Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»Cyclone Breaking: ସମୁଦ୍ର ଭିତରେ ଭୀଷଣ ରୂପ ଧାରଣ କଲା ବାତ୍ୟା ଅସାନୀ
ଆଜିର ଖବର

Cyclone Breaking: ସମୁଦ୍ର ଭିତରେ ଭୀଷଣ ରୂପ ଧାରଣ କଲା ବାତ୍ୟା ଅସାନୀ

May 8, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
Cyclone Breaking: ସମୁଦ୍ର ଭିତରେ ଭୀଷଣ ରୂପ ଧାରଣ କଲା ବାତ୍ୟା ଅସାନୀ

ଭୁବନେଶ୍ବର: ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ସୃଷ୍ଟ ବାତ୍ୟା ‘ଅସାନି’ ସମୁଦ୍ର ଭିତରେ ଭୀଷଣ ରୂପ ଧାରଣ କରିଛି। ଆଜି ସକାଳେ ଏହା କେବଳ ବାତ୍ୟା ରୂପ ନେଇଥିଲେ। ଏ ନେଇ ଭୁବନେଶ୍ବର ପାଣିପାଗ ବିଭାଗ ତରଫରୁ ଏହି ସୂଚନା ଦିଆଯାଇଛି।

ବର୍ତ୍ତମାନ ଭୀଷଣ ବାତ୍ୟା ଅସାନି ପୁରୀଠାରୁ ୮୮୦ କିମି ଦୂରରେ ଉତ୍ତର-ଉତ୍ତର-ପୂର୍ବ ଦିଗରେ ଦକ୍ଷିଣ-ପୂର୍ବ ତତସଂଲଗ୍ନ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ କେନ୍ଦ୍ରୀଭୂତ ହୋଇଛି। ଏହା ଗତ ୬ ଘଣ୍ଟାରେ ଘଣ୍ଟାପ୍ରତି ୧୪ କିମି ବେଗରେ ଉତ୍ତରପଶ୍ଚିମ ଦିଗ ଆଡକୁ ଗତି କରୁଛି। ଏହାର ପ୍ରଭାବରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ଦେଖାଦେଇଛି।

#CycloneAsani cyclone ବାତ୍ୟା ଅସାନୀ
Share. Facebook Twitter LinkedIn Email WhatsApp Copy Link

Related Posts

ଟାଇଟଲ୍ ଦୌଡ଼ରେ ଏବେ ଚାରୋଟି ଦଳ: ଦେଖନ୍ତୁ ଫିଫା ବିଶ୍ୱକପ୍ ର ସେମିଫାଇନାଲ କାର୍ଯ୍ୟସୂଚୀ

July 12, 2026

ICC ଟି-୨୦ ରାଙ୍କିଙ୍ଗରେ କ’ଣ ପରିବର୍ତ୍ତନ ଆସିଛି?: ଦେଖନ୍ତୁ ଶ୍ରେଷ୍ଠ ୧୦ ଦଳ

July 12, 2026

ମାଗଣା ଶିକ୍ଷାଦାନ ବ୍ୟବସ୍ଥାର ସଫଳ ରୂପାୟନ ପାଇଁ ସବୁ ବିଦ୍ୟାଳୟକୁ ସରକାରୀକରଣ କରାଯାଉ: ଓଷ୍ଟା

July 12, 2026

ହର୍ମୁଜରେ ବାଣିଜ୍ୟିକ ଜାହାଜ ଉପରେ ଆକ୍ରମଣ କଲା ଇରାନ: ଭାରତର କଡ଼ା ପ୍ରତିକ୍ରିୟା

July 12, 2026
Latest News

ଟାଇଟଲ୍ ଦୌଡ଼ରେ ଏବେ ଚାରୋଟି ଦଳ: ଦେଖନ୍ତୁ ଫିଫା ବିଶ୍ୱକପ୍ ର ସେମିଫାଇନାଲ କାର୍ଯ୍ୟସୂଚୀ

July 12, 2026

ICC ଟି-୨୦ ରାଙ୍କିଙ୍ଗରେ କ’ଣ ପରିବର୍ତ୍ତନ ଆସିଛି?: ଦେଖନ୍ତୁ ଶ୍ରେଷ୍ଠ ୧୦ ଦଳ

July 12, 2026

ମାଗଣା ଶିକ୍ଷାଦାନ ବ୍ୟବସ୍ଥାର ସଫଳ ରୂପାୟନ ପାଇଁ ସବୁ ବିଦ୍ୟାଳୟକୁ ସରକାରୀକରଣ କରାଯାଉ: ଓଷ୍ଟା

July 12, 2026

ହର୍ମୁଜରେ ବାଣିଜ୍ୟିକ ଜାହାଜ ଉପରେ ଆକ୍ରମଣ କଲା ଇରାନ: ଭାରତର କଡ଼ା ପ୍ରତିକ୍ରିୟା

July 12, 2026

ଭାରତ-ଇଣ୍ଡୋନେସିଆ ସମ୍ପର୍କ: ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ପ୍ରଶଂସା କଲେ ପାକିସ୍ତାନର ପୂର୍ବତନ ରାଷ୍ଟ୍ରଦୂତ

July 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.