Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭଦ୍ରକରେ ବିଷାକ୍ତ ମଦମୃତ୍ୟୁ : ୫ମୃତ, ୨୩ ଆହତ
ଆଜିର ଖବର

ଭଦ୍ରକରେ ବିଷାକ୍ତ ମଦମୃତ୍ୟୁ : ୫ମୃତ, ୨୩ ଆହତ

April 30, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
poisonoius liquor kills 3 in bhadrak
poisonoius liquor kills 3 in bhadrak

ଭଦ୍ରକ ଜିଲା ତିହିଡି ବ୍ଲକ ଦଉଲତପୁର ଗ୍ରାମରେ ବିଷାକ୍ତ ମଦ ପିଇ ୩ଜଣଙ୍କ ମୃତ୍ୟୁ ହୋଇଛି। ଏହାସହ ୨୩ ଜଣ ଅସୁସ୍ଥ ମଧ୍ୟ ହୋଇଛନ୍ତି। ମୃତ ବ୍ୟକ୍ତିମାନେ ସାଧୁଚରଣ ନାୟକ, ଶଙ୍କର୍ଷଣ ଦାସ ଓ ରାମଚନ୍ଦ୍ର ପଢ଼ିଆରୀ ବୋଲି ଜଣାପଡିଛି। ଦୁଇ ଜଣଙ୍କ ମୃତଦେହ ଜିଲା ଚିକିତ୍ସାଳୟରେ ବ୍ୟବଛେଦ ପାଇଁ ରଖା ଯାଇଥିବା ବେଳେ ଜଣଙ୍କ ମୃତଦେହ ଗ୍ରାମରେ ପଡ଼ିରହିଛି। ଆହତ ମାନଙ୍କୁ  ଗୁରୁତର ଅବସ୍ଥାରେ ପ୍ରଥମେ ତିହିଡି ଓ ପରେ ସେମାନଙ୍କ ସ୍ବାସ୍ଥ୍ୟାବସ୍ଥା ଅଧିକ ଖରାପ ହେବାରୁ ସେମାନଙ୍କୁ କଟକକୁ ସ୍ଥାନାନ୍ତର କରାଯାଇଛି। ତେବେ ଏହି ଘଟଣାର ପ୍ରତିବାଦରେ ସ୍ଥାନୀୟ ଲୋକମାନେ ପିରହାଟ ବଜାରର ଭଦ୍ରକ-ଚାନ୍ଦବାଲି ରାସ୍ତାକୁ ଅବରୋଧ କରିଥିବା ଜଣାପଡିଛି। ତେବେ ଅସୁସ୍ଥଙ୍କ ସଂଖ୍ୟା ଧିରେ ଧିରେ ବୃଦ୍ଧି ପାଇବାରେ ଲାଗିଛି। ବର୍ତ୍ତମାନ ସୁଦ୍ଧା ୨୩ଜଣ ଅସୁସ୍ଥ ହୋଇଥିବା ଜଣାପଡିଛି। ସୂଚନାଯୋଗ୍ୟ ଯେ, ଦୌଲତପୁର ଗ୍ରାମର ୫ ଜଣ ବ୍ୟକ୍ତି ବିଷାକ୍ତ ମଦ ପିଇ ସୋମବାର ବିଳମ୍ବିତ ରାତିରେ ଅସୁସ୍ଥ ହୋଇ ପଡିଥିଲେ। ସେମାନଙ୍କ ମଧ୍ୟରୁ ଜଣଙ୍କର ଗ୍ରାମରେ ମୃତ୍ୟୁ ହୋଇଥିବା ବେଳେ ୨ଜଣଙ୍କ ମେଡିକାଲରେ ମୃତ୍ୟୁ ହୋଇଯାଇଛି। ଅନ୍ୟ୨ଜଣ ବର୍ତ୍ତମାନ କଟକ ମେଡିକାଲରେ ଚିକିତ୍ସିତ ହେଉଛନ୍ତି।

bhadrak killed poision thesamikhsya wine
Share. Facebook Twitter LinkedIn Email WhatsApp Copy Link

Related Posts

ଓଡ଼ିଶା ଓମେନ୍ ଇନ୍ ମିଡିଆର ବୃତ୍ତିଗତ ଦାୟିତ୍ୱ ଓ ବ୍ୟକ୍ତିଗତ ସୁଖର ସନ୍ତୁଳନ ଉପରେ ଆଲୋଚନା

March 16, 2026

ଓଡ଼ିଶା ଲଳିତ କଳା ଏକାଡେମୀର ୬୬ତମ ପ୍ରତିଷ୍ଠା ଦିବସ ପାଳିତ

March 16, 2026

ସାଂସଦ ନିଶୁଳ୍କ ସ୍ବାସ୍ଥ୍ୟ ଶିବିରକୁ ଉଦ୍ଘାଟନ କଲେ ଅପରାଜିତା ଷଡ଼ଙ୍ଗୀ

March 16, 2026

ପୋଲିସ ଡିଜି ଙ୍କ ଉପସ୍ଥିତିରେ ଅସ୍ତ୍ରଶସ୍ତ୍ର ସହ ଆତ୍ମସମର୍ପଣ କଲେ ୧୧ ମାଓବାଦୀ

March 16, 2026
Latest News

କଟକ ମେଡିକାଲରେ ଭୟଙ୍କର ଅଗ୍ନିକାଣ୍ଡ, ୧୦ ମୃତ, ସଂଖ୍ୟା ବଢିବା ଆଶଙ୍କା

March 16, 2026

ଆଫଗାନିସ୍ତାନ ଉପରେ ପାକିସ୍ତାନୀର ବିମାନ ଆକ୍ରମଣ: କଡ଼ା ନିନ୍ଦା କଲା ଭାରତ

March 16, 2026

ଓଡ଼ିଶା ଓମେନ୍ ଇନ୍ ମିଡିଆର ବୃତ୍ତିଗତ ଦାୟିତ୍ୱ ଓ ବ୍ୟକ୍ତିଗତ ସୁଖର ସନ୍ତୁଳନ ଉପରେ ଆଲୋଚନା

March 16, 2026

ମମତା ବାନାର୍ଜୀ ବିଜୟର ହ୍ୟାଟ୍ରିକ୍ ମାରିବେ, ନା ପ୍ରଥମ ଥର ପାଇଁ ପଦ୍ମ ଫୁଟିବ?: ଜାଣନ୍ତୁ ସର୍ଭେ

March 16, 2026

ଓଡ଼ିଶା ଲଳିତ କଳା ଏକାଡେମୀର ୬୬ତମ ପ୍ରତିଷ୍ଠା ଦିବସ ପାଳିତ

March 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.