Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କରୋନା ଅପଡେଟ୍: ଗତ ୨୪ ଘଣ୍ଟା ମଧ୍ୟରେ ଭାରତରେ ୨ ହଜାର ୨୦୨ ନୂତନ ଆକ୍ରାନ୍ତ ଚିହ୍ନଟ
ଆଜିର ଖବର

କରୋନା ଅପଡେଟ୍: ଗତ ୨୪ ଘଣ୍ଟା ମଧ୍ୟରେ ଭାରତରେ ୨ ହଜାର ୨୦୨ ନୂତନ ଆକ୍ରାନ୍ତ ଚିହ୍ନଟ

May 16, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଭାରତରେ ୨ ହଜାର ୨୦୨ ଜଣ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଯାହା ଗତକାଲି ତୁଳନାରେ ୧୧.୫ ପ୍ରତିଶତ କମ୍ ଅଟେ। ଏହି ସମୟ ମଧ୍ୟରେ କରୋନା ଯୋଗୁଁ ସାରା ଦେଶରେ ୨୭ ଜଣଙ୍କର ମୃତ୍ୟୁ ଘଟିଛି। ଭାରତରେ କରୋନା ଯୋଗୁଁ ଏପର୍ଯ୍ୟନ୍ତ ୫ ଲକ୍ଷ ୨୪ ହଜାର ୨୪୧ ଜଣଙ୍କର ମୃତ୍ୟୁ ହୋଇଛି। ବର୍ତ୍ତମାନ ଦେଶରେ କରୋନାରେ ସକ୍ରିୟ ମାମଲା ସଂଖ୍ୟା ୧୭ ହଜାର ୩୧୭ ଅଟେ।

ସେହିଭଳି ଗତ ୨୪ ଘଣ୍ଟା ମଧ୍ୟରେ ୨ ହଜାର ୫୫୦ ଜଣ କରୋନାରୁ ଆରୋଗ୍ୟ ଲାଭ କରିଛନ୍ତି। ଏହା ସହିତ, ଏହି ମାରାତ୍ମକ ଜୀବାଣୁରୁ ସୁସ୍ଥ ହୋଇଥିବା ଲୋକଙ୍କ ସଂଖ୍ୟା ୪ କୋଟି ୨୫ ଲକ୍ଷ ୮୨ ହଜାର ୨୪୩ ରେ ପହଞ୍ଚିଛି। ଏପର୍ଯ୍ୟନ୍ତ ଭାରତରେ ସମୁଦାୟ ୪ କୋଟି ୩୧ ଲକ୍ଷ ୨୩ ହଜାର ୮୦୧ ଜଣ ଆକ୍ରାନ୍ତ ହୋଇଛନ୍ତି।

କରୋନା ଅପଡେଟ୍ ଭାରତ
Share. Facebook Twitter LinkedIn Email WhatsApp Copy Link

Related Posts

ଅଟୋ ଓଲଟି ବିଟେକ୍ ଛାତ୍ର ମୃତ: ୮ ଜଣ ବନ୍ଧୁ ଗୁରୁତର

September 14, 2026

କେତେ ସଫଳ ହେଲା ବ୍ରିକ୍ସ ସମ୍ମିଳନୀ?: ବ୍ୟାଖ୍ୟା କଲେ ଯଶୱନ୍ତ ସିହ୍ନା

September 14, 2026

ବଙ୍ଗଳାରେ ବନ୍ଦ ହେବ ୨୫୨ଟି ମଦ୍ରାସା: କଡ଼ା ଆପତ୍ତି ଜଣାଇଲେ ମୌଲାନା ସାଜିଦ ରଶିଦି

September 14, 2026

ପୁଣି ଷ୍ଟାଡିୟମରେ ଅପମାନିତ ହେଲେ ମୋହସିନ୍ ନକଭି: ଟ୍ରଫି ପାଇଁ ମନା କଲା ଭାରତୀୟ ଦଳ

September 14, 2026
Latest News

ଅଟୋ ଓଲଟି ବିଟେକ୍ ଛାତ୍ର ମୃତ: ୮ ଜଣ ବନ୍ଧୁ ଗୁରୁତର

September 14, 2026

କେତେ ସଫଳ ହେଲା ବ୍ରିକ୍ସ ସମ୍ମିଳନୀ?: ବ୍ୟାଖ୍ୟା କଲେ ଯଶୱନ୍ତ ସିହ୍ନା

September 14, 2026

ବଙ୍ଗଳାରେ ବନ୍ଦ ହେବ ୨୫୨ଟି ମଦ୍ରାସା: କଡ଼ା ଆପତ୍ତି ଜଣାଇଲେ ମୌଲାନା ସାଜିଦ ରଶିଦି

September 14, 2026

ଆସନ୍ତୁ ଜାଣିବା ପୂଜାବ୍ରତରେ କାହିଁକି ପିଆଜ ରସୁଣ ଖାଇବାକୁ ମନା

September 14, 2026

ପୁଣି ଷ୍ଟାଡିୟମରେ ଅପମାନିତ ହେଲେ ମୋହସିନ୍ ନକଭି: ଟ୍ରଫି ପାଇଁ ମନା କଲା ଭାରତୀୟ ଦଳ

September 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.