Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କଂଗ୍ରେସ ବିଧାୟକଙ୍କୁ ଦିଲ୍ଲୀରୁ ଆସିଲା ଡାକରା, ବାହାରି ପଡିଲେଣି ସୁର ରାଉତରାୟ
ଆଜିର ଖବର

କଂଗ୍ରେସ ବିଧାୟକଙ୍କୁ ଦିଲ୍ଲୀରୁ ଆସିଲା ଡାକରା, ବାହାରି ପଡିଲେଣି ସୁର ରାଉତରାୟ

May 3, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
କଂଗ୍ରେସ ବିଧାୟକଙ୍କୁ ଦିଲ୍ଲୀରୁ ଆସିଲା ଡାକରା, ଏହି କାରଣ ପାଇଁ ଭେଟିବେ ରାହୁଳ ଗାନ୍ଧୀ

ଭୁବନେଶ୍ବର : ଆସନ୍ତା 9 ତାରିଖରେ ଦଳର ସମସ୍ତ ବିଧାୟକମାନେ ଦିଲ୍ଲୀରେ ହାଜର ହୁଅ। ଏହିପରି ଏକ ନିର୍ଦ୍ଦେଶ ଦେଇଛି ଏଆଇସିସି। ଫଳରେ କଂଗ୍ରେସ ବିଧାୟକମାନେ ଆସନ୍ତାକାଲି ଦିଲ୍ଲୀ ଗସ୍ତ କରୁଥିବାର ଜଣାପଡିଛି। ଏ ନେଇ ସୂଚନା ଦେଇଛନ୍ତି ଜଟଣୀ ବିଧାୟକ ସୁରେଶ ରାଉତରାୟ। ଏଥିରେ କୁହାଯାଇଛି ଯେ, ରାହୁଲ ଗାନ୍ଧୀ ସବୁ ବିଧାୟକଙ୍କୁ ଭେଟି ଆଲୋଚନା କରିବେ।

ଏହାକୁ ନେଇ ରାଜ୍ୟ ରାଜନୀତିରେ ବେଶ ଚର୍ଚ୍ଚା ହେବାରେ ଲାଗିଛି। କାରଣ କଂଗ୍ରେସ ସଭାପତି ନିରଞ୍ଜନ ପଟ୍ଟନାୟକ ପଦରୁ ଇସ୍ତଫା ଦେଇଛନ୍ତି ବୋଲି କହିଛନ୍ତି। ଫଳରେ ପରବର୍ତ୍ତି ସଭାପତି କିଏ ହେବ ସେ ନେଇ ଚାଲିଛି ଆଲୋଚନା। ଏହିପରି ଏକ ସ୍ଥିତିରେ ବିଧାୟକଙ୍କୁ ଦିଲ୍ଲୀ ଡକରା ଏହି ଚର୍ଚ୍ଚାକୁ ଆହୁରି ଜୋର କରିଛି।

ଓଡିଶା ପ୍ରଦେଶ କଂଗ୍ରେସ ଜଟଣୀ ବିଧାୟକ ପ୍ରଦେଶ କଂଗ୍ରେସ ସୁରେଶ ରାଉତରାୟ
Share. Facebook Twitter LinkedIn Email WhatsApp Copy Link

Related Posts

ପରଦାରେ ଚାଲିଲା ‘ଆଫା’ର ଯାଦୁ: ଏବେ ତେଲୁଗୁରେ ହେବ ରିମେକ୍

April 11, 2026

ଡିଜେଲ ଉପରେ ରପ୍ତାନୀ ଶୁଳ୍କ ବୃଦ୍ଧି

April 11, 2026

ମିଆଁପୁରର ନାମ ବଦଳାଇଲେ ମୁଖ୍ୟମନ୍ତ୍ରୀ ଯୋଗୀ: ଏବେ ରବିନ୍ଦ୍ର ନଗର ଟାଗୋରଙ୍କ ନାମରେ ହେବ ପରିଚିତ

April 11, 2026

ୟୁପିରେ SIR ଦ୍ଵାରା କଟିଲା ୨.୮୯ କୋଟି ନାମ: ପୂର୍ବରୁ ଥିଲେ କେତେ ଭୋଟର?

April 11, 2026
Latest News

ପରଦାରେ ଚାଲିଲା ‘ଆଫା’ର ଯାଦୁ: ଏବେ ତେଲୁଗୁରେ ହେବ ରିମେକ୍

April 11, 2026

ଡିଜେଲ ଉପରେ ରପ୍ତାନୀ ଶୁଳ୍କ ବୃଦ୍ଧି

April 11, 2026

ମିଆଁପୁରର ନାମ ବଦଳାଇଲେ ମୁଖ୍ୟମନ୍ତ୍ରୀ ଯୋଗୀ: ଏବେ ରବିନ୍ଦ୍ର ନଗର ଟାଗୋରଙ୍କ ନାମରେ ହେବ ପରିଚିତ

April 11, 2026

ୟୁପିରେ SIR ଦ୍ଵାରା କଟିଲା ୨.୮୯ କୋଟି ନାମ: ପୂର୍ବରୁ ଥିଲେ କେତେ ଭୋଟର?

April 11, 2026

ପଶ୍ଚିମବଙ୍ଗରେ ବିଜେପି ର କିଏ ହେବେ ମୁଖ୍ୟମନ୍ତ୍ରୀ?: ଅମିତ ଶାହଙ୍କ ବଡ଼ ଘୋଷଣା

April 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.