Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆମକୁ ‘ସ୍ୱଳ୍ପ ଅବଧି’ରେ କଠିନ ଯୁଦ୍ଧ ପାଇଁ ପ୍ରସ୍ତୁତ ହେବାକୁ ପଡିବ: ବାୟୁସେନା ମୁଖ୍ୟ
ଆଜିର ଖବର

ଆମକୁ ‘ସ୍ୱଳ୍ପ ଅବଧି’ରେ କଠିନ ଯୁଦ୍ଧ ପାଇଁ ପ୍ରସ୍ତୁତ ହେବାକୁ ପଡିବ: ବାୟୁସେନା ମୁଖ୍ୟ

April 29, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ବର୍ତ୍ତମାନର ଭୌଗଳିକ-ରାଜନୈତିକ ପରିସ୍ଥିତିକୁ ଦେଖି ଭାରତୀୟ ବାୟୁସେନାକୁ ଅଳ୍ପ ସମୟ ମଧ୍ୟରେ କଠିନ ଯୁଦ୍ଧ ପାଇଁ ପ୍ରସ୍ତୁତ ହେବା ଆବଶ୍ୟକ। ବାୟୁସେନା ମୁଖ୍ୟ  ଗୁରୁବାର ଦିନ ଏକ ସମ୍ମିଳନୀରେ କହିଛନ୍ତି ଯେ, ପୂର୍ବ ଲଦାଖ ପରି ଅଞ୍ଚଳରେ ସ୍ୱଳ୍ପ ସମୟରେ ଏବଂ ଦୀର୍ଘ ଦିନର ମୁକାବିଲା ପାଇଁ ଏହି ଫୋର୍ସ ପ୍ରସ୍ତୁତ ହେବା ଆବଶ୍ୟକ।

ଉତ୍ତର ସୀମାରେ ଭାରତର ସୁରକ୍ଷା ଚ୍ୟାଲେଞ୍ଜ ଉପରେ ଏୟାର ଚିଫ୍ ମାର୍ଶଲ ଚୌଧୁରୀ କହିଛନ୍ତି ଯେ, ସମସ୍ତ ସମ୍ଭାବ୍ୟ ସୁରକ୍ଷା ଆହ୍ଵାନ ପାଇଁ ଭାରତୀୟ ବାୟୁସେନା ପ୍ରସ୍ତୁତ ହେବା ଆବଶ୍ୟକ। ସେ କହିଛନ୍ତି, “ବଳ, ସ୍ଥାନ ଏବଂ ସମୟର କ୍ରମାଗତତା ମଧ୍ୟରେ ଆମକୁ ସ୍ୱଳ୍ପ ମିଆଦି ଯୁଦ୍ଧ ପାଇଁ ପ୍ରସ୍ତୁତ ହେବାକୁ ପଡିବ ଏବଂ ପୂର୍ବ ଲଦାଖରେ ଆମେ ଯାହା ଦେଖୁଛୁ ସେପରି ଦୀର୍ଘସ୍ଥାୟୀ ବିବାଦ ପାଇଁ ମଧ୍ୟ ପ୍ରସ୍ତୁତ ରହିବାକୁ ପଡିବ।

ବାୟୁସେନା ମୁଖ୍ୟ ଭି.ଆର ଚୌଧୁରୀ ରାଜନୈତିକ
Share. Facebook Twitter LinkedIn Email WhatsApp Copy Link

Related Posts

RBI ର ବଡ଼ ପଦକ୍ଷେପ: ଡଲାର ତୁଳନାରେ ମଜବୁତ ହେବ କି ଟଙ୍କା?

October 11, 2026

ପାରାଦୀପ ବନ୍ଦରର ନୂଆ ରେକର୍ଡ: ଗୋଟିଏ ଦିନରେ ସର୍ବାଧିକ କୋଇଲା ଲୋଡିଂ

October 11, 2026

ଆସନ୍ତାକାଲି ସିଜେଆଇଙ୍କ ଦ୍ୱାରସ୍ଥ ହେବେ ବିରୋଧୀ

October 11, 2026

ତାମିଲନାଡ଼ୁରେ ବିଭିନ୍ନ ଭିତ୍ତିଭୂମି ପ୍ରକଳ୍ପର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ

October 11, 2026
Latest News

RBI ର ବଡ଼ ପଦକ୍ଷେପ: ଡଲାର ତୁଳନାରେ ମଜବୁତ ହେବ କି ଟଙ୍କା?

October 11, 2026

ASSOCHAM’s O-LEAD 2026: କୃତ୍ରିମ ବୁଦ୍ଧିମତ୍ତା ଆଧାରିତ ଶିକ୍ଷା, ଶିଳ୍ପ ଓ ଷ୍ଟାର୍ଟଅପ୍ ଉପରେ ଗୁରୁତ୍ବ

October 11, 2026

ଶସ୍ତା ହେବ କି ଡିଜେଲ?: ଅନ୍ତର୍ଜାତୀୟ ବଜାରରେ ହଇଚଇ ସୃଷ୍ଟି ରୁଷର ନୂତନ ନିଷ୍ପତ୍ତି

October 11, 2026

ପାରାଦୀପ ବନ୍ଦରର ନୂଆ ରେକର୍ଡ: ଗୋଟିଏ ଦିନରେ ସର୍ବାଧିକ କୋଇଲା ଲୋଡିଂ

October 11, 2026

ଆସନ୍ତାକାଲି ସିଜେଆଇଙ୍କ ଦ୍ୱାରସ୍ଥ ହେବେ ବିରୋଧୀ

October 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.