Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କେରଳରେ ମୃତ ଶ୍ରମିକର ପାର୍ଥିବ ଶରୀରକୁ ଆଣିବାରେ ସହାୟତା ଦେଲା ଓଡ଼ିଶା-ମୋ ପରିବାର
ଆଜିର ଖବର

କେରଳରେ ମୃତ ଶ୍ରମିକର ପାର୍ଥିବ ଶରୀରକୁ ଆଣିବାରେ ସହାୟତା ଦେଲା ଓଡ଼ିଶା-ମୋ ପରିବାର

May 14, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
କେରଳରେ ମୃତ ଶ୍ରମିକର ପାର୍ଥିବ ଶରୀରକୁ ଆଣିବାରେ ସହାୟତା ଦେଲା ଓଡ଼ିଶା-ମୋ ପରିବାର

ଭୁବନେଶ୍ୱର : ଗଜପତି ଜିଲ୍ଲା ମୋହାନାର ବାସିନ୍ଦା ୩୭ ବର୍ଷ ବୟସ୍କ ସନ୍ତୋଷ ସୋଭନାୟକ, କେରଳର ଏର୍ନାକୁଲମରେ ରହି କାମ କରୁଥିଲେ । ସେଠାରେ ଏକ ଦୁର୍ଘଟଣାର ସମ୍ମୁଖୀନ ହୋଇ ଗୁରୁତର ଅବସ୍ଥାରେ ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି ହୋଇଥିଲେ । ଡାକ୍ତରଖାନାରେ ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଥିଲା । ପରିବାର ଲୋକଙ୍କ ଅନୁରୋଧ କ୍ରମେ ତାଙ୍କର ମୃତ ଦେହକୁ କେରଳରୁ ଗଜପତି ଜିଲ୍ଲା ମୋହନାକୁ ବିମାନ ଯୋଗେ ଫେରାଇ ଆଣିବାକୁ ଜିଲ୍ଲା ପ୍ରଶାସନ ଦ୍ୱାରା ସମ୍ପୂର୍ଣ୍ଣ ଆର୍ଥିକ ସହାୟତା ଯୋଗାଇ ଦିଆଯାଇଛି ।

ବିମାନ ବନ୍ଦରରୁ ମୋହାନାକୁ ସ୍ଥାନାନ୍ତର କରିବା ପାଇଁ ଏକ ଆମ୍ବୁଲାନ୍ସର ବ୍ୟବସ୍ଥା କରିବାକୁ ମୋହନା ବ୍ଲକ ଉନ୍ନୟନ ଅଧିକାରୀ ଓଡ଼ିଶା-ମୋ ପରିବାରକୁ ଜଣାଇଥିଲେ। ଏଥିପାଇଁ ଓଡ଼ିଶା-ମୋ ପରିବାର ପକ୍ଷରୁ ତୁରନ୍ତ ପଦକ୍ଷେପ ଗ୍ରହଣ କରା ଯାଇଥିଲା । ଆଜି ସନ୍ତୋଷଙ୍କ ମୃତଦେହ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ଓଡ଼ିଶା-ମୋ ପରିବାରର ସଦସ୍ୟମାନଙ୍କ ଉପସ୍ଥିତିରେ ତାଙ୍କର ପରିବାର ଲୋକଙ୍କୁ ହସ୍ତାନ୍ତର କରାଯିବା ସହ ଓଡ଼ିଶା-ମୋ ପରିବାର ଦ୍ୱାରା ଏକ ଆମ୍ବୁଲାନ୍ସର ବ୍ୟବସ୍ଥା ମଧ୍ୟ କରାଯାଇ ମୋହନା ପଠାଇଦିଆଯାଇଛି।

Share. Facebook Twitter LinkedIn Email WhatsApp Copy Link

Related Posts

ବଦଳି, ଶେଷ ଫୋନ୍ କଲ୍ ଓ ରହସ୍ୟମୟ ମୃତ୍ୟୁ: ବିୟୁଟି ମହାନ୍ତି ମୃତ୍ୟୁ ଘଟଣାରେ ବଢ଼ୁଛି ପ୍ରଶ୍ନ

July 4, 2026

ଫିଟନେସ ସାର୍ଟିଫିକେଟ୍ ନଥିଲେ ଗାଡ଼ିର ପଞ୍ଜୀକରଣ ବନ୍ଦ, ସମସ୍ତ RTOଙ୍କୁ କଡ଼ା ନିର୍ଦ୍ଦେଶ

July 4, 2026

ରଥଯାତ୍ରା ପାଇଁ କଡ଼ା ସୁରକ୍ଷା ବ୍ୟବସ୍ଥା: ୨୩ ହଜାରରୁ ଅଧିକ ସୁରକ୍ଷାକର୍ମୀ ହେବେ ମୁତୟନ

July 4, 2026

ଅଷ୍ଟ୍ରେଲିଆ ଗସ୍ତ ପୂର୍ବରୁ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ହତ୍ୟା ଧମକ: ତଦନ୍ତ ଆରମ୍ଭ କଲା ମେଲବୋର୍ଣ୍ଣ ପୋଲିସ

July 4, 2026
Latest News

ବଦଳି, ଶେଷ ଫୋନ୍ କଲ୍ ଓ ରହସ୍ୟମୟ ମୃତ୍ୟୁ: ବିୟୁଟି ମହାନ୍ତି ମୃତ୍ୟୁ ଘଟଣାରେ ବଢ଼ୁଛି ପ୍ରଶ୍ନ

July 4, 2026

ଫିଟନେସ ସାର୍ଟିଫିକେଟ୍ ନଥିଲେ ଗାଡ଼ିର ପଞ୍ଜୀକରଣ ବନ୍ଦ, ସମସ୍ତ RTOଙ୍କୁ କଡ଼ା ନିର୍ଦ୍ଦେଶ

July 4, 2026

ରଥଯାତ୍ରା ପାଇଁ କଡ଼ା ସୁରକ୍ଷା ବ୍ୟବସ୍ଥା: ୨୩ ହଜାରରୁ ଅଧିକ ସୁରକ୍ଷାକର୍ମୀ ହେବେ ମୁତୟନ

July 4, 2026

ଦକ୍ଷିଣପୁର କ୍ଲଷ୍ଟର ସ୍ତରୀୟ ପ୍ରଥମ ମାସିକ ବୈଠକ

July 4, 2026

ପ୍ରତି ଆତଙ୍କୀ ସଂଗଠନକୁ ଲୋପ କରିବାକୁ ମୋଦୀ ସରକାର ପ୍ରତିବଦ୍ଧ: ଅମିତ ଶାହ

July 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.