Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟରେ ଆଜି ୧୮ ଆକ୍ରାନ୍ତ ଚିହ୍ନଟ, ୧୦୦ ତଳକୁ ଖସିଲା ସକ୍ରିୟ ରୋଗୀଙ୍କ ସଂଖ୍ୟା
ଆଜିର ଖବର

ରାଜ୍ୟରେ ଆଜି ୧୮ ଆକ୍ରାନ୍ତ ଚିହ୍ନଟ, ୧୦୦ ତଳକୁ ଖସିଲା ସକ୍ରିୟ ରୋଗୀଙ୍କ ସଂଖ୍ୟା

May 5, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଆଜି ରାଜ୍ୟରେ ୧୮ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୦-୧୮ ବର୍ଷର ୪ ଜଣ ଅଛନ୍ତି। ସେହିପରି ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୧ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୭ ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…

ବାଲେଶ୍ଵର ଜିଲ୍ଲାରୁ- ୧

ବଲାଙ୍ଗୀରି ଜିଲ୍ଲାରୁ- ୧

କେନ୍ଦୁଝର ଜିଲ୍ଲାରୁ- ୧

ଖୋର୍ଦ୍ଧା ଜିଲ୍ଲାରୁ- ୭

ନୂଆପଡା ଜିଲ୍ଲାରୁ- ୩

ସମ୍ବଲପୁର ଜିଲ୍ଲାରୁ- ୨

ସୋନପୁର ଜିଲ୍ଲାରୁ- ୧

ଷ୍ଟେଟ ପୁଲରୁ- ୧

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୮୮ ହଜାର ୧୦୩ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୭୮ ହଜାର ୮୨୫ ଏବଂ ବର୍ତ୍ତମାନ ୯୯ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

ଆକ୍ରାନ୍ତ ଚିହ୍ନଟ ଓଡିଶା ସକ୍ରିୟ ରୋଗୀ
Share. Facebook Twitter LinkedIn Email WhatsApp Copy Link

Related Posts

ଅକ୍ଟୋବର ୨୬ରୁ ଯୁକ୍ତ ଦୁଇ ପରୀକ୍ଷାର୍ଥୀଙ୍କ ଫର୍ମ ଫିଲଅପ୍

September 25, 2026

ଜମୁଇ ଘଟଣା: ପୋଲିସର ଏନକାଉଣ୍ଟରରେ ଖୁସିବ୍ୟକ୍ତ କଲେ ପୀଡ଼ିତାଙ୍କ ମା’

September 25, 2026

ସୁପ୍ରିମକୋର୍ଟରେ ପୁଣି ଘୁଞ୍ଚିଲା ଓଡ଼ିଶା ଡିଜିପି ନିଯୁକ୍ତି ମାମଲା

September 25, 2026

ସୋଆ ଆଇଡିଏସ୍ ପ୍ରଫେସର ଜାତୀୟ ସଂସ୍ଥାର ସଭାପତି ନିର୍ବାଚିତ

September 25, 2026
Latest News

ଅକ୍ଟୋବର ୨୬ରୁ ଯୁକ୍ତ ଦୁଇ ପରୀକ୍ଷାର୍ଥୀଙ୍କ ଫର୍ମ ଫିଲଅପ୍

September 25, 2026

ଜମୁଇ ଘଟଣା: ପୋଲିସର ଏନକାଉଣ୍ଟରରେ ଖୁସିବ୍ୟକ୍ତ କଲେ ପୀଡ଼ିତାଙ୍କ ମା’

September 25, 2026

ସୁପ୍ରିମକୋର୍ଟରେ ପୁଣି ଘୁଞ୍ଚିଲା ଓଡ଼ିଶା ଡିଜିପି ନିଯୁକ୍ତି ମାମଲା

September 25, 2026

ସୋଆ ଆଇଡିଏସ୍ ପ୍ରଫେସର ଜାତୀୟ ସଂସ୍ଥାର ସଭାପତି ନିର୍ବାଚିତ

September 25, 2026

ଭୁବନେଶ୍ୱର ବିମାନବନ୍ଦରରୁ ବନ୍ଦ ରହିଛି ବିଦେଶୀ ଉଡ଼ାଣ

September 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.