Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଫାନି ପାଇଁ ଅଗ୍ରୀମ ସହାୟତା: ୪ ରାଜ୍ୟକୁ ୧୦୮୬ କୋଟି, ଓଡିଶାକୁ ୩୪୧କୋଟି
ଆଜିର ଖବର

ଫାନି ପାଇଁ ଅଗ୍ରୀମ ସହାୟତା: ୪ ରାଜ୍ୟକୁ ୧୦୮୬ କୋଟି, ଓଡିଶାକୁ ୩୪୧କୋଟି

April 30, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
Fani cyclon schools remain close from may 2
Fani cyclon schools remain close from may 2

ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ସାମୁଦ୍ରିକ ଝଡ଼ ‘ଫାନି’ ସ୍ଥଳଭାଗ ଛୁଇଁବା ପରେ ଉଗ୍ରରୂପ ନେବାର ଆଶଙ୍କା ରହିଛି। ତେଣୁ ଏହାର ମୁକାବିଲା ପାଇଁ କେନ୍ଦ୍ର ସରକାର ୪ ରାଜ୍ୟକୁ ଅଗ୍ରିମ ସହାୟତା ଘୋଷଣା କରିଛନ୍ତି। ଏଥିରେ ଓଡିଶାକୁ ସର୍ବାଧିକ ୩୪୧ କୋଟିର ସହାୟତା ପ୍ରଦାନ କରାଯାଇଛି। ଆନ୍ଧ୍ରପ୍ରଦେଶ, ଓଡ଼ିଶା, ତାମିଲନାଡୁ ଏବଂ ପଶ୍ଚିମବଙ୍ଗ ସରକାରଙ୍କୁ ସମୁଦାୟ ୧୦୮୬ କୋଟି ଟଙ୍କା ପ୍ରଦାନ କରିବାକୁ ନିଷ୍ପତ୍ତି ହୋଇଛି। ଜାତୀୟ ବିପର୍ଯ୍ୟୟ ପରିଚାଳନା କମିଟି ନିଷ୍ପତ୍ତି ଆଧାରରେ ଏହି ପଦକ୍ଷେପ ଗ୍ରହଣ କରାଯାଇଛି। ଏ ନେଇ ଜାତୀୟ ବିପତ୍ତି ପରିଚାଳନା କମିଟି(ଏନସିଏମସି) ବୈଠକରେ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ଟଙ୍କା ପ୍ରଦାନ କରିବାକୁ ନିର୍ଦେଶ ଦିଆଯାଇଛି। ଆନ୍ଧ୍ରପ୍ରଦେଶ ପାଇଁ ୨୦୦ କୋଟି ୨୫ ଲକ୍ଷ ଟଙ୍କା ଘୋଷଣା କରାଯାଇଥିବାବେଳେ ଓଡ଼ିଶାକୁ ୩୪୦ କୋଟି ୮୭ ଲକ୍ଷ, ତାମିଲନାଡୁକୁ ୩୦୯ କୋଟି ୩୭ ଲକ୍ଷ ଏବଂ ପଶ୍ଚିମବଙ୍ଗକୁ ୨୩୫ କୋଟି ୫୦ ଲକ୍ଷ ଟଙ୍କା ପ୍ରଦାନ କରିବାକୁ ନିର୍ଦେଶ ଦିଆଯାଇଛି। ବାତ୍ୟାର ମୁକାବିଲା ପାଇଁ ସତର୍କତାମୂଳକ ପଦକ୍ଷେପ ନେବା ସହ ଲୋକମାନଙ୍କୁ ଆବଶ୍ୟକ ସହାୟତା ଯୋଗାଇଦେବାରେ ଏହି ଅର୍ଥ ଖର୍ଚ୍ଚ କରିବାକୁ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି।

Share. Facebook Twitter LinkedIn Email WhatsApp Copy Link

Related Posts

ଆମେରିକା ଭିସା ସ୍ଥଗିତ କରିବା ପରେ ପାକିସ୍ତାନର ପ୍ରଥମ ପ୍ରତିକ୍ରିୟା: ଏବେ ଟ୍ରମ୍ପଙ୍କ ପାଦ ଧରିବେ ଶାହବାଜ

January 15, 2026

ଆଥର 450 ଆପେକ୍ସ ନା ସୁଜୁକି ଇ-ଆକ୍ସେସ୍, କେଉଁ ଇଲେକ୍ଟ୍ରିକ୍ ସ୍କୁଟର ଅଧିକ ଶକ୍ତିଶାଳୀ?: ଜାଣନ୍ତୁ ପାର୍ଥକ୍ୟ

January 15, 2026

ପୁଣି JEE ମେନ୍ ପରୀକ୍ଷା ତାରିଖ ପରିବର୍ତ୍ତନ କଲା NTA: ଏବେ ଜାନୁଆରୀ 23 ରେ ହେବ ନାହିଁ ପରୀକ୍ଷା

January 15, 2026

କେରଳର SAI ହଷ୍ଟେଲରେ ଦୁଇ ନାବାଳିକା ଖେଳାଳିଙ୍କ ସନ୍ଦେହଜନକ ମୃତ୍ୟୁ: ଝୁଲନ୍ତା ଅବସ୍ଥାରେ ମୃତଦେହ ଉଦ୍ଧାର

January 15, 2026
Latest News

ଭାରତରେ ଷ୍ଟାର୍ଟଅପ୍ ଇକୋସିଷ୍ଟମର ପୁନଃନିର୍ମାଣ

January 15, 2026

ଆମେରିକା ଭିସା ସ୍ଥଗିତ କରିବା ପରେ ପାକିସ୍ତାନର ପ୍ରଥମ ପ୍ରତିକ୍ରିୟା: ଏବେ ଟ୍ରମ୍ପଙ୍କ ପାଦ ଧରିବେ ଶାହବାଜ

January 15, 2026

ଆଥର 450 ଆପେକ୍ସ ନା ସୁଜୁକି ଇ-ଆକ୍ସେସ୍, କେଉଁ ଇଲେକ୍ଟ୍ରିକ୍ ସ୍କୁଟର ଅଧିକ ଶକ୍ତିଶାଳୀ?: ଜାଣନ୍ତୁ ପାର୍ଥକ୍ୟ

January 15, 2026

ପୁଣି JEE ମେନ୍ ପରୀକ୍ଷା ତାରିଖ ପରିବର୍ତ୍ତନ କଲା NTA: ଏବେ ଜାନୁଆରୀ 23 ରେ ହେବ ନାହିଁ ପରୀକ୍ଷା

January 15, 2026

କେରଳର SAI ହଷ୍ଟେଲରେ ଦୁଇ ନାବାଳିକା ଖେଳାଳିଙ୍କ ସନ୍ଦେହଜନକ ମୃତ୍ୟୁ: ଝୁଲନ୍ତା ଅବସ୍ଥାରେ ମୃତଦେହ ଉଦ୍ଧାର

January 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.