Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଗଣତନ୍ତ୍ରର ମହାନ ପର୍ବରେ ସାମିଲ ହେଲେ ବଲିଉଡ୍‌ ସେଲିବ୍ରିଟି
ଆଜିର ଖବର

ଗଣତନ୍ତ୍ରର ମହାନ ପର୍ବରେ ସାମିଲ ହେଲେ ବଲିଉଡ୍‌ ସେଲିବ୍ରିଟି

April 29, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଆଜି ଦେଶର ୯ଟି ରାଜ୍ୟରେ ୭୨ ଲୋକସଭା ଆସନ ପାଇଁ ମତଦାନ ହେଉଛି। ଗଣତନ୍ତ୍ରର ଏହି ମହାନ ପର୍ବରେ ସାମିଲ ହୋଇଛନ୍ତି ବଲିଉଡ୍‌ ତାରକାମାନେ। ବିପୁଳ ପରିମାଣରେ ମତଦାନ କରିବା ସଚେତନତା ଅଭିଯାନରେ ଆମ ସିନେତରକା ମାନେ ସହଯୋଗ କରିବା ସହ ମତଦାନ ମଧ୍ୟ କରୁଛନ୍ତି। ମୁମ୍ବାଇରେ ରହୁଥିବା ସିନେ ତାରକାମାନେ ନିଜର ମତ ସାବ୍ୟସ୍ତ କରିଛନ୍ତି। ଅଭିନେତା ଅନୁପମ୍‌ ଖେର, ରେଖା, ସୋନାଲୀ ବେନ୍ଦ୍ରେ, କଂଗ୍ରେସ ପ୍ରାର୍ଥୀନୀ ତଥା ଅଭିନେତ୍ରୀ ଉର୍ମିଲା ମାତୋଣ୍ଡକର, ଭାଗ୍ୟଶ୍ରୀ ଓ ଅମୀର ଖାନ୍‌ ପ୍ରମୁଖ ମତଦାନ କରିଛନ୍ତି। ପ୍ରିୟଙ୍କା ଚୋପ୍ରା ମଧ୍ୟ ଭୋଟ ପାଇଁ ବିଦେଶ ରୁ ଇଣ୍ଡିଆକୁ ଆସିଛନ୍ତି ବୋଲି ଖବର ଶୁଣିବାକୁ ମିଳିଛି। ସେହିପରି କ୍ରିକେଟର ଭଗବାନ କୁହାଯାଉଥିବା ସଚିନ ତେନ୍ଦୁଲକର ତାଙ୍କ ପରିବାର ସାଥିରେ ପୋଲିଂ ବୁଥକୁ ଆସି ଭୋଟ ଦେବା ସହ ଲୋକଙ୍କୁ ଭୋଟଦେବା ପାଇଁ ଆହ୍ଵାନ ଦେଇଥିଲେ।

Bollywood stars thesamikhsya vote
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ବାଙ୍ଗାଲୋର ବନାମ ଦିଲ୍ଲୀ: ଜାଣନ୍ତୁ ସମ୍ଭାବ୍ୟ ଖେଳାଳି

April 27, 2026

ଏହି ତାରିଖ ସୁଦ୍ଧା ପ୍ରକାଶ ପାଇବ CBSE ଦ୍ୱାଦଶ ପରୀକ୍ଷା ଫଳାଫଳ: ଜାଣନ୍ତୁ କିଭଳି କରିବେ ଯାଞ୍ଚ

April 27, 2026

ଦୁର୍ଘଟଣାରେ ମାମୁଁ – ଭଣଜା ମୃତ

April 27, 2026

ଜାପାନରେ ଭୂମିକମ୍ପ

April 27, 2026
Latest News

ବାଣପୁର ବାଲୁଗାଁ ରୋଟାରୀ କ୍ଳବ ପକ୍ଷରୁ ଅଟୋ ଆମ୍ବୁଲାନ୍ସ ପ୍ରଦାନ

April 27, 2026

ଆଜି ବାଙ୍ଗାଲୋର ବନାମ ଦିଲ୍ଲୀ: ଜାଣନ୍ତୁ ସମ୍ଭାବ୍ୟ ଖେଳାଳି

April 27, 2026

ଅରବିନ୍ଦ କେଜରିୱାଲଙ୍କୁ ବଡ଼ ଝଟକା: ସାତ ବିଦ୍ରୋହୀ ଆପ ସାଂସଦଙ୍କୁ ମାନ୍ୟତା ଦେଲା ରାଜ୍ୟସଭା

April 27, 2026

ଏହି ତାରିଖ ସୁଦ୍ଧା ପ୍ରକାଶ ପାଇବ CBSE ଦ୍ୱାଦଶ ପରୀକ୍ଷା ଫଳାଫଳ: ଜାଣନ୍ତୁ କିଭଳି କରିବେ ଯାଞ୍ଚ

April 27, 2026

ଦୁର୍ଘଟଣାରେ ମାମୁଁ – ଭଣଜା ମୃତ

April 27, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.