Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିଜେଡିରେ ଯୋଗ ଦେଲେ ପୂର୍ବତନ ଟିଭି ଉପସ୍ଥାପକ ସ୍ୱୟଂପ୍ରକାଶ
ଆଜିର ଖବର

ବିଜେଡିରେ ଯୋଗ ଦେଲେ ପୂର୍ବତନ ଟିଭି ଉପସ୍ଥାପକ ସ୍ୱୟଂପ୍ରକାଶ

April 27, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: କନକ ନିୟୁଜର ପୂର୍ବତନ ଉପସ୍ଥାପକ ସ୍ୱୟଂପ୍ରକାଶ ମହାପାତ୍ର ଆଜି ବିଜେଡ଼ିରେ ଯୋଗ ଦେଇଛନ୍ତି। ବିଜୁ ଜନତା ଦଳର ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଏବଂ ଦଳର ସାଧାରଣ ସମ୍ପାଦକ (ଗଣମାଧ୍ୟମ ବ୍ୟାପାର) ମାନସ ରଞ୍ଜନ ମଙ୍ଗରାଜଙ୍କ ଉପସ୍ଥିତିରେ ସେ ବିଧିବଦ୍ଧ ଭାବରେ ବିଜେଡ଼ିରେ ସାମିଲ ହୋଇଛନ୍ତି।

ଖୋର୍ଦ୍ଧା ଜିଲ୍ଲା ବାଣପୁର ବ୍ଲକ ଅନ୍ତର୍ଗତ କୁମରାଙ୍ଗ ଗ୍ରାମରେ ଜନ୍ମିତ ଶ୍ରୀ ମହାପାତ୍ର ବହୁ ବର୍ଷ ଧରି ବିଭିନ୍ନ ବୈଦ୍ୟୁତିକ ଗଣମାଧ୍ୟମରେ କାର୍ଯ୍ୟ କରିଆସୁଥିଲେ। ବିଜେଡ଼ିରେ ଯୋଗ ଦେବା ପୂର୍ବରୁ ଏହି ବରିଷ୍ଠ ସାମ୍ବାଦିକ ଜଣଙ୍କ କନକ ନିୟୁଜରେ ଉପସ୍ଥାପକ ଭାବେ କାର୍ଯ୍ୟ କରୁଥିଲେ। ହେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଆଦର୍ଶରେ ଅନୁପ୍ରାଣିତ ହୋଇ ସେ ବିଜେଡିରେ ଯୋଗ ଦେଇଛନ୍ତି ବୋଲି ଶ୍ରୀ ମହାପାତ୍ର କହିଛନ୍ତି। ଏହାସହ ଦଳ ତାଙ୍କୁ ଯେଉଁ ଦାୟିତ୍ୱ ଦେବ, ତାହାକୁ ସେ ନିଷ୍ଠାର ସହ ନିର୍ବାହ କରିବେ ବୋଲି କହିଛନ୍ତି।

ପ୍ରଣବ ପ୍ରକାଶ ଦାସ ବିଜୁ ଜନତା ଦଳ ମାନସ ରଞ୍ଜନ ମଙ୍ଗରାଜ
Share. Facebook Twitter LinkedIn Email WhatsApp Copy Link

Related Posts

ମୁଖ୍ୟମନ୍ତ୍ରୀଙ୍କୁ ବିଶ୍ୱ ଆଥଲେଟିକ୍ସ ଚମ୍ପିଅନସିପ୍ ର ପତାକା ପ୍ରଦାନ କଲେ ସୂର୍ଯ୍ୟବଂଶୀ ସୂରଜ

April 5, 2026

୨୦୨୫-୨୬ରେ ରେକର୍ଡ ମାଲ ପରିବହନ ସହ ରେଳବାଇର ଉଲ୍ଲେଖନୀୟ ସଫଳତା

April 5, 2026

ଏସଆଇଆର କାର୍ଯ୍ୟରେ ଗୁରୁତର ଅବହେଳା ଅଭିଯୋଗରେ ସହକାରୀ ଶିକ୍ଷକ ନିଲମ୍ବିତ

April 5, 2026

ସୁବର୍ଣ୍ଣପୁର ଜିଲ୍ଲାର ହାଇଟେକ୍ ସର୍ଭେ ସମ୍ପର୍କରେ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ

April 5, 2026
Latest News

ମୁଖ୍ୟମନ୍ତ୍ରୀଙ୍କୁ ବିଶ୍ୱ ଆଥଲେଟିକ୍ସ ଚମ୍ପିଅନସିପ୍ ର ପତାକା ପ୍ରଦାନ କଲେ ସୂର୍ଯ୍ୟବଂଶୀ ସୂରଜ

April 5, 2026

୨୦୨୫-୨୬ରେ ରେକର୍ଡ ମାଲ ପରିବହନ ସହ ରେଳବାଇର ଉଲ୍ଲେଖନୀୟ ସଫଳତା

April 5, 2026

ଏସଆଇଆର କାର୍ଯ୍ୟରେ ଗୁରୁତର ଅବହେଳା ଅଭିଯୋଗରେ ସହକାରୀ ଶିକ୍ଷକ ନିଲମ୍ବିତ

April 5, 2026

ସୁବର୍ଣ୍ଣପୁର ଜିଲ୍ଲାର ହାଇଟେକ୍ ସର୍ଭେ ସମ୍ପର୍କରେ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ

April 5, 2026

୩୯୮.୩୬ କୋଟିର ଅପ୍ଟିକାଲ ଫାଇବର କେବୁଲ ପ୍ରକଳ୍ପକୁ ଭାରତୀୟ ରେଳବାଇର ମଞ୍ଜୁରୀ

April 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.