Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମୋଦି ଏବଂ ଶାହାଙ୍କ ଆଦର୍ଶ ଆଚରଣ ବିଧି ଉଲ୍ଲଂଘନ : ଇସିଙ୍କୁ ସୁପ୍ରିମ୍‌କୋର୍ଟଙ୍କ ନୋଟିସ୍‌
ଆଜିର ଖବର

ମୋଦି ଏବଂ ଶାହାଙ୍କ ଆଦର୍ଶ ଆଚରଣ ବିଧି ଉଲ୍ଲଂଘନ : ଇସିଙ୍କୁ ସୁପ୍ରିମ୍‌କୋର୍ଟଙ୍କ ନୋଟିସ୍‌

April 30, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହା ନିର୍ବାଚନ ଆଚରଣ ବିଧି ଉଲ୍ଲଂଘନ କରିଥିବା ନେଇ କଂଗ୍ରସ ପକ୍ଷରୁ ଅଭିଯୋଗ କରାଯାଇଥିଲା । ଏହା ଉପରେ ନିର୍ବାଚନ କମିଶନ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିନଥିବାରୁ ସୁପ୍ରିମ୍‌କୋର୍ଟ କ୍ଷୋଭ ପ୍ରକାଶ କରିବା ସହିତ ନିର୍ବାଚନ କମିଶନଙ୍କୁ ନୋଟିସ୍‌ ଜାରି କରିଛନ୍ତି । କଂଗ୍ରେସ ସାଂସଦ ତଥା ମହିଳା ଶାଖା ସଭାପତି ସୁସ୍ମିତା ଦେବଙ୍କ ଯାଚିକାର ବିଚାର କରି ସୁପ୍ରିମ୍‌କୋର୍ଟ ମୁଖ୍ୟ ବିଚାରପତି ରଞ୍ଜନ ଗୋଗୋଇଙ୍କ ନେତୃତ୍ବରେ ଗଠିତ ଖଣ୍ଡପୀଠ ଏହି ନିଷ୍ପତ୍ତି ନେଇଛନ୍ତି । ଶ୍ରୀ ଗୋଗୋଇଙ୍କ ବ୍ୟତିତ ଜଷ୍ଟିସ୍‌ ଦୀପକ ଗୁପ୍ତା ଏବଂ ସଞ୍ଜୀବ ଖାନ୍ନା ଏହି ଖଣ୍ଡପୀଠର ସଦସ୍ୟ ରହିଛନ୍ତି । ଅନ୍ୟ ନେତାଙ୍କ ବିରୋଧରେ ନିର୍ବାଚନ କମିଶନ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁଥିବା ବେଳେ ମୋଦି ଏବଂ ଶାହାଙ୍କ କ୍ଷେତ୍ରରେ କାହିଁକ ଶିଥିଳତା ଅବଲମ୍ବନ କରିଛନ୍ତି ବୋଲି ସୁସ୍ମିତା ଦେବ ଅଭିଯୋଗ ବାଢିଛନ୍ତି । ଦେବଙ୍କ ଅଭିଯୋଗ ଅନୁଯାୟୀ ଉଭୟ ମୋଦି ଏବଂ ଶାହା ନିଜ ନିର୍ବାଚନୀ ପ୍ରଚାର କାର୍ଯ୍ୟରେ ସେନାର ବାରମ୍ବାର ବ୍ୟବହାର କରିଛନ୍ତି । ଏପ୍ରିଲ୍‌ ୨୫ ଏବଂ ୨୬ ତାରିଖରେ ମୋଦିଙ୍କ ବାରଣାସୀ ଗସ୍ତ ଏବଂ ନାମାଙ୍କନ ଦାଖଲ ସମୟରେ ସେ ସର୍ଜିକାଲ ଷ୍ଟ୍ରାଇକ୍‌, ବାଲାକୋଟ ଏୟାର ଷ୍ଟ୍ରାଇକ୍‌ର ନାମ ନେଇଥିଲେ ଯାହାକି ଆଦର୍ଶ ଆଚରଣ ବିଧିର ଖୋଲା ଉଲଂଘନ ବୋଲି କହିଛନ୍ତି ଦେବ । ସେହିପରି ଆଜି ନିର୍ବାଚନ କମିଶନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ବିଜେପି ସଭାପତି ଅମିତ ଶାହ ଏବଂ କଂଗ୍ରେସ ସଭାପତି ରାହୁଲ ଗାନ୍ଧୀଙ୍କ ନିର୍ବାଚନ ଆଚରଣ ବିଧି ଉଲଂଘନ ମାମଲାର ବିଚାର କରିବେ ବୋଲି ଜଣା ପଡିଛି । ସହକାରୀ ନିର୍ବାଚନ କମିଶନର ଚନ୍ଦ୍ର ଭୂଷଣ କୁମାର ଏନେଇ ଆଜି ସମ୍ପୂର୍ଣ୍ଣ ସଦସ୍ୟଙ୍କ ଏକ ବୈଠକ ବସି ନିଷ୍ପତ୍ତି ନିଆଯିବ ବୋଲି କହିଛନ୍ତି ।

Share. Facebook Twitter LinkedIn Email WhatsApp Copy Link

Related Posts

ୟୁପିଏସସିର ଶତାବ୍ଦୀ ସମ୍ମେଳନ କାର୍ଯ୍ୟକ୍ରମର ପୂର୍ଣ୍ଣାଙ୍ଗ ଅଧିବେଶନକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ

November 27, 2025

IITF 2025: ପ୍ରଥମ ସ୍ଥାନ ଅଧିକାର କଲା ଓଡ଼ିଶା, ଧନ୍ୟବାଦ ଜଣାଇଲେ ମୁଖ୍ୟମନ୍ତ୍ରୀ

November 27, 2025

ଆସୁଛନ୍ତି ଶବ୍ଦର ଯାଦୁକର ଜାଭେଦ ଅଖତର: ସୋଆ ସାହିତ୍ୟ ସମ୍ମାନ ୨୦୨୫ ରେ ହେବେ ସମ୍ବର୍ଦ୍ଧିତ

November 27, 2025

ସିଆଇଟିଇଏସ ପକ୍ଷରୁ ବନତାରାକୁ ବନ୍ୟପ୍ରାଣୀ ସଂରକ୍ଷଣ କ୍ଷେତ୍ରରେ ଗ୍ଲୋବାଲ ହବ୍ ଘୋଷଣା

November 27, 2025
Latest News

ୟୁପିଏସସିର ଶତାବ୍ଦୀ ସମ୍ମେଳନ କାର୍ଯ୍ୟକ୍ରମର ପୂର୍ଣ୍ଣାଙ୍ଗ ଅଧିବେଶନକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ

November 27, 2025

IITF 2025: ପ୍ରଥମ ସ୍ଥାନ ଅଧିକାର କଲା ଓଡ଼ିଶା, ଧନ୍ୟବାଦ ଜଣାଇଲେ ମୁଖ୍ୟମନ୍ତ୍ରୀ

November 27, 2025

President’s Address in Assembly: ଆଚରଣ ଠିକ୍ ରଖିବାକୁ ବିଧାୟକଙ୍କୁ ପରାମର୍ଶ ଦେଲେ ରାଷ୍ଟ୍ରପତି

November 27, 2025

ଅପରେସନ ସିନ୍ଦୁର ପରେ ବ୍ରହ୍ମୋସ କ୍ଷେପଣାସ୍ତ୍ରର ପ୍ରଶଂସକ ହେଲେ ଅନେକ ଦେଶ: କିଣିବ ଏହି ମୁସଲିମ ଦେଶ!

November 27, 2025

ଆସୁଛନ୍ତି ଶବ୍ଦର ଯାଦୁକର ଜାଭେଦ ଅଖତର: ସୋଆ ସାହିତ୍ୟ ସମ୍ମାନ ୨୦୨୫ ରେ ହେବେ ସମ୍ବର୍ଦ୍ଧିତ

November 27, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.