Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପୂର୍ବଭଳି ଚଳାଚଳ କରିବ ସମତା ଏକ୍ସପ୍ରେସ: ଆଧୁନିକୀକରଣ କାର୍ଯ୍ୟ ପାଇଁ ହୋଇଥିଲା ବାତିଲ
ଆଜିର ଖବର

ପୂର୍ବଭଳି ଚଳାଚଳ କରିବ ସମତା ଏକ୍ସପ୍ରେସ: ଆଧୁନିକୀକରଣ କାର୍ଯ୍ୟ ପାଇଁ ହୋଇଥିଲା ବାତିଲ

April 27, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଦକ୍ଷିଣ ପୂର୍ବ କେନ୍ଦ୍ରୀୟ ରେଳ ପ୍ରାଧିକରଣରେ ସୁରକ୍ଷା ସମ୍ବନ୍ଧୀୟ ଆଧୁନିକୀକରଣ କାର୍ଯ୍ୟକୁ ଦୃଷ୍ଟିରେ ରଖି ରାୟଗଡା-ଟିଟିଲାଗଡ ଏବଂ ରାୟପୁର ମାର୍ଗ ଦେଇ ଚଳାଚଳ କରୁଥିବା ବିଶାଖାପାଟନମ୍-ହଜରତ ନିଜାମୁଦ୍ଦିନ-ବିଶାଖାପାଟନମ୍ ସମତା ଏକ୍ସପ୍ରେସକୁ ବିଶାଖାପାଟନମ୍ ଠାରୁ 26 ଏପ୍ରିଲ୍ ଠାରୁ ଏବଂ 28 ଏପ୍ରିଲ, 2022 ଠାରୁ ନିଜାମୁଦ୍ଦିନରୁ ସାମୟିକ ଭାବେ ବାତିଲ କରାଯାଇଥିଲା।

ଯାତ୍ରୀଙ୍କ ସୁବିଧା ସହିତ ଗ୍ରୀଷ୍ମ ପ୍ରବାହ ସମୟରେ ଚାହିଦାକୁ ଦୃଷ୍ଟିରେ ରଖି ବିଶାଖାପାଟନମ୍-ହଜରତ ନିଜାମୁଦ୍ଦିନ-ବିଶାଖାପାଟନମ୍ ସମତା ଏକ୍ସପ୍ରେସର ସେବାକୁ ସାମୟିକ ବାତିଲ ପରିବେର୍ତ୍ତେ ପୁନଃ ଚଳାଚଳ କରାଇବାକୁ ନିଷ୍ପତ୍ତି ନିଆଯାଇଛି।

12807 ବିଶାଖାପାଟନମ୍-ହଜରତ ନିଜାମୁଦ୍ଦିନ ସମତା ଏକ୍ସପ୍ରେସ ବିଶାଖାପାଟନମ୍ ଠାରୁ 28.04.2022 ରୁ ଏବଂ 12808 ହଜରତ ନିଜାମୁଦ୍ଦିନ-ବିଶାଖାପାଟନମ୍ ସମତା ଏକ୍ସପ୍ରେସ ନିଜାମୁଦ୍ଦିନରୁ 30.04.2022 ଠାରୁ ଏହାର ନିର୍ଧାରିତ ମାର୍ଗ ଏବଂ ସମୟ ସାରଣୀ ଅନୁଯାୟୀ ଚଳାଚଳ କରିବ।

ଆଧୁନିକୀକରଣ କାର୍ଯ୍ୟ ଦକ୍ଷିଣ ପୂର୍ବ କେନ୍ଦ୍ରୀୟ ରେଳ ପ୍ରାଧିକରଣ ରାୟପୁର
Share. Facebook Twitter LinkedIn Email WhatsApp Copy Link

Related Posts

ବିଜେପିରେ ଯୋଗଦେଲେ ଶତାଧିକ ବିଜେଡି ନେତା

February 7, 2026

ଆଜି ସାତୋଟି ରାଶି ପାଇଁ ରହିଛି ଧନ ଯୋଗ, ଜାଣନ୍ତୁ ୭ ଫେବୃୟାରୀର ରାଶିଫଳ

February 7, 2026

ମାଓବାଦ ବିରୋଧୀ ଅଭିଯାନରେ ଓଡ଼ିଶା ପୋଲିସର ବଡ଼ ସଫଳତା: ୧୯ ମାଓବାଦୀଙ୍କ ଆତ୍ମସମର୍ପଣ

February 6, 2026

ପ୍ରଗତି ପଥରେ ଅଗ୍ରସର ହେଉଥିବା ଓଡ଼ିଶା ନିଜ ପାଇଁ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛି: ରାଜ୍ୟପାଳ

February 6, 2026
Latest News

ବିଜେପିରେ ଯୋଗଦେଲେ ଶତାଧିକ ବିଜେଡି ନେତା

February 7, 2026

ଆଜି ସାତୋଟି ରାଶି ପାଇଁ ରହିଛି ଧନ ଯୋଗ, ଜାଣନ୍ତୁ ୭ ଫେବୃୟାରୀର ରାଶିଫଳ

February 7, 2026

Tata Steel Result: ନିଟ୍ ଲାଭ ୧୩% ହ୍ରାସ ପାଇ ୨,୬୮୯ କୋଟି ଟଙ୍କାରେ ପହଞ୍ଚିଲା

February 6, 2026

ମାଓବାଦ ବିରୋଧୀ ଅଭିଯାନରେ ଓଡ଼ିଶା ପୋଲିସର ବଡ଼ ସଫଳତା: ୧୯ ମାଓବାଦୀଙ୍କ ଆତ୍ମସମର୍ପଣ

February 6, 2026

ଭାରତୀୟ ରେଳବାଇରେ ୨୦୧୪-୧୫ ଏବଂ ୨୦୨୪-୨୫ ମଧ୍ୟରେ ୫.୦୮ ଲକ୍ଷ ନିଯୁକ୍ତି: ଅଶ୍ୱିନୀ ବୈଷ୍ଣବ

February 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.