Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଓୟୁଏଟିରେ ରାଗିଂ ! ସିନିଅର ଛାତ୍ର ମାଡ ମାରିଥିବା ଅଭିଯୋଗ କଲେ ପୀଡ଼ିତ ଛାତ୍ର
ଆଜିର ଖବର

ଓୟୁଏଟିରେ ରାଗିଂ ! ସିନିଅର ଛାତ୍ର ମାଡ ମାରିଥିବା ଅଭିଯୋଗ କଲେ ପୀଡ଼ିତ ଛାତ୍ର

April 30, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର ଓୟୁଏଟି କଲେଜ ପରିସରରେ ରାଗିଂ ଅଭିଯୋଗ । ଓୟୁଏଟିର ଦୁଇ ଛାତ୍ରଙ୍କୁ ରାଗିଂ ସହ ମାଡ଼ ମରାଯାଇଥିବା ଅଭିଯୋଗ ହୋଇଛି । ରାଗିଂ ହୋଇଥିବା ନେଇ ଛାତ୍ରମାନେ ଲିଖିତ ଅଭିଯୋଗ କରିଛନ୍ତି । ସୂଚନାଯୋଗ୍ୟ ଯେ ଯୁକ୍ତ ତିନି ପ୍ରଥମ ବର୍ଷ (ଏଗ୍ରିକଲଚର)ର ଦୁଇ ଛାତ୍ରଙ୍କ ସହ ରାଗିଂ ହୋଇଥିବା ସୂଚନା ମିଳିଛି । ସିନିଅର ଛାତ୍ରମାନେ କଲେଜ ପରିସରରେ ମାଡ ମାରିଥିବା ଦୁଇ ଛାତ୍ର ଅଭିଯୋଗ କରିଛନ୍ତି । କାହିଁକି ହଷ୍ଟେଲରେ ରହୁ ନାହଁ କହି ମାଡ ମାରିଛନ୍ତି ବୋଲି ପୀଡିତ ଛାତ୍ର ଦୁହେଁ ଅଭିଯୋଗ କରିଛନ୍ତି । ଏହି ଘଟଣା ସମ୍ପର୍କରେ ପୀଡିତ ଦୁଇ ଛାତ୍ର ଶିରିପୁର ଫାଣ୍ଡିରେ ଲିଖିତ ଅଭିଯୋଗ କରିଛନ୍ତି ।

Share. Facebook Twitter LinkedIn Email WhatsApp Copy Link

Related Posts

ଅପରେସନ ଅନ୍ଵେଷଣ-୨: ୫୪୫୧ ନିଖୋଜ ବ୍ୟକ୍ତିଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କଲା ଓଡ଼ିଶା ପୋଲିସ

February 4, 2026

ଟି-୨୦ ବିଶ୍ୱକପ୍ ପୂର୍ବରୁ ଆଇସିସି ରାଙ୍କିଙ୍ଗରେ ଇଶାନ କିଷାନଙ୍କ ବଡ଼ ଉନ୍ନତି, ପାକିସ୍ତାନୀ ବ୍ୟାଟସମ୍ୟାନଙ୍କୁ କ୍ଷତି

February 4, 2026

ଦୁବାଇରେ ଓଡ଼ିଆ ଯୁବକ ନିଖୋଜ, ଉଦ୍ଧାର ପାଇଁ ବୈଜୟନ୍ତ ପଣ୍ଡାଙ୍କ ଉଦ୍ୟମ

February 4, 2026

ଭୁବନେଶ୍ବର ଲ୍ୟାଣ୍ଡମାର୍କ ଫେଜ୍-୨ର ବିଶେଷ କାର୍ଯ୍ୟକ୍ରମ ଗ୍ରୀନ୍ ଗାର୍ଡେନ୍ ଗେଟ-ଟୁଗେଦର

February 4, 2026
Latest News

ଅପରେସନ ଅନ୍ଵେଷଣ-୨: ୫୪୫୧ ନିଖୋଜ ବ୍ୟକ୍ତିଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କଲା ଓଡ଼ିଶା ପୋଲିସ

February 4, 2026

ଟି-୨୦ ବିଶ୍ୱକପ୍ ପୂର୍ବରୁ ଆଇସିସି ରାଙ୍କିଙ୍ଗରେ ଇଶାନ କିଷାନଙ୍କ ବଡ଼ ଉନ୍ନତି, ପାକିସ୍ତାନୀ ବ୍ୟାଟସମ୍ୟାନଙ୍କୁ କ୍ଷତି

February 4, 2026

ଦୁବାଇରେ ଓଡ଼ିଆ ଯୁବକ ନିଖୋଜ, ଉଦ୍ଧାର ପାଇଁ ବୈଜୟନ୍ତ ପଣ୍ଡାଙ୍କ ଉଦ୍ୟମ

February 4, 2026

ଭୁବନେଶ୍ବର ଲ୍ୟାଣ୍ଡମାର୍କ ଫେଜ୍-୨ର ବିଶେଷ କାର୍ଯ୍ୟକ୍ରମ ଗ୍ରୀନ୍ ଗାର୍ଡେନ୍ ଗେଟ-ଟୁଗେଦର

February 4, 2026

ସୁପ୍ରିମକୋର୍ଟରେ SIR ଶୁଣାଣି: ଇସି ବିରୋଧରେ ଅନେକ ଅଭିଯୋଗ ଆଣିଲେ ମମତା ବାନାର୍ଜୀ

February 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.