Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»5 ମଇ ଠାରୁ ପୁନଃ ପ୍ରଚଳନ ହେବ ପୁରୀ-ବଡ଼ବିଲ ଏକ୍ସପ୍ରେସ
ଆଜିର ଖବର

5 ମଇ ଠାରୁ ପୁନଃ ପ୍ରଚଳନ ହେବ ପୁରୀ-ବଡ଼ବିଲ ଏକ୍ସପ୍ରେସ

May 2, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
5 ମଇ ଠାରୁ ପୁନଃ ପ୍ରଚଳନ ହେବ ପୁରୀ-ବଡ଼ବିଲ ଏକ୍ସପ୍ରେସ
ଭୁବନେଶ୍ବର: ପୁରୀ-ବଡ଼ବିଲ-ପୁରୀ ଏକ୍ସପ୍ରେସର ସେବାକୁ ପୁରୀରୁ 5 ମଇ ଠାରୁ ଏବଂ ବଡ଼ବିଲରୁ 6 ମଇ ଠାରୁ ପୁନଃ ଚଳାଚଳ ପାଇଁ ନିଷ୍ପତି ନିଆଯାଇଅଛି। Covid19 ମହାମାରୀ ସମୟରେ ଏହି ଟ୍ରେନ୍ କୁ କୋଭିଡ୍ ପ୍ରୋଟୋକଲ୍ ଅନୁଯାୟୀ ଏହାର ଯାତ୍ରା ଉପରେ ପ୍ରତିବନ୍ଧକ ଲଗାଯାଇଥିଲା। ବର୍ତ୍ତମାନ ଘୋଷଣା ଅନୁସାରେ ଏହି ଟ୍ରେନ ନିମ୍ନ ସମୟ ଅନୁସାରେ ଚଳାଚଳ କରିବ।
 
 
18416/18415 ପୁରୀ-ବଡ଼ବିଲ-ପୁରୀ ଏକ୍ସପ୍ରେସ ପୁରୀରୁ 5 ମଇ, 2022 ଠାରୁ ସକାଳ 06 ଘ. 15 ମି. ରେ ଛାଡିବ ଏବଂ 6 ମଇ, 2022 ଠାରୁ ବଡ଼ବିଲରୁ ପୂର୍ବାହ୍ନ 09 ଘ. 15 ମି.ରେ ଛାଡିବ।
 
ଏହି ଟ୍ରେନରେ ଗୋଟିଏ ଏସି ଚେୟାର କାର, ଛଅଟି ଦ୍ଵିତୀୟ ଶ୍ରେଣୀ ଚେୟାର କାର ଏବଂ ଦୁଇଟି ଗାର୍ଡ, ଲଗେଜ ତଥା ଦ୍ଵିତୀୟ ଶ୍ରେଣୀ ଚେୟାର କାର ଉପଲବ୍ଧ ଥିବାବେଳେ ଏହା ପୁରୀ ଓ ବଡ଼ବିଲ ମଧ୍ୟରେ ସାକ୍ଷୀଗୋପାଳ, ଡେଲାଙ୍ଗ, ଖୋର୍ଦ୍ଧା ରୋଡ଼, ଭୁବନେଶ୍ୱର, କଟକ, ଯଖପୁରା, ସୁକିନ୍ଦା ରୋଡ଼, ବାଘୁଆପାଳ, ଟମକା, ଟାଙ୍ଗିରିଆପାଳ, ଶଗଡ଼ପଟା, ଚିଲିକିଦାରା, ହରିଚନ୍ଦନପୁର, ନୀଳକଣ୍ଠେଶ୍ଵର, ସୀତାବିଞ୍ଜ, ବସନ୍ତପୁର, ନରଣପୁର, କେନ୍ଦୁଝରଗଡ଼, ଗୋଆଲଡିହ, ପରଜନପୁର, ନୟାଗଡ଼, ଜାରୋଲି,ବାଂଶପାଣି, ମୁର୍ଗା ମହାଦେବ ରୋଡ, ଦେଓଝାର, ଡଙ୍ଗଆପୋସି, ନୂଆମୁଣ୍ଡି ଓ ବଡ଼ଜମଦା ଇତ୍ୟାଦି ଷ୍ଟେସନ ମାନଙ୍କରେ ରହଣି କରିବ।
ପୂର୍ବତଟ ରେଳପଥ
Share. Facebook Twitter LinkedIn Email WhatsApp Copy Link

Related Posts

ମହିଳା ସଂରକ୍ଷଣ ବିଲ୍ ଉପରେ ଅପର୍ଣ୍ଣା ଯାଦବଙ୍କ ଆକ୍ରୋଶ: ଜାଲିଲେ ଏସପି ଏବଂ କଂଗ୍ରେସର ପତାକା

April 18, 2026

ପାଖେଇଲା ଅକ୍ଷୟ ତୃତୀୟା ଜାଣନ୍ତୁ ଏହି ଦିନ କିପରି ଓ କେମିତି କରାଯାଏ ପୂଜା

April 18, 2026

ବାର ଘଣ୍ଟିଆ ମୟୂରଭଞ୍ଜ ବନ୍ଦ

April 18, 2026

ଶିଖରଚଣ୍ଡୀରେ ଦନ୍ତା ଉତ୍ପାତ

April 18, 2026
Latest News

ମହିଳା ସଂରକ୍ଷଣ ବିଲ୍ ଉପରେ ଅପର୍ଣ୍ଣା ଯାଦବଙ୍କ ଆକ୍ରୋଶ: ଜାଲିଲେ ଏସପି ଏବଂ କଂଗ୍ରେସର ପତାକା

April 18, 2026

ହରମୁଜ୍ ସଙ୍କଟ ମଧ୍ୟରେ ଡୋନାଲ୍ଡ ଟ୍ରମ୍ପ୍ ଙ୍କ ବଡ଼ ନିଷ୍ପତ୍ତି: ରୁଷରୁ ତେଲ କିଣିବା ଜାରି ରଖିବ ଭାରତ

April 18, 2026

ପାଖେଇଲା ଅକ୍ଷୟ ତୃତୀୟା ଜାଣନ୍ତୁ ଏହି ଦିନ କିପରି ଓ କେମିତି କରାଯାଏ ପୂଜା

April 18, 2026

ବାର ଘଣ୍ଟିଆ ମୟୂରଭଞ୍ଜ ବନ୍ଦ

April 18, 2026

ଶିଖରଚଣ୍ଡୀରେ ଦନ୍ତା ଉତ୍ପାତ

April 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.