Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କେନ୍ଦ୍ରାପଡାରେ ବୈଜୟନ୍ତ ଜିତିବା ପାଇଁ ଓଟିଭି ଟିମ କରୁଛନ୍ତି ପ୍ରଚାର, ସିଇଓଙ୍କ ନିକଟରେ ଅଭିଯୋଗ କଲା ବିଜେଡି
ଆଜିର ଖବର

କେନ୍ଦ୍ରାପଡାରେ ବୈଜୟନ୍ତ ଜିତିବା ପାଇଁ ଓଟିଭି ଟିମ କରୁଛନ୍ତି ପ୍ରଚାର, ସିଇଓଙ୍କ ନିକଟରେ ଅଭିଯୋଗ କଲା ବିଜେଡି

April 29, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
BJD allegation against Baijyant Panda
BJD allegation against Baijyant Panda

ସମୀକ୍ଷା ବ୍ୟୁରୋ

ବିଜେପିର କେନ୍ଦ୍ରାପଡା ସାଂସଦ ପ୍ରାର୍ଥୀ ବୈଜୟନ୍ତ ପଣ୍ଡା ପ୍ରଚାର ବନ୍ଦ ବେଳେ ତାଙ୍କ ପାରିବାରିକ ମାଲିକାନାରେ ଥିବା ନ୍ୟୁଜ ଚ୍ୟାନେଲ ଓଟିଭି ବେଆଇନି ଭାବେ ପ୍ରଚାର କରୁଛି। ଏପରି ଅଭିଯୋଗ ଓଡିଶା ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ନିକଟରେ କରିଛି ବିଜୁ ଜନତା ଦଳ। ଲିଖିତ ଭାବେ ବିଜେଡି କହିଛି ଯେ, ବର୍ତ୍ତମାନ ନିର୍ବାଚନ କମିଶନରଙ୍କ ନିୟମ ଅନୁସାରେ ପ୍ରଚାର ବନ୍ଦ ରହିଛି। ହେଲେ କେନ୍ଦ୍ରାପଡା ଲୋକସଭା ଆସନରେ ବୈଜୟନ୍ତଙ୍କ ପାରିବାରିକ ମାଲିକାନାରେ ଥିବା ଓଟିଭି ନ୍ୟୁଜ ଚ୍ୟାନେଲର ୧୦ ରୁ ୧୨ ଜଣ କର୍ମଚାରୀ ସେଠାରେ ପ୍ରଚାର କରୁଛନ୍ତି। ଖବର ପ୍ରସାରଣ ନାମରେ ଏମାନେ ଭୋଟରମାନଙ୍କୁ ବୈଜୟନ୍ତ ପଣ୍ଡାଙ୍କୁ ଭୋଟ ଦେବା ପାଇଁ ପ୍ରବର୍ତ୍ତାଉଥିବା ଅଭିଯୋଗ କରାଯାଇଛି। ଏପରିକି ବୈଜୟନ୍ତଙ୍କ ସଂପର୍କରେ ଓଟିଭି ବାରମ୍ବାର ଖବର ପ୍ରସାରଣ କରୁଛି ବୋଲି ବିଜେଡି ଅଭିଯୋଗ କରିଛି। ଏପରିକି ଓଟିଭିର ସାମ୍ବାଦିକ ମନୋରଂଜନ ଯୋଶୀ ଭୋଟରମାନଙ୍କୁ ବୈଜୟନ୍ତଙ୍କୁ ଭୋଟ ଦିଅନ୍ତୁ ବୋଲି ମତାଉଥିବାର ଦଳ ଅଭିଯୋଗ କରିଛି। ଏସଂପର୍କରେ ଦଳ ତରଫରୁ ଏକ ଭିଡିଓ ଫାଇଲ ପ୍ରମାଣ ସ୍ବରୂପ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ପ୍ରଦାନ କରାଯାଇଛି। ଗତକାଲି ରାତିରେ ଦଳ ତରଫରୁ ଆଉ ଏକ ଅଭିଯୋଗ ମଧ୍ୟ କରାଯାଇଥିଲା। ଦଳ ଅଭିଯୋଗ କରିଥିଲା ଯେ, ପ୍ରଚାର ବନ୍ଦ ଥିବା ବେଳେ ବୈଜୟନ୍ତଙ୍କୁ ଭୋଟ ଦିଅନ୍ତୁ ବୋଲି ଏକ ନିର୍ଦ୍ଦିଷ୍ଠ ମୋବାଇଲ ନମ୍ବରରୁ ଭଏସ ମେସେଜ ମାଧ୍ୟମରେ ପ୍ରଚାର କରାଯାଉଥିଲା। ଦଳ ତରଫରୁ ସସ୍ମିତ ପାତ୍ର, ଲେନିନ ମହାନ୍ତି ଏବଂ ସୁଲତା ଦେଓ ସିଇଓଙ୍କୁ ଭେଟି ଲିଖିତ ଭାବେ ଅଭିଯୋଗ କରିଛନ୍ତି।

(ମୋବାଇଲରେ ଖବର ଜାଣିବା ପାଇଁ ଡାଉନଲୋଡ କରନ୍ତୁ SANKHIPTA ଆପ, ଏହାପରେ ସ୍କ୍ରିନକୁ ଘଷିଘଷି ପଢନ୍ତୁ ନୂଆ ନୂଆ ଖବର)

ଓଡିଶାନିର୍ବାଚନ ଜୟପଣ୍ଡା ବିଧାୟକ ସାଂସଦ
Share. Facebook Twitter LinkedIn Email WhatsApp Copy Link

Related Posts

ଏର୍ଣ୍ଣାକୁଲମ୍‌ରେ ୧୧ ହଜାର କୋଟିର ବିକାଶ ପ୍ରକଳ୍ପର ଉଦଘାଟନ ଓ ଲୋକାର୍ପଣ କଲେ ପ୍ରଧାନମନ୍ତ୍ରୀ

March 12, 2026

ଉତ୍ତରାଖଣ୍ଡ ରାଜ୍ୟପାଳଙ୍କୁ ଭେଟିଲେ ଓଡ଼ିଶା ଗଣମାଧ୍ୟମ ପ୍ରତିନିଧି ଦଳ

March 12, 2026

‘ଜଳ ମହୋତ୍ସବ ୨୦୨୬’କୁ ସମ୍ବୋଧିତ କଲେ ରାଷ୍ଟ୍ରପତି

March 12, 2026

ଆଜି ମାର୍ଚ୍ଚ ୧୨ ରେ ଚାରୋଟି ରାଶି ପାଇଁ ରହିଛି ଅନୁକୂଳ ବାତାବରଣ, ଜାଣନ୍ତୁ ଗୁରୁବାର ରାଶିଫଳ

March 12, 2026
Latest News

ଏର୍ଣ୍ଣାକୁଲମ୍‌ରେ ୧୧ ହଜାର କୋଟିର ବିକାଶ ପ୍ରକଳ୍ପର ଉଦଘାଟନ ଓ ଲୋକାର୍ପଣ କଲେ ପ୍ରଧାନମନ୍ତ୍ରୀ

March 12, 2026

ଉତ୍ତରାଖଣ୍ଡ ରାଜ୍ୟପାଳଙ୍କୁ ଭେଟିଲେ ଓଡ଼ିଶା ଗଣମାଧ୍ୟମ ପ୍ରତିନିଧି ଦଳ

March 12, 2026

‘ଜଳ ମହୋତ୍ସବ ୨୦୨୬’କୁ ସମ୍ବୋଧିତ କଲେ ରାଷ୍ଟ୍ରପତି

March 12, 2026

ଆଜି ମାର୍ଚ୍ଚ ୧୨ ରେ ଚାରୋଟି ରାଶି ପାଇଁ ରହିଛି ଅନୁକୂଳ ବାତାବରଣ, ଜାଣନ୍ତୁ ଗୁରୁବାର ରାଶିଫଳ

March 12, 2026

ମଧ୍ୟପ୍ରାଚ୍ୟରେ ଅଟକିଥିବା ଓଡ଼ିଆମାନଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ

March 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.