Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବ୍ରଜରାଜ ନଗର ଉପନିର୍ବାଚନ ପାଇଁ ବାହାରିଲା ବିଜ୍ଞପ୍ତି, ଆଜିଠାରୁ ନାମାଙ୍କନ ଦାଖଲ
ଆଜିର ଖବର

ବ୍ରଜରାଜ ନଗର ଉପନିର୍ବାଚନ ପାଇଁ ବାହାରିଲା ବିଜ୍ଞପ୍ତି, ଆଜିଠାରୁ ନାମାଙ୍କନ ଦାଖଲ

May 4, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
ବ୍ରଜରାଜ ନଗର ଉପନିର୍ବାଚନ ପାଇଁ ବାହାରିଲା ବିଜ୍ଞପ୍ତି, ଆଜିଠାରୁ ନାମାଙ୍କନ ଦାଖଲ

ଭୁବନେଶ୍ବର: ଆଜି ବ୍ରଜରାଜ ନଗର ଉପନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ସେହି ଅନୁସାରେ ଆଜିଠାରୁ ନାମାଙ୍କନ ପତ୍ର ଦାଖଲ ପକ୍ରିୟା ଆରମ୍ଭ ହେବ। ବିଜ୍ଞପ୍ତି ଅନୁସାରେ ଏହି ଉପନିର୍ବାଚନ ପାଇଁ ଯେଉଁ ତାରିଖ ଧାର୍ଯ୍ୟ କରାଯାଇଛି ତାହା ହେଲା

ମଇ ୧୧ ତାରିଖ- ପ୍ରାର୍ଥୀପତ୍ର ଦାଖଲର ଶେଷ ତାରିଖ

ମଇ ୧୨ ତାରିଖ- ପ୍ରାର୍ଥୀ ପତ୍ର ଯାଞ୍ଚ

ମଇ ୧୭ ତାରିଖ- ପ୍ରାର୍ଥୀପତ୍ର ପ୍ରତ୍ୟାହାର ତାରିଖ

ମଇ ୩୧ ତାରିଖ- ଭୋଟ ଗ୍ରହଣ

ଜୁନ ୩ ତାରିଖ- ଭୋଟ ଗଣତି ଫଳାଫଳ ପ୍ରକାଶ

ଜୁନ ୫ ତାରିଖ- ନିର୍ବାଚନ ପକ୍ରିୟା ଶେଷ

ଏହି ନିର୍ବାଚନ ମଣ୍ଡଳୀରେ ଥିବା ବିଜେଡି ବିଧାୟକ କିଶୋର ମହାନ୍ତିଙ୍କର ହୃଦଘାତରେ ପରଲୋକ ଘଟିଥିଲା। ଫଳରେ ସେହିଦିନଠାରୁ ଏହି ଆସନ ଖାଲି ପଡିଛି।

ଉପନିର୍ବାଚନ ବ୍ରଜରାଜନଗର
Share. Facebook Twitter LinkedIn Email WhatsApp Copy Link

Related Posts

ବଢିଲା ତେଲ ଦର: ପେଟ୍ରୋଲ ଲିଟର ପିଛା ୩.୧୪ ଟଙ୍କା, ଡିଜେଲ ୩.୧୧ ଟଙ୍କା ମହଙ୍ଗା

May 15, 2026

ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ତାମିଲନାଡୁ ମୁଖ୍ୟମନ୍ତ୍ରୀ ବିଜୟ

May 15, 2026

ହର୍ମୁଜ ପାର କଲା ୨ ଭାରତୀୟ ଏଲପିଜି ବୋଝେଇ ଜାହାଜ, ୨ ମାସ ଭିତରେ ୭ ଲକ୍ଷ ପିଏନଜି ସଂଯୋଗ ପ୍ରଦାନ

May 15, 2026

ପ୍ରଧାନମନ୍ତ୍ରୀଙ୍କ ସହ ୩୫ ବର୍ଷର ଅଭିଜ୍ଞତା ଆଧାରରେ ‘ଅପନାପନ’ ପୁସ୍ତକ ରଚନା କଲେ ଶିବରାଜ ସିଂହ ଚୌହାନ

May 15, 2026
Latest News

ବଢିଲା ତେଲ ଦର: ପେଟ୍ରୋଲ ଲିଟର ପିଛା ୩.୧୪ ଟଙ୍କା, ଡିଜେଲ ୩.୧୧ ଟଙ୍କା ମହଙ୍ଗା

May 15, 2026

ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ତାମିଲନାଡୁ ମୁଖ୍ୟମନ୍ତ୍ରୀ ବିଜୟ

May 15, 2026

ଗତ ଚାରି ମାସରେ ରେଳବାଇର ସିମେଣ୍ଟ ପରିବହନ ୧୭୦% ବୃଦ୍ଧି

May 15, 2026

ଓଡ଼ିଶା ସମେତ ୧୬ ରାଜ୍ୟ ଓ ୩ କେନ୍ଦ୍ର ଶାସିତ ଅଂଚଳରେ ଅନୁଷ୍ଠିତ ହେବ ୩ୟ ପର୍ଯ୍ୟାୟ ସ୍ବତନ୍ତ୍ର ସଘନ ସଂଶୋଧନ (ଏସଆଇଆର୍)

May 15, 2026

ହର୍ମୁଜ ପାର କଲା ୨ ଭାରତୀୟ ଏଲପିଜି ବୋଝେଇ ଜାହାଜ, ୨ ମାସ ଭିତରେ ୭ ଲକ୍ଷ ପିଏନଜି ସଂଯୋଗ ପ୍ରଦାନ

May 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.