Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସୋମବାର ଦିନ ସ୍ବର୍ଗଦ୍ବାରରେ ହେବ ରଜତ କରଙ୍କ ଶେଷକୃତ୍ୟ
ଆଜିର ଖବର

ସୋମବାର ଦିନ ସ୍ବର୍ଗଦ୍ବାରରେ ହେବ ରଜତ କରଙ୍କ ଶେଷକୃତ୍ୟ

May 8, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
ସୋମବାର ଦିନ ସ୍ବର୍ଗଦ୍ବାରରେ ହେବ ରଜତ କରଙ୍କ ଶେଷକୃତ୍ୟ

ଭୁବନେଶ୍ବର: ସୋମବାରଦିନ ପ୍ରଖ୍ୟାତ ସାହିତ୍ୟିକ, ଗବେଷକ ରଜତ କରଙ୍କ ଶେଷକୃତ୍ୟ ସଂପର୍ଣ୍ଣ ହେବ। ଏ ନେଇ ତାଙ୍କ ସଂପର୍କୀୟ ସୂଚନା ଦେଇଛନ୍ତି। ବର୍ତ୍ତମାନ ତାଙ୍କର ମରଶରୀର ଡାକ୍ତରଖାନାରେ ରଖାଯାଇଛି। ଆସନ୍ତାକାଲି ତାଙ୍କ ମରଶରୀରକୁ ତାଙ୍କ ବାସଭବନକୁ ନିଆଯିବ। ବାଙ୍ଗାଲୁରୁରେ ରହୁଥିବା ତାଙ୍କର ସାନ ଝିଅ ପହଞ୍ଚିବା ପରେ ମରଶରୀର ପୁରୀ ନିଆଯିବ। ସ୍ବର୍ଗଦ୍ବାରରେ ତାଙ୍କର ଶେଷକୃତ୍ୟ ସଂପର୍ଣ୍ଣ କରାଯିବ।

ରଜତ କରଙ୍କ ଶେଷକୃତ୍ୟ ରାଷ୍ଟ୍ରୀୟ ମର୍ଯ୍ୟଦା ସହ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି। ସେହି ଅନୁସାରେ ଜିଲ୍ଲା ପ୍ରଶାସନ ତରଫରୁ ସ୍ବର୍ଗଦ୍ବାରରେ ବନ୍ଦୋବସ୍ତ କରାଯାଇଛି। ସେ ଆଜି ସଂଧ୍ୟାରେ 88 ବର୍ଷ ବୟସରେ ପରଲୋକ ଗମନ କରିଛନ୍ତି।

ପଦ୍ମଶ୍ରୀ ରଜତ କର ରଜତ କର
Share. Facebook Twitter LinkedIn Email WhatsApp Copy Link

Related Posts

କ୍ୟାବିନେଟ୍ ବୈଠକ: ୬ ବିଭାଗର ୧୧ ପ୍ରସ୍ତାବକୁ ମଞ୍ଜୁରୀ

August 2, 2026

‘ବୃକ୍ଷ ହିଁ ଜୀବନ’ ପ୍ରବନ୍ଧ ପ୍ରତିଯୋଗିତା : ପରିବେଶ ସୁରକ୍ଷାର ବାର୍ତ୍ତା ଦେଲେ କୁନି ପ୍ରତିଭା

August 2, 2026

ଯୁଯୁମୁରା ଉପବଜାର ପ୍ରାଙ୍ଗଣରେ ମେଗା ରକ୍ତଦାନ ଶିବିର

August 2, 2026

ବନ୍ୟା ପ୍ରଭାବିତ ଅଞ୍ଚଳରେ ଓମ୍‌ଫେଡ୍‌ ପକ୍ଷରୁ ବ୍ୟାପକ ଗୋଖାଦ୍ୟ ବଣ୍ଟନ; ୪ ଦିନରେ ୫୦୪ ମେଟ୍ରିକ୍ ଟନ୍ ବିତରଣ, ଲକ୍ଷ୍ୟ ୧୦୦୦ ମେଟ୍ରିକ୍ ଟନ୍

August 1, 2026
Latest News

କ୍ୟାବିନେଟ୍ ବୈଠକ: ୬ ବିଭାଗର ୧୧ ପ୍ରସ୍ତାବକୁ ମଞ୍ଜୁରୀ

August 2, 2026

‘ବୃକ୍ଷ ହିଁ ଜୀବନ’ ପ୍ରବନ୍ଧ ପ୍ରତିଯୋଗିତା : ପରିବେଶ ସୁରକ୍ଷାର ବାର୍ତ୍ତା ଦେଲେ କୁନି ପ୍ରତିଭା

August 2, 2026

ଯୁଯୁମୁରା ଉପବଜାର ପ୍ରାଙ୍ଗଣରେ ମେଗା ରକ୍ତଦାନ ଶିବିର

August 2, 2026

ବନ୍ୟା ପ୍ରଭାବିତ ଅଞ୍ଚଳରେ ଓମ୍‌ଫେଡ୍‌ ପକ୍ଷରୁ ବ୍ୟାପକ ଗୋଖାଦ୍ୟ ବଣ୍ଟନ; ୪ ଦିନରେ ୫୦୪ ମେଟ୍ରିକ୍ ଟନ୍ ବିତରଣ, ଲକ୍ଷ୍ୟ ୧୦୦୦ ମେଟ୍ରିକ୍ ଟନ୍

August 1, 2026

ବନ୍ୟା ପରିସ୍ଥିତି ରିଲିଫ୍‌ ଓ ପୁନରୁଦ୍ଧାର କାର୍ଯ୍ୟ ତଦାରଖ ପାଇଁ ଚାରି ମନ୍ତ୍ରୀଙ୍କୁ ଦାୟିତ୍ୱ ଦେଲେ ମୁଖ୍ୟମନ୍ତ୍ରୀ

August 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.