Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପୁଣି ଏକ ସପ୍ତାହ ବଢିଲା ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କ ଅନ୍ତରୀଣ ଜାମିନ ଅବଧି
ଆଜିର ଖବର

ପୁଣି ଏକ ସପ୍ତାହ ବଢିଲା ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କ ଅନ୍ତରୀଣ ଜାମିନ ଅବଧି

May 4, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
ପୁଣି ଏକ ସପ୍ତାହ ବଢିଲା ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କ ଅନ୍ତରୀଣ ଜାମିନ ଅବଧି

ସୀତାରାମ ଅଗ୍ରୱାଲ

ଚିଲିକା: ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କ ବଢିଲା ଅନ୍ତରୀଣ ଜାମିନ ଅବଧି। ଅନ୍ତରୀଣ ଜାମିନକୁ ଆଉ ଏକ ସପ୍ତାହ ବଢ଼ାଇଛନ୍ତି ଉଚ୍ଚ ନ୍ୟାୟାଳୟ। ବୁଧବାର ଦିନ ବିଧାୟକଙ୍କ ଅନ୍ତରୀଣ ଜାମିନ ଅବଧି ଅନ୍ତ ହେଉଥିବା ବେଳେ ତାଙ୍କୁ ବାଣପୁର କୋର୍ଟରେ ଆତ୍ମସମର୍ପଣ କରିବାକୁ ଥିଲା।

ହେଲେ ତାଙ୍କ ଓକିଲ ଚିକିତ୍ସା ଜାରିରହିଥିବାରୁ ବିଧାୟକଙ୍କ ଅନ୍ତରୀଣ ଜାମିନ ଅବଧିକୁ ବଢାଇବା ପାଇଁ ଏକ ପିଟିସନ ଉଚ୍ଚ ନ୍ୟାୟାଳୟରେ ଦାଖଲ କରିଥିଲେ। ଆଜି ତାହାର ଶୁଣାଣି ବେଳେ ଉଚ୍ଚ ନ୍ୟାୟାଳୟ ବିଧାୟକ ଜଗଦ୍ଦେବଙ୍କୁ ଆଉ ଏକ ସପ୍ତାହ ଅନ୍ତରୀଣ ଜାମିନ ପ୍ରଦାନ କରିଛନ୍ତି। ଅର୍ଥାତ ମଇ ୧୧ ତାରିଖ ଯାଏଁ ବିଧାୟକଙ୍କୁ ଅନ୍ତରୀଣ ଜାମିନ ମିଳିଛି।

ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ
Share. Facebook Twitter LinkedIn Email WhatsApp Copy Link

Related Posts

ସୀମାରେ ବଡ଼ ଅନୁପ୍ରବେଶ ଷଡ଼ଯନ୍ତ୍ର ପଣ୍ଡ: ଲାଠି ଏବଂ ରଡ୍ ଧରିଥିବା ଲୋକଙ୍କୁ ଘଉଡାଇଲା ବିଏସଏଫ

June 22, 2026

ମୁଖ୍ୟମନ୍ତ୍ରୀଙ୍କ ବଡ ନିଷ୍ପତ୍ତି, ଆଇନଜୀବୀଙ୍କ ସହାୟତା ପରିମାଣ ବୃଦ୍ଧି, ଅବସର ପରେ ମିଳିବ ରାଶି

June 22, 2026

କେବେ ପ୍ରକାଶ ପାଇବ CBSE ଫଳାଫଳ: ବଡ଼ ସୂଚନା ଦେଲେ ଧର୍ମେନ୍ଦ୍ର ପ୍ରଧାନ

June 22, 2026

ଚାକିରି ପାଇଁ ଯୋଗ ବାଧ୍ୟତାମୂଳକ!: HSSC ଏବଂ HPSC ପରୀକ୍ଷାରେ ବଡ଼ ହେବ ପରିବର୍ତ୍ତନ

June 22, 2026
Latest News

ସୀମାରେ ବଡ଼ ଅନୁପ୍ରବେଶ ଷଡ଼ଯନ୍ତ୍ର ପଣ୍ଡ: ଲାଠି ଏବଂ ରଡ୍ ଧରିଥିବା ଲୋକଙ୍କୁ ଘଉଡାଇଲା ବିଏସଏଫ

June 22, 2026

ମୁଖ୍ୟମନ୍ତ୍ରୀଙ୍କ ବଡ ନିଷ୍ପତ୍ତି, ଆଇନଜୀବୀଙ୍କ ସହାୟତା ପରିମାଣ ବୃଦ୍ଧି, ଅବସର ପରେ ମିଳିବ ରାଶି

June 22, 2026

ରାସନ ସଂଗ୍ରହ ବ୍ୟବସ୍ଥାରେ ପରିବର୍ତ୍ତନ ଆଣିଲେ ସରକାର: ଲମ୍ବା ଧାଡ଼ିରୁ ମିଳିବ ମୁକ୍ତି

June 22, 2026

ସାମ୍ବାଦିକଙ୍କୁ ଭତ୍ତା, ୧ ଲକ୍ଷ ନିଯୁକ୍ତି: ଶୁଭେନ୍ଦୁ ସରକାରଙ୍କ ଦ୍ୱାରା ଅନେକ ବଡ଼ ଘୋଷଣା

June 22, 2026

କେବେ ପ୍ରକାଶ ପାଇବ CBSE ଫଳାଫଳ: ବଡ଼ ସୂଚନା ଦେଲେ ଧର୍ମେନ୍ଦ୍ର ପ୍ରଧାନ

June 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.