Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ରାଜ୍ୟରେ ୧୯ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ, ଜାଣନ୍ତୁ କେଉଁଠୁ କେତେ
ଆଜିର ଖବର

ଆଜି ରାଜ୍ୟରେ ୧୯ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ, ଜାଣନ୍ତୁ କେଉଁଠୁ କେତେ

May 13, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
ଆଜି ରାଜ୍ୟରେ ୧୯ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ, ଜାଣନ୍ତୁ କେଉଁଠୁ କେତେ

ଭୁବନେଶ୍ବର: ଧିରେ ଧିରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବହୁମାତ୍ରାରେ ହ୍ରାସ ପାଇବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୯ ଜଣ ନୂଆ କୋରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୧୧ ଜଣ କ୍ବାରେଣ୍ଟାଇନ ସେଣ୍ଟରରୁ ହୋଇଥିବା ବେଳେ ୮ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି। ସେଥିମଧ୍ୟରୁ ୬ ଜଣ ଶିଶୁ ମଧ୍ୟ ସଂକ୍ରମିତ ହୋଇଛନ୍ତି ।

ଆଜି ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ବାଲେଶ୍ବର ୧, କଟକରୁ ୨, ଗଜପତିରୁ ୫, ଖୋର୍ଦ୍ଧାରୁ ୪, ନୂଆପଡାରୁ ୬, ସମ୍ବଲପୁରରୁ ୧ ଓ ଷ୍ଟେଟପୁଲରୁ ଜଣେ ପଜିଟିଭ ଚିହ୍ନଟ ହୋଇଛନ୍ତି । ଫଳରେ ଆଜିର ସଂଖ୍ୟାକୁ ମିଶାଇ ରାଜ୍ୟରେ ମୋଟ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୮୮ ହଜାର ୨୭୨ରେ ପହଞ୍ଚିଛି ।

ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ସୂଚନା ଅନୁସାରେ ବର୍ତ୍ତମାନ ରାଜ୍ୟରେ ମୋଟ ୧୨୧ ସକ୍ରିୟ ମାମଲା ରହିଛି । ନୂଆ ୩୩ଜଣ ସଂକ୍ରମିତ ସୁସ୍ଥ ହୋଇଛନ୍ତି । ରାଜ୍ୟରେ ମୋଟ ୧୨ ଲକ୍ଷ ୭୮ ହଜାର ୯୭୨ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।

corona covid19 କରୋନା
Share. Facebook Twitter LinkedIn Email WhatsApp Copy Link

Related Posts

ଶାମି ଏବଂ ସିରାଜଙ୍କ ସମର୍ଥନରେ ଆସିଲେ ଏହି ଅଭିଜ୍ଞ କ୍ରିକେଟର: ଗମ୍ଭୀର କଲେ ସମାଲୋଚନା

July 21, 2026

୬୬ତମ ଓଡ଼ିଶା ରାଜ୍ୟ ଜୁନିୟର ଓ ସବ୍-ଜୁନିୟର ସନ୍ତରଣ ପ୍ରତିଯୋଗିତା ଆରମ୍ଭ

July 21, 2026

ସଂସ୍କୃତ ଓ ଅର୍ଥଶାସ୍ତ୍ର ବିଷୟର ୧୨୦ ନବନିଯୁକ୍ତ ପିଜିଟି ଶିକ୍ଷକ-ଶିକ୍ଷୟିତ୍ରୀଙ୍କ ପାଇଁ ଦିଗଦର୍ଶନ କର୍ମଶାଳା

July 21, 2026

ତୁରନ୍ତ ଶିକ୍ଷକ ଓ ଶିକ୍ଷାକର୍ମଚାରୀମାନଙ୍କର ସମସ୍ୟା ସମାଧାନ କରନ୍ତୁ: ସମନ୍ୱୟ ସମିତି

July 21, 2026
Latest News

ଏବେ ଦିଲ୍ଲୀ ନିକଟରେ ପହଞ୍ଚିଲେ ଚାଷୀ: ବନ୍ଦ ହେଲା ଶମ୍ଭୁ ସୀମା, ହାଇ ଆଲର୍ଟ ଜାରି

July 21, 2026

ଶାମି ଏବଂ ସିରାଜଙ୍କ ସମର୍ଥନରେ ଆସିଲେ ଏହି ଅଭିଜ୍ଞ କ୍ରିକେଟର: ଗମ୍ଭୀର କଲେ ସମାଲୋଚନା

July 21, 2026

୬୬ତମ ଓଡ଼ିଶା ରାଜ୍ୟ ଜୁନିୟର ଓ ସବ୍-ଜୁନିୟର ସନ୍ତରଣ ପ୍ରତିଯୋଗିତା ଆରମ୍ଭ

July 21, 2026

ସଂସ୍କୃତ ଓ ଅର୍ଥଶାସ୍ତ୍ର ବିଷୟର ୧୨୦ ନବନିଯୁକ୍ତ ପିଜିଟି ଶିକ୍ଷକ-ଶିକ୍ଷୟିତ୍ରୀଙ୍କ ପାଇଁ ଦିଗଦର୍ଶନ କର୍ମଶାଳା

July 21, 2026

କ୍ୟାଚ୍‌ ଦ ରେନ୍‌ ଅଭିଯାନ ଅଧୀନରେ ୭୫ଟି ଅମୃତ ସାମ୍‌ ସହର ସହିତ ଜାତୀୟ ମତବିନିମୟ କାର୍ଯ୍ୟକ୍ରମ

July 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.