Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କଂଗ୍ରେସ ସଭାପତି ନବୀନବାବୁ ବାଛନ୍ତି ବୋଲି ମନ୍ତବ୍ୟକୁ ନେଇ ସୁର ରାଉତରାୟଙ୍କୁ ମିଳିଲା ନୋଟିସ
ଆଜିର ଖବର

କଂଗ୍ରେସ ସଭାପତି ନବୀନବାବୁ ବାଛନ୍ତି ବୋଲି ମନ୍ତବ୍ୟକୁ ନେଇ ସୁର ରାଉତରାୟଙ୍କୁ ମିଳିଲା ନୋଟିସ

April 26, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
ନବୀନବାବୁ କଂଗ୍ରେସ ସଭାପତି ବାଛନ୍ତି ବୋଲି ମନ୍ତବ୍ୟକୁ ନେଇ ସୁର ରାଉତରାୟଙ୍କୁ ମିଳିଲା ନୋଟିସ

ଭୁବନେଶ୍ବର: ଶେଷରେ ଜଟଣୀ ବିଧାୟକ ସୁରେଶ କୁମାର ରାଉତରାୟଙ୍କୁ ମିଳିଛି କାରଣ ଦର୍ଶା ନୋଟିସ। ଏହା ପ୍ରଦାନ କରିଛନ୍ତି ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ। ନିରଞ୍ଜନ ଏଥିରେ ଉଲ୍ଲେଖ କରିଛନ୍ତି ଯେ, ଗଣମାଧ୍ୟମରେ ସେ ଏକ ବିବୃତି ଦେଇଥିଲେ। ତାହା ଥିଲା ନବୀନ ପଟ୍ଟନାୟକ କଂଗ୍ରେସ ସଭାପତି କିଏ ହେବ ତାହା ବାଛନ୍ତି।

ଏପରି ମନ୍ତବ୍ୟ ପ୍ରଦେଶ କଂଗ୍ରେସ ପାଇଁ ବହୁ କ୍ଷତିଦାୟକ ଏବଂ ଭାବମୂର୍ତ୍ତି କ୍ଷୁର୍ଣ୍ଣ ହୋଇଛି। ଆପଣଙ୍କ ପରି ଜଣେ ବରିଷ୍ଠ ନେତାଙ୍କଠାରୁ ଏପରି ମନ୍ତବ୍ୟ ଶୋଭା ପାଉ ନାହିଁ। ଆପଣ କେଉଁ ପରିସ୍ଥିତିରେ ଏପରି ମନ୍ତବ୍ୟ ଦେଲେ ତାହାର ସ୍ପଷ୍ଟି କରଣ ଦିଅନ୍ତି ବୋଲି ନିରଞ୍ଜନ ନୋଟିସରେ ଉଲ୍ଲେଖ କରିଛନ୍ତି। ଏଥିରେ ଆହୁରି ମଧ୍ୟ କୁହାଯାଇଛି ଯେ, ଆପଣଙ୍କ ଉତ୍ତର ମିଳିବା ପରେ ତାହା ଏଆଇସିସି କୁ ଅବଗତ କରାଯିବ।

ଜଟଣୀ ବିଧାୟକ ଜଟଣୀ ବିଧାୟକ ସୁର ରାଉତରାୟ ବିଧାୟକ ସୁରେଶ ରାଉତରାୟ ସୁର ରାଉତରାୟ ସୁରେଶ ରାଉତରାୟ
Share. Facebook Twitter LinkedIn Email WhatsApp Copy Link

Related Posts

ରାଷ୍ଟ୍ରୀୟ ବୌଦ୍ଧିକ ଦିବ୍ୟାଙ୍ଗଜନ ସଶକ୍ତିକରଣ ପ୍ରତିଷ୍ଠାନ ପରିଦର୍ଶନ କଲେ ଓଡ଼ିଶାର ଗଣମାଧ୍ୟମ ପ୍ରତିନିଧି ଦଳ

March 26, 2026

ଆଜି ଅଶୋକାଷ୍ଟମୀରେ ପ୍ରଭୃ ଲିଙ୍ଗରାଜ କ’ଣ ପାଇଁ ଭକ୍ତଙ୍କୁ ରଥରେ ଦିଅନ୍ତି ଦର୍ଶନ?

March 26, 2026

ବଦଳିବ RCBର ନାମ?: ସ୍ପଷ୍ଟ କଲେ ଅନନ୍ୟା ବିର୍ଲା

March 26, 2026

ମୁଖ୍ୟ ଶାସନ ସଚିବଙ୍କ ସମୀକ୍ଷା ବୈଠକ: ଇନ୍ଧନ ଯୋଗାଣକୁ ସୁନିଶ୍ଚିତ କରିବା ଉପରେ ଗୁରୁତ୍ଵ

March 26, 2026
Latest News

ରାଷ୍ଟ୍ରୀୟ ବୌଦ୍ଧିକ ଦିବ୍ୟାଙ୍ଗଜନ ସଶକ୍ତିକରଣ ପ୍ରତିଷ୍ଠାନ ପରିଦର୍ଶନ କଲେ ଓଡ଼ିଶାର ଗଣମାଧ୍ୟମ ପ୍ରତିନିଧି ଦଳ

March 26, 2026

ଆଜି ଅଶୋକାଷ୍ଟମୀରେ ପ୍ରଭୃ ଲିଙ୍ଗରାଜ କ’ଣ ପାଇଁ ଭକ୍ତଙ୍କୁ ରଥରେ ଦିଅନ୍ତି ଦର୍ଶନ?

March 26, 2026

ବଦଳିବ RCBର ନାମ?: ସ୍ପଷ୍ଟ କଲେ ଅନନ୍ୟା ବିର୍ଲା

March 26, 2026

ମୁଖ୍ୟ ଶାସନ ସଚିବଙ୍କ ସମୀକ୍ଷା ବୈଠକ: ଇନ୍ଧନ ଯୋଗାଣକୁ ସୁନିଶ୍ଚିତ କରିବା ଉପରେ ଗୁରୁତ୍ଵ

March 26, 2026

ସତରେ କ’ଣ ଖୁବ୍ ଶୀଘ୍ର ଆସିବ ଲକଡାଉନ୍?: ପ୍ରଧାନମନ୍ତ୍ରୀଙ୍କ ବିବୃତ୍ତି ପରେ ବଢିଲା ଚର୍ଚ୍ଚା

March 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.