
ଭୁବନେଶ୍ବର: ଝାରସୁଗୁଡା ଜିଲ୍ଲା ବ୍ରଜରାଜନଗର ଉପନିର୍ବାଚନ ପାଇଁ ଆଜି ବିଜେଡ଼ି ପ୍ରାର୍ଥୀ ଘୋଷଣା କରିଛି। ପୂର୍ବତନ ବିଧାୟକ ସ୍ବର୍ଗତଃ କିଶୋର କୁମାର ମହାନ୍ତିଙ୍କ ପତ୍ନୀ ଅଳକା ମହାନ୍ତିଙ୍କୁ ବ୍ରଜରାଜନଗର ଉପନିର୍ବାଚନ ପାଇଁ ବିଜେଡ଼ି ସଭାପତି ନବୀନ ପଟ୍ଟନାୟକ ପ୍ରାର୍ଥୀ ଭାବେ ମନୋନୀତ କରିଛନ୍ତି। ବ୍ରଜରାଜନଗରର
ତେବେ ବିଜେପି ଏହି ଉପନିର୍ବାଚନ ପାଇଁ ପୂର୍ବତନ ବିଧାୟିକା ରାଧାରାଣୀ ପଣ୍ଡାଙ୍କୁ ପ୍ରାର୍ଥୀ ଘୋଷଣା କରିଥିବା ବେଳେ କଂଗ୍ରେସ ପକ୍ଷରୁ ବରିଷ୍ଠ ନେତା ତଥା ପୂର୍ବତନ ବାଚସ୍ପତି କିଶୋର ପଟେଲଙ୍କୁ ପ୍ରାର୍ଥୀ କରାଯାଇଛି।