Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଗତକାଲି ତୁଳନାରେ ୨୮ ପ୍ରତିଶତ କମିଲା ସଂକ୍ରମଣ: ଆଜି ୧୫୬୯ ଆକ୍ରାନ୍ତ ଚିହ୍ନଟ
ଆଜିର ଖବର

ଗତକାଲି ତୁଳନାରେ ୨୮ ପ୍ରତିଶତ କମିଲା ସଂକ୍ରମଣ: ଆଜି ୧୫୬୯ ଆକ୍ରାନ୍ତ ଚିହ୍ନଟ

May 17, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଭାରତରେ ଗତ ୨୪ ଘଣ୍ଟା ମଧ୍ୟରେ ୧ ହଜାର ୫୬୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଯାହା ପରେ ବର୍ତ୍ତମାନ ଦେଶରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୪ କୋଟି ୩୧ ଲକ୍ଷ ୨୪ ହଜାର ୮୭୯ କୁ ବୃଦ୍ଧି ପାଇଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଦ୍ଵାରା ପ୍ରକାଶିତ ତଥ୍ୟ ଅନୁଯାୟୀ ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ୧୯ ଜଣଙ୍କର ମୃତ୍ୟୁ ଘଟିଛି, ଏହା ପରେ ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୫ ଲକ୍ଷ ୨୪ ହଜାର ୨୬୦ କୁ ବୃଦ୍ଧି ପାଇଛି। ସେହିପରି ବର୍ତ୍ତମାନ ପର୍ଯ୍ୟନ୍ତ ଦେଶରେ ମୋଟ ୪,୨୫,୮୪,୭୧୦ ଲୋକ ସଂକ୍ରମଣମୁକ୍ତ ହୋଇଛନ୍ତି।

କମିଲା ସଂକ୍ରମଣ କରୋନା ଆକ୍ରାନ୍ତ ଭାରତ
Share. Facebook Twitter LinkedIn Email WhatsApp Copy Link

Related Posts

୨ କଲରାପତରିଆ ଛାଲ ଜବତ, ୬ ଗିରଫ

October 9, 2026

୭୧ତମ ରାଜ୍ୟ ପୁଲିସ ବୃତ୍ତିଗତ ପ୍ରତିଯୋଗିତା ଉଦ୍‌ଯାପିତ

October 9, 2026

ବେଲଗୁଣ୍ଠାରେ ବେଆଇନ ବନ୍ଧୁକ ଜବତ: ଜଣେ ଗିରଫ

October 9, 2026

୪୮ତମ ବିଶ୍ବ ଦକ୍ଷତା ପ୍ରତିଯୋଗିତାରେ ‘ଟିମ୍ ଇଣ୍ଡିଆ’ର ପ୍ରତିନିଧିମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଆଲୋଚନା

October 9, 2026
Latest News

୨ କଲରାପତରିଆ ଛାଲ ଜବତ, ୬ ଗିରଫ

October 9, 2026

ଏସ୍‌ଆଇ ପରୀକ୍ଷା ଜାଲିଆତି ମାମଲା: ପ୍ରବର୍ତ୍ତନ ନିର୍ଦ୍ଦେଶାଳୟର ଛାନ୍‌ଭିନ୍‌

October 9, 2026

ଓଆଇଏସ୍ ଅଧିକାରୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଦିଗଦର୍ଶନ: ସଠିକ୍‌, ଶୀଘ୍ର ଓ ସରଳତା

October 9, 2026

୭୧ତମ ରାଜ୍ୟ ପୁଲିସ ବୃତ୍ତିଗତ ପ୍ରତିଯୋଗିତା ଉଦ୍‌ଯାପିତ

October 9, 2026

ବେଲଗୁଣ୍ଠାରେ ବେଆଇନ ବନ୍ଧୁକ ଜବତ: ଜଣେ ଗିରଫ

October 9, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.