Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କେନେଥ୍‌ରେ ମୃତ୍ୟୁ ସଂଖ୍ୟା ୩୮ ଛୁଇଁଲା
ଆଜିର ଖବର

କେନେଥ୍‌ରେ ମୃତ୍ୟୁ ସଂଖ୍ୟା ୩୮ ଛୁଇଁଲା

April 30, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
In this photo taken on Friday, March 15, 2019 and provided by the International Red Cross, an aerial view of the destruction of homes after Tropical Cyclone Idai, in Beira, Mozambique. Mozambique's President Filipe Nyusi says that more than 1,000 may have by killed by Cyclone Idai, which many say is the worst in more than 20 years. Speaking to state Radio Mozambique, Nyusi said Monday, March 18 that although the official death count is currently 84, he believes the toll will be more than 1,000. (Denis Onyodi/IFRC via AP)

ମୋଜାମ୍ବିକ୍‌ରେ ଝଡବାତ୍ୟା କେନେଥ୍‌ ତାଣ୍ଡବ ମଚାଇଛି । ଏହି ଝଡବାତ୍ୟାର ପ୍ରଭାବରେ ବର୍ତ୍ତମାନ ସୁଦ୍ଧା ୩୮ ଜଣଙ୍କ ପ୍ରାଣହାନି ଘଟିଛି । ସୋମବାର ଏହି ବାତ୍ୟା ମୋଜାମ୍ବିକ୍‌ ଏବଂ କୋମୋରସ୍‌ରେ ଭୂପୃଷ୍ଠ ଛୁଇଁବା ପରେ ଏହାର ତାଣ୍ଡବ ଦେଖିବାକୁ ମିଳିଛି । ଏହି ଘଟଣାରେ କମରସ୍‌ରେ ୪ ଜଣଙ୍କ ମୃତ୍ୟୁ ହୋଇଥିବା ଜଣା ପଡିଛି । ପୂର୍ବରୁ ଗତ ମାସରେ ବାତ୍ୟା ଇଡାଇରେ ମୋଜାମ୍ବିକ୍‌ରେ ୨୫୬ ଜଣଙ୍କ ମୃତ୍ୟୁ ହୋଇଥିଲା । ବାତ୍ୟାର ପ୍ରଭାବ କମି ଯାଇଥିଲେ ମଧ୍ୟ ଆସନ୍ତା ୫ ଦିନ ମଧ୍ୟରେ ୫୦୦ ମିମି ବର୍ଷାର ପୂର୍ବାନୁମାନ ଲଗାଇଛି ପାଣିପାଗ ବିଭାଗ ଯାହାକି ବନ୍ୟାର ଆଶଙ୍କା ବଢାଇଛି । କେନେଥ୍‌ ପ୍ରଭାବରେ ୩୪୦୦ ଘର ନଷ୍ଟ ହୋଇଯାଇଥିବା ବେଳେ ୧୮ହଜାରରୁ ଅଧିକ ଲୋକଙ୍କୁ ନିରାପଦ ସ୍ଥାନକୁ ସ୍ଥାନାନ୍ତର କରାଯାଇଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟ ନୀତି ଆୟୋଗ ନୋଡାଲ ଅଫିସରଙ୍କ ନାକଟିଦେଉଳ ବ୍ଲକ ପରିଦର୍ଶନ

February 26, 2026

ପ୍ରଦେଶ ମହିଳା କଂଗ୍ରେସ ପକ୍ଷରୁ କେନ୍ଦ୍ରମନ୍ତ୍ରୀ ହରଦିପ ସିଂ ପୁରୀଙ୍କ କୁଶପୁତଳିକା ଦାହ

February 26, 2026

୫୪ତମ ରାଜ୍ୟ ପୋଲିସ ବନ୍ଧୁକ ଚାଳନା ପ୍ରତିଯୋଗିତା ଉଦଘାଟିତ

February 26, 2026

ସ୍ନାତକୋତ୍ତର ପାଠ୍ୟକ୍ରମରେ ନାମଲେଖା ଶୀଘ୍ର ଆରମ୍ଭ କରିବା ପାଇଁ ଉଚ୍ଚଶିକ୍ଷା ବିଭାଗ ତରଫରୁ ନିଷ୍ପତ୍ତି

February 26, 2026
Latest News

ଏଆଇ ମାଧ୍ୟମରେ ଭାରତୀୟ ସ୍ୱାସ୍ଥ୍ୟସେବାରେ ପରିବର୍ତ୍ତନ 

February 26, 2026

ରାଜ୍ୟ ନୀତି ଆୟୋଗ ନୋଡାଲ ଅଫିସରଙ୍କ ନାକଟିଦେଉଳ ବ୍ଲକ ପରିଦର୍ଶନ

February 26, 2026

ନୂଆଦିଲ୍ଲୀରେ ନୂଆ ଓଡିଶା ଭବନର ଭିତ୍ତିପ୍ରସ୍ତାର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

February 26, 2026

ସାରା ଦେଶରେ ଯାତ୍ରୀ ଟର୍ମିନାଲର କ୍ଷମତା ବୃଦ୍ଧି ପାଇଁ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଲେ ରେଳ ମନ୍ତ୍ରୀ

February 26, 2026

ଯୁବ କଂଗ୍ରେସ ରାଷ୍ଟ୍ରୀୟ ସଭାପତିଙ୍କୁ ଗିରଫ ପ୍ରତିବାଦରେ ଓଡିଶା ଯୁବ କଂଗ୍ରେସର ବିକ୍ଷୋଭ

February 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.