Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସମ୍ ଅଲ୍ଟିମେଟ୍ ମେଡିକେୟାରର କ୍ରିଟିକାଲ୍ କେୟାର ବିଭାଗ ମୁଖ୍ୟ ସମ୍ମାନିତ
ଆଜିର ଖବର

ସମ୍ ଅଲ୍ଟିମେଟ୍ ମେଡିକେୟାରର କ୍ରିଟିକାଲ୍ କେୟାର ବିଭାଗ ମୁଖ୍ୟ ସମ୍ମାନିତ

May 7, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ସମ ଅଲ୍ଟିମେଟ ମେଡିକେୟାରର କ୍ରିଟିକାଲ୍ କେୟାର ବିଭାଗ ମୁଖ୍ୟ ଡାକ୍ତର ବାନାମ୍ବର ରାୟଙ୍କୁ ଗତ ମେ ୫ ତାରିଖ ଦିନ ଗଙ୍ଗା ଆନେସ୍‌ଥେସିଆ ରିଫ୍ରେଶର କୋର୍ସ (ଗାର୍କ)ର ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ସମ୍ମାନଜନକ ମେଂଟର ଆୱାର୍ଡରେ ସମ୍ବର୍ଦ୍ଧିତ କରାଯାଇଛି।

କୋଏମ୍ବାଟୁର ସ୍ଥିତ ଗଙ୍ଗା ହସ୍ପିଟାଲ୍‌ରେ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଏହି ସମ୍ମାନ ଗ୍ରହଣ କରିଛନ୍ତି ଡାକ୍ତର ରାୟ। ଆନେସ୍‌ଥେସିଆରେ ପ୍ରଥମ ଥର ପାଇଁ ଏହି ଆୱାର୍ଡ ଦିଆଯାଇଛି।
ଡାକ୍ତର ରାୟଙ୍କ ସମେତ ଅନ୍ୟ ଚାରି ଜଣ ଡାକ୍ତରଙ୍କୁ ମଧ୍ୟ ଏହି ସମ୍ମାନ ପ୍ରଦାନ କରାଯାଇଛି। ସେମାନେ ହେଲେ କୋଲକାତାର ବ୍ରିଗେଡିୟର ଆର.ସେଟଲୁର, ଲୁଧିଆନାର ଡାକ୍ତର ଅଭତାର ସିଂହ, ମୁମ୍ବାଇର ଡାକ୍ତର ଦିପଙ୍କର ଦାସଗୁପ୍ତା ଏବଂ ଚେନ୍ନାଇର ଡାକ୍ତର ଭି. ନାଗାସ୍ୱାମୀ।

ଦୀର୍ଘ ବର୍ଷ ଧରି କାର୍ଯ୍ୟଶୈଳୀର ଗୁଣାବତା ଏବଂ ନିଜ ସହକର୍ମୀ ଓ ଛାତ୍ରଛାତ୍ରୀମାନଙ୍କ ସହିତ ବୃତ୍ତିଗତ ଉତ୍କର୍ଷତାକୁ ଅନୁଧ୍ୟାନ କରି ଏହି ସମ୍ମାନ ପ୍ରଦାନ କରାଯାଇଛି।

“ଆନେସ୍‌ଥେସିଆ ଲିଡରସିପ୍ ସମିଟ” ନାମରେ ଆୟୋଜିତ ହୋଇଥିବା ଏହି ସମ୍ମାନସ୍ପଦ ଉତ୍ସବରେ ଆନେସ୍‌ଥେସିଓଲୋଜି କ୍ଷେତ୍ରର ପ୍ରତିଷ୍ଠିତ ବ୍ୟକ୍ତି ବିଶେଷ ଏବଂ ରୋଗୀ ସେବା କ୍ଷେତ୍ରରେ ଆଗଧାଡିରେ ଥିବା ବିଚକ୍ଷଣ ବ୍ୟକ୍ତିମାନେ ଏହି କାର୍ଯ୍ୟକ୍ରମରେ ସାମିଲ ହୋଇଥିଲେ।

ସମ ଅଲ୍ଟିମେଟ ମେଡିକେୟାର
Share. Facebook Twitter LinkedIn Email WhatsApp Copy Link

Related Posts

ପୁଣି ଜନ୍ତରମନ୍ତରଠାରେ ଆନ୍ଦୋଳନ କରିବ ସିଜେପି

October 9, 2026

ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବି: ରାଷ୍ଟ୍ରପତିଙ୍କ ଦ୍ୱାରସ୍ଥ ହେଲେ ବିରୋଧୀ ନେତା

October 9, 2026

୨ କଲରାପତରିଆ ଛାଲ ଜବତ, ୬ ଗିରଫ

October 9, 2026

୭୧ତମ ରାଜ୍ୟ ପୁଲିସ ବୃତ୍ତିଗତ ପ୍ରତିଯୋଗିତା ଉଦ୍‌ଯାପିତ

October 9, 2026
Latest News

ପୁଣି ଜନ୍ତରମନ୍ତରଠାରେ ଆନ୍ଦୋଳନ କରିବ ସିଜେପି

October 9, 2026

ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବି: ରାଷ୍ଟ୍ରପତିଙ୍କ ଦ୍ୱାରସ୍ଥ ହେଲେ ବିରୋଧୀ ନେତା

October 9, 2026

୨ କଲରାପତରିଆ ଛାଲ ଜବତ, ୬ ଗିରଫ

October 9, 2026

ଏସ୍‌ଆଇ ପରୀକ୍ଷା ଜାଲିଆତି ମାମଲା: ପ୍ରବର୍ତ୍ତନ ନିର୍ଦ୍ଦେଶାଳୟର ଛାନ୍‌ଭିନ୍‌

October 9, 2026

ଓଆଇଏସ୍ ଅଧିକାରୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଦିଗଦର୍ଶନ: ସଠିକ୍‌, ଶୀଘ୍ର ଓ ସରଳତା

October 9, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.