Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଇଏଏସ ପୂଜା ସିଙ୍ଘଲଙ୍କ ସହିତ ଜଡିତ ୧୮ ରୁ ଅଧିକ ସ୍ଥାନରେ ଇଡିର ଚଢାଉ, ମିଳିଲା ୧୯.୩୧ କୋଟି
ଆଜିର ଖବର

ଆଇଏଏସ ପୂଜା ସିଙ୍ଘଲଙ୍କ ସହିତ ଜଡିତ ୧୮ ରୁ ଅଧିକ ସ୍ଥାନରେ ଇଡିର ଚଢାଉ, ମିଳିଲା ୧୯.୩୧ କୋଟି

May 7, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଝାଡଖଣ୍ଡର ଖୁଣ୍ଟି ଜିଲ୍ଲାର ମନରେଗା ପାଣ୍ଠିରୁ ୧୮ କୋଟି ଟଙ୍କାରୁ ଅଧିକ ଟଙ୍କା ହଡପ କରିଥିବା ଅଭିଯୋଗରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଝାଡଖଣ୍ଡର ଖଣି ସଚିବ ପୂଜା ସିଙ୍ଘଲ ଏବଂ ତାଙ୍କ ସମ୍ପର୍କୀୟଙ୍କ ଉପରେ ଚଢାଉ କରିଛି। ରାଞ୍ଚିରେ ଦୁଇଟି କୋଠରୀ ଉପରେ ଚଢାଉ ବେଳେ ଏଜେନ୍ସି ମୋଟ ୧୯.୩୧ କୋଟି ଟଙ୍କା ପାଇଛି।

ସୂଚନାନୁସାରେ, ଆଇଏଏସ୍ ଅଧିକାରୀ ପୂଜା ସିଙ୍ଘଲଙ୍କ ସହ ତିନୋଟି ମାମଲା ରହିଛି। ଆଯ ବହିର୍ଭୂତ ସମ୍ପତ୍ତି, ବେଆଇନ ଖଣି ଏବଂ ମନରେଗା ଦୁର୍ନୀତି। ପୂଜା ସିଙ୍ଘଲଙ୍କ ସହିତ ଜଡିତ ୧୮ ରୁ ଅଧିକ ସ୍ଥାନରେ ଇଡି ଶୁକ୍ରବାର ଦିନ ଚଢାଉ କରିଛି। ଅଧିକାଂଶ ଚଢାଉ ଝାଡଖଣ୍ଡରେ ହୋଇଛି। ଇଡି ୧୯ କୋଟି ଟଙ୍କା ନଗଦ ଜବତ କରିଛି।

ଝାଡ଼ଖଣ୍ଡ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ
Share. Facebook Twitter LinkedIn Email WhatsApp Copy Link

Related Posts

ବ୍ରହ୍ମପୁରରେ ତିନିଦିନିଆ ପ୍ରଦର୍ଶନୀ: ୧୨ ବର୍ଷରେ ଭାରତର ପ୍ରଗତି ହେଲା ପ୍ରଦର୍ଶିତ

August 21, 2026

କାର୍ଯ୍ୟ କ୍ଷେତ୍ରରେ ମହିଳାମାନଙ୍କ ଯୌନ ନିର୍ଯ୍ୟାତନା ଅଧିନିୟମ ୨୦୧୩ କର୍ମଶାଳା

August 21, 2026

ରେଢ଼ାଖୋଲରେ ବିଦ୍ୟୁତ ତାର ଚୋରି ରାକେଟର ପର୍ଦ୍ଦାଫାସ: ୧୨ ଗିରଫ

August 21, 2026

ପୂର୍ବତଟ ରେଳପଥ ସ୍କାଉଟ୍ସ ଏବଂ ଗାଇଡ୍ସର ରାଜ୍ୟ ପରିଷଦ ବୈଠକ ଅନୁଷ୍ଠିତ

August 21, 2026
Latest News

ବ୍ରହ୍ମପୁରରେ ତିନିଦିନିଆ ପ୍ରଦର୍ଶନୀ: ୧୨ ବର୍ଷରେ ଭାରତର ପ୍ରଗତି ହେଲା ପ୍ରଦର୍ଶିତ

August 21, 2026

କାର୍ଯ୍ୟ କ୍ଷେତ୍ରରେ ମହିଳାମାନଙ୍କ ଯୌନ ନିର୍ଯ୍ୟାତନା ଅଧିନିୟମ ୨୦୧୩ କର୍ମଶାଳା

August 21, 2026

ରେଢ଼ାଖୋଲରେ ବିଦ୍ୟୁତ ତାର ଚୋରି ରାକେଟର ପର୍ଦ୍ଦାଫାସ: ୧୨ ଗିରଫ

August 21, 2026

ପୂର୍ବତଟ ରେଳପଥ ସ୍କାଉଟ୍ସ ଏବଂ ଗାଇଡ୍ସର ରାଜ୍ୟ ପରିଷଦ ବୈଠକ ଅନୁଷ୍ଠିତ

August 21, 2026

ଇଣ୍ଡିଗୋ ଯାତ୍ରୀଙ୍କ ପାଇଁ ବଡ଼ ସତର୍କତା: ବିଜ୍ଞପ୍ତି ଜାରି କଲା ବିମାନ କମ୍ପାନୀ

August 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.