Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଚର୍ଚ୍ଚରେ ବନ୍ଧୁକଧାରୀଙ୍କ ଆକ୍ରମଣ : ୬ ମୃତ
ଆଜିର ଖବର

ଚର୍ଚ୍ଚରେ ବନ୍ଧୁକଧାରୀଙ୍କ ଆକ୍ରମଣ : ୬ ମୃତ

April 30, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଆଫ୍ରିକାର ବୁର୍କିନା ଫାସୋରେ ଏକ ଚର୍ଚ୍ଚ ଉପରେ ବନ୍ଧୁକଧାରୀ ଆତତାୟୀ ଆକ୍ରମଣ କରିବା ଫଳରେ ୬ଜଣଙ୍କ ପ୍ରାଣହାନି ଘଟିଛି । ମୃତକଙ୍କ ମଧ୍ୟରେ ଜଣେ ପାଷ୍ଟର ରହିଛନ୍ତି । ରବିବାର ରାତି ଗୋଟିଏରେ କିଛି ଅଜଣା ଆତତାୟୀ ଏକ ବାଇକ୍‌ ଯୋଗେ ଆସି ଆଖିବୁଜା ଗୁଳିଚାଳନା କରିଥିଲେ । ପାଷ୍ଟର ଏବଂ କିଛି ଭକ୍ତ ଚର୍ଚ୍ଚରୁ ଫେରୁଥିବା ସମୟରେ ଏହି ଆକ୍ରମଣ ଘଟିଥିଲା । ଏହି ଘଟଣାରେ୬ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ୧୦ରୁ ଅଧିକ ଆହତ ହୋଇଛନ୍ତି । ଶ୍ରୀଲଙ୍କା ବୋମା ବିସ୍ଫୋରଣର ଏକ ସପ୍ତାହ ପରେ ଚର୍ଚ୍ଚ ଉପରେ ଏହା ଦ୍ବିତୀୟ ଆକ୍ରମଣ ହୋଇଥିବା ବେଳେ ଏନେଇ କୌଣସି ସଙ୍ଗଠନ ନିଜକୁ ଦାୟୀ କରିନାହାନ୍ତି । ଆହତ ମାନଙ୍କ ମଧ୍ୟରୁ ଦୁଇ ଜଣ ଗୁରୁତର ଥିବାରୁ ମୃତ୍ୟୁ ସଂଖ୍ୟା ବଢିବାର ଆଶଙ୍କା ଦେଖାଦେଇଛି ।

Share. Facebook Twitter LinkedIn Email WhatsApp Copy Link

Related Posts

KKRକୁ ପରାସ୍ତ କରିବା ପରେ LSG ର ବଡ଼ ଲମ୍ଫ: ପଢନ୍ତୁ IPL ପଏଣ୍ଟ ଟେବୁଲର ସ୍ଥିତି

April 10, 2026

ଆଜି ରାଜ୍ୟ କ୍ୟାବିନେଟ୍‌ ବୈଠକ : ଆସିବ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ

April 10, 2026

ଆସନ୍ତା ୧୨ ସନ୍ଧ୍ୟା ୬:୩୦ରେ ପ୍ରଥମଥର ପାଇଁ ଟିଭିରେ ଦେଖିବେ ସୁପରହିଟ୍ ଫିଲ୍ମ ‘କୁହୁଡ଼ି’

April 10, 2026

ଦୁର୍ଘଟଣାଗ୍ରସ୍ତ ଲୋକଙ୍କୁ ମିଳିବ କ୍ୟାସଲେସ୍ ଚିକିତ୍ସା

April 10, 2026
Latest News

ରାଜ୍ୟସଭା ସଦସ୍ୟ ଭାବରେ ଶପଥ ନେଲେ ନୀତିଶ କୁମାର: ଏବେ ମୁଖ୍ୟମନ୍ତ୍ରୀ ପଦରୁ ଦେବେ କି ଇସ୍ତଫା?

April 10, 2026

KKRକୁ ପରାସ୍ତ କରିବା ପରେ LSG ର ବଡ଼ ଲମ୍ଫ: ପଢନ୍ତୁ IPL ପଏଣ୍ଟ ଟେବୁଲର ସ୍ଥିତି

April 10, 2026

ଆଜି ରାଜ୍ୟ କ୍ୟାବିନେଟ୍‌ ବୈଠକ : ଆସିବ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ

April 10, 2026

ଆସନ୍ତା ୧୨ ସନ୍ଧ୍ୟା ୬:୩୦ରେ ପ୍ରଥମଥର ପାଇଁ ଟିଭିରେ ଦେଖିବେ ସୁପରହିଟ୍ ଫିଲ୍ମ ‘କୁହୁଡ଼ି’

April 10, 2026

ଦୁର୍ଘଟଣାଗ୍ରସ୍ତ ଲୋକଙ୍କୁ ମିଳିବ କ୍ୟାସଲେସ୍ ଚିକିତ୍ସା

April 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.