ହେବ ମତଦାନ

March 15, 2026

ଦିଲ୍ଲୀ-ସାହରନପୁର-ଡେରାଡୁନ ଏକ୍ସପ୍ରେସୱେ ପ୍ରକଳ୍ପ ପରିଦର୍ଶନ କଲେ ଗଣମାଧ୍ୟମ ପ୍ରତିନିଧି

March 15, 2026

ଆଞ୍ଚଳିକ ଶିକ୍ଷା ପ୍ରତିଷ୍ଠାନ ଭୁବନେଶ୍ବରରେ ଶୈଶବ ଯତ୍ନ ଓ ଶିକ୍ଷା ଉପରେ ଦୁଇଦିନିଆ କର୍ମଶାଳା

March 15, 2026

ପଶ୍ଚିମ ଏସିଆରେ ସାମ୍ପ୍ରତିକ ଘଟଣାକ୍ରମ ଉପରେ ଆନ୍ତଃମନ୍ତ୍ରଣାଳୟ ସାମ୍ବାଦିକ ସମ୍ମିଳନୀ

March 15, 2026
Latest News

ଆସନ୍ତାକାଲି ରାଜ୍ୟସଭା ନିର୍ବାଚନ: ଓଡ଼ିଶାର ୪ଟି ଆସନ ପାଇଁ ହେବ ମତଦାନ

March 15, 2026

ଦିଲ୍ଲୀ-ସାହରନପୁର-ଡେରାଡୁନ ଏକ୍ସପ୍ରେସୱେ ପ୍ରକଳ୍ପ ପରିଦର୍ଶନ କଲେ ଗଣମାଧ୍ୟମ ପ୍ରତିନିଧି

March 15, 2026

ଆଞ୍ଚଳିକ ଶିକ୍ଷା ପ୍ରତିଷ୍ଠାନ ଭୁବନେଶ୍ବରରେ ଶୈଶବ ଯତ୍ନ ଓ ଶିକ୍ଷା ଉପରେ ଦୁଇଦିନିଆ କର୍ମଶାଳା

March 15, 2026

ପଶ୍ଚିମ ଏସିଆରେ ସାମ୍ପ୍ରତିକ ଘଟଣାକ୍ରମ ଉପରେ ଆନ୍ତଃମନ୍ତ୍ରଣାଳୟ ସାମ୍ବାଦିକ ସମ୍ମିଳନୀ

March 15, 2026

ବରିଷ୍ଠ ପୁଲିସ ଅଧିକାରୀ ସୌମେନ୍ଦ୍ର ପ୍ରିୟଦର୍ଶୀଙ୍କୁ ମିଳିଲା ଆଗାମୀ ରଥଯାତ୍ରାର ଦାୟିତ୍ୱ

March 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.