Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଗତ ୨୪ ଘଣ୍ଟା ମଧ୍ୟରେ ୩,୮୦୫ ଆକ୍ରାନ୍ତ ଚିହ୍ନଟ, ୨୨ ମୃତ୍ୟୁ
ଆଜିର ଖବର

ଗତ ୨୪ ଘଣ୍ଟା ମଧ୍ୟରେ ୩,୮୦୫ ଆକ୍ରାନ୍ତ ଚିହ୍ନଟ, ୨୨ ମୃତ୍ୟୁ

May 7, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ପୁଣିଥରେ ଭାରତରେ କରୋନା ମାମଲାରେ ବୃଦ୍ଧି ହେଉଛି। ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଦ୍ଵାରା ପ୍ରକାଶିତ ରିପୋର୍ଟ ଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩ ହଜାର ୮୦୫ ଜଣ କରୋନାରେ ସଂକ୍ରମିତ ହୋଇଛନ୍ତି। ଗତକାଲି ଅର୍ଥାତ୍ ମଇ ୬ ତାରିଖରେ ୩ ହଜାର ୫୪୫ ନୂତନ ମାମଲା ଚିହ୍ନଟ କରାଯାଇଥିଲା। ଏହି ସମୟରେ ୨୭ ଜଣ ରୋଗୀଙ୍କ ମୃତ୍ୟୁ ମଧ୍ୟ ହୋଇଥିଲା।

ଏଥି ସହିତ ଆଜିର ରିପୋର୍ଟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଏହି ସଂକ୍ରମଣ ହେତୁ ୨୨ ଜଣ ରୋଗୀଙ୍କ ମୃତ୍ୟୁ ଘଟିଛି। ଏହି ସମୟରେ ୩ ହଜାର ୧୬୮ ରୋଗୀ ଏହି ସଂକ୍ରମଣରୁ ଆରୋଗ୍ୟ ଲାଭ କରିଛନ୍ତି। ସକ୍ରିୟ ମାମଲାଗୁଡ଼ିକ ବିଷୟରେ କହିବାକୁ ଗଲେ, ବର୍ତ୍ତମାନ ଦେଶରେ ସକ୍ରିୟ ମାମଲା ୨୦ ହଜାର ୩୦୩ କୁ ବୃଦ୍ଧି ପାଇଛି।

କରୋନା ମାମଲା ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ
Share. Facebook Twitter LinkedIn Email WhatsApp Copy Link

Related Posts

ଭାରତକୁ ଆସୁଥିବା ଶିବାଲିକ୍ ଏବଂ ନନ୍ଦା ଦେବୀ ଜାହାଜରେ କେତେ ଦିନର ଏଲପିଜି ଅଛି?: ଜାଣନ୍ତୁ….

March 16, 2026

ବାଂଲାଦେଶ ଠାରୁ ହାରିବା ପରେ ପାକିସ୍ତାନ ଉପରେ ଉଠିଲା ପ୍ରଶ୍ନ: ମୋହସିନ୍ ନକଭିଙ୍କୁ କଟାକ୍ଷ

March 16, 2026

ଏସସିବି ଅଗ୍ନିକାଣ୍ଡ ମାମଲା: ମୃତକଙ୍କ ପରିବାରକୁ ଅନୁକମ୍ପା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ

March 16, 2026

ରାଜ୍ୟସଭା ନିର୍ବାଚନ: ଉପାସନା ମହାପାତ୍ରଙ୍କ ଭୋଟକୁ ବିରୋଧ କଲେ ବିରୋଧୀ

March 16, 2026
Latest News

ଭାରତକୁ ଆସୁଥିବା ଶିବାଲିକ୍ ଏବଂ ନନ୍ଦା ଦେବୀ ଜାହାଜରେ କେତେ ଦିନର ଏଲପିଜି ଅଛି?: ଜାଣନ୍ତୁ….

March 16, 2026

ବାଂଲାଦେଶ ଠାରୁ ହାରିବା ପରେ ପାକିସ୍ତାନ ଉପରେ ଉଠିଲା ପ୍ରଶ୍ନ: ମୋହସିନ୍ ନକଭିଙ୍କୁ କଟାକ୍ଷ

March 16, 2026

ଏସସିବି ଅଗ୍ନିକାଣ୍ଡ ମାମଲା: ମୃତକଙ୍କ ପରିବାରକୁ ଅନୁକମ୍ପା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ

March 16, 2026

“ଉପାସନା ମହାପାତ୍ରଙ୍କ ଭୋଟ ଆଚରଣ ବିଧି ଉଲ୍ଲଂଘନ କରେ’: ଅଭିଯୋଗ କଲେ ନବୀନ ପଟ୍ଟନାୟକ

March 16, 2026

ରାଜ୍ୟସଭା ନିର୍ବାଚନ: ଉପାସନା ମହାପାତ୍ରଙ୍କ ଭୋଟକୁ ବିରୋଧ କଲେ ବିରୋଧୀ

March 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.