Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କଟକର ନୂଆ ଡିସିପି ଭାବେ ଯୋଗ ଦେଲେ ପିନାକ ମିଶ୍ର, କହିଲେ ଏପରି କଥା
ଆଜିର ଖବର

କଟକର ନୂଆ ଡିସିପି ଭାବେ ଯୋଗ ଦେଲେ ପିନାକ ମିଶ୍ର, କହିଲେ ଏପରି କଥା

May 9, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
କଟକର ନୂଆ ଡିସିପି ଭାବେ ଯୋଗ ଦେବା ପରେ କଣ କହିଲେ ପିନାକ ମିଶ୍ର

ଭୁବନେଶ୍ୱର: କଟକରେ ନୂତନ ଡିସିପି ଭାବେ ଯୋଗ ଦେଇଛନ୍ତି  ଆଇପିଏସ୍, ପିନାକ ମିଶ୍ର। ଆଜି କଟକ କାର୍ଯ୍ୟାଳୟରେ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀଙ୍କ ଉପସ୍ଥିତିରେ ସେ ଏହି ଦାୟିତ୍ବ ଗ୍ରହଣ କରିଛନ୍ତି। ପୂର୍ବରୁ କଟକ ଡିସିପି ଥିବା ପ୍ରତୀକ ସିଂ ଭୁବନେଶ୍ବର ଡିସିପି ଭାବେ ବଦଳି ହୋଇଛନ୍ତି। ଭୁବନେଶ୍ବର ଡିସିପି ଥିବା ଉମାଶଙ୍କର ଦାସ ଅତିରିକ୍ତ ସିପି ଭାବେ ଯୋଗ ଦେଇଛନ୍ତି। 

ନୂଆ ଦାୟିତ୍ବ ନେବା ପରେ ଅପରାଧୀଙ୍କୁ କଡା ଧମକ ଦେଇଛନ୍ତି ପିନାକ। ସେ କହିଛନ୍ତି ଯେ, କଟକରେ ଯେଉଁମାନେ ଅପରାଧିକ କାର୍ଯ୍ୟକଳାପରେ ଜଡିତ ଅଛନ୍ତି ସେମାନେ ସେଥିରୁ ନିବତ ରୁହନ୍ତୁ। ଅପରାଧ ଛାଡ ନଚେତ କଟକ ଛାଡ ବୋଲି ଚରମ ବାଣୀ ଶୁଣାଇଛନ୍ତି ପିନାକ।

ପିନାକ ମିଶ୍ର
Share. Facebook Twitter LinkedIn Email WhatsApp Copy Link

Related Posts

ସତ୍ୟାନନ୍ଦ ଦାସ ମହାରାଜଙ୍କ ସ୍ବନକ୍ଷତ୍ରରେ “ଗୁରୁକୃପା ସମ୍ମାନ”ରେ ସମ୍ମାନିତ ହେଲେ ଡଃ ଆର୍ଯ୍ୟ କୁମାର ଜ୍ଞାନେନ୍ଦ୍ର

February 22, 2026

ନ୍ୟାୟ ରାଷ୍ଟ୍ର ପରିଚାଳନାରେ ଇଞ୍ଜିନ୍ ସଦୃଶ: ନ୍ୟାୟମୂର୍ତ୍ତି ଶଶିକାନ୍ତ ମିଶ୍ର

February 22, 2026

ସୁରକ୍ଷା ବାହିନୀକୁ ବଡ଼ ସଫଳତା: ତୃତୀୟ ଆତଙ୍କବାଦୀର ମୃତଦେହ ଉଦ୍ଧାର

February 22, 2026

ବାଂଲାଦେଶକୁ ପରାସ୍ତ କରି ଲଗାତାର ଦ୍ୱିତୀୟ ଥର ପାଇଁ ଏସିଆ କପ୍ ଜିତିଲା ଭାରତ

February 22, 2026
Latest News

ସୁପର-୮ ରେ ସୁପର ଫ୍ଲପ୍: ଦକ୍ଷିଣ ଆଫ୍ରିକାଠାରୁ ୭୬ ରନରେ ହାରିଲା ଭାରତ

February 22, 2026

ସତ୍ୟାନନ୍ଦ ଦାସ ମହାରାଜଙ୍କ ସ୍ବନକ୍ଷତ୍ରରେ “ଗୁରୁକୃପା ସମ୍ମାନ”ରେ ସମ୍ମାନିତ ହେଲେ ଡଃ ଆର୍ଯ୍ୟ କୁମାର ଜ୍ଞାନେନ୍ଦ୍ର

February 22, 2026

ନ୍ୟାୟ ରାଷ୍ଟ୍ର ପରିଚାଳନାରେ ଇଞ୍ଜିନ୍ ସଦୃଶ: ନ୍ୟାୟମୂର୍ତ୍ତି ଶଶିକାନ୍ତ ମିଶ୍ର

February 22, 2026

ଭାରତୀୟ କୃଷି କ୍ଷେତ୍ରରେ ପରିବର୍ତ୍ତନ ଆଣୁଛି ଏଆଇ

February 22, 2026

ସୁରକ୍ଷା ବାହିନୀକୁ ବଡ଼ ସଫଳତା: ତୃତୀୟ ଆତଙ୍କବାଦୀର ମୃତଦେହ ଉଦ୍ଧାର

February 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.