Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଚିର ନିଦ୍ରାରେ ଅଲ ଇଣ୍ଡିଆ ଫରୱାର୍ଡ଼ ବ୍ଲକର ପୂର୍ବତନ ରାଜ୍ୟ ସାଧାରଣ ସମ୍ପାଦକ ଶରତ ମାନସିଂହ
ଆଜିର ଖବର

ଚିର ନିଦ୍ରାରେ ଅଲ ଇଣ୍ଡିଆ ଫରୱାର୍ଡ଼ ବ୍ଲକର ପୂର୍ବତନ ରାଜ୍ୟ ସାଧାରଣ ସମ୍ପାଦକ ଶରତ ମାନସିଂହ

May 17, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଚିର ନିଦ୍ରାରେ ଅଲ ଇଣ୍ଡିଆ ଫରୱାର୍ଡ଼ ବ୍ଲକର ପୂର୍ବତନ ରାଜ୍ୟ ସାଧାରଣ ସମ୍ପାଦକ ତଥା କେନ୍ଦ୍ରୀୟ କମିଟି ସଭ୍ୟ ସାଥୀ ଶରତ ମାନସିଂହ। ଆଜି ସକାଳେ ତାଙ୍କ ବାଣପୁରସ୍ଥିତ ବାସଭବନରେ ହଠାତ ଅସୁସ୍ଥ ହୋଇ ପଡିବାରୁ ତାଙ୍କୁ ଚିକିତ୍ସା ପାଇଁ ଭୁବନେଶ୍ୱର ଏମ୍ସକୁ ଅଣାଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଯାଇଛି।

ମୃତ୍ୟୁ ବେଳକୁ ତାଙ୍କୁ ୭୨ ବର୍ଷ ହୋଇଥିଲା। ସେ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କର ଜଣେ ଦୃଢ ଅନୁଗାମୀ ଥିଲେ। ସେ ପ୍ରାୟ ଦୁଇ ଦଶନ୍ଧିରୁ ଊର୍ଦ୍ଧ୍ଵ ସମୟଧରି ନେତାଜୀଙ୍କ ପାର୍ଟି ଫରୱାର୍ଡ଼ ବ୍ଲକର ରାଜ୍ୟ ସାଧାରଣ ସମ୍ପାଦକ ଭାବରେ କାର୍ଯ୍ୟ କରିଥିଲେ।

ତାଙ୍କ ବିୟୋଗରେ ଫରୱାର୍ଡ଼ ବ୍ଲକ ରାଜ୍ୟ କମିଟି ପକ୍ଷରୁ ଗଭୀର ଶୋକ ବ୍ୟକ୍ତ କରାଯିବା ସହ ପାର୍ଟି ପତାକାକୁ ଅର୍ଦ୍ଧନିମିତ୍ତ କରାଯାଇଛି।

ଅଲ ଇଣ୍ଡିଆ ଫରୱାର୍ଡ ବ୍ଲକ ସୁଭାଷ ଚନ୍ଦ୍ର ବୋଷ
Share. Facebook Twitter LinkedIn Email WhatsApp Copy Link

Related Posts

ବ୍ୟକ୍ତି, ସମାଜ ଓ ଜାତିର ଭବିଷ୍ୟତ ଗଢ଼ିବାରେ ଶିକ୍ଷା ମୁଖ୍ୟ ଭୂମିକା ନିଭାଏ: ରାଜ୍ୟପାଳ

March 13, 2026

ଅବହେଳିତ ଅବସ୍ଥାରେ ଶିକ୍ଷକ, ଶିକ୍ଷୟିତ୍ରୀ ଓ ଶିକ୍ଷାକର୍ମଚାରୀ: ସମନ୍ୱୟ ସମିତି

March 13, 2026

‘ସୋଆ ପ୍ରକ୍ସିମା ୨୦୨୬’ର ଉଦ୍‌ଘାଟନୀ ଉତ୍ସବରେ ଯୋଗ ଦେଲେ ସନ୍ଥ ଗୌର ଗୋପାଳ ଦାସ

March 13, 2026

ବଢୁଥିବା ନିଖୋଜ ବ୍ୟକ୍ତି ଘଟଣା ଉପରେ ଏନଏଚଆରସିର ଉଦବେଗ: ଓଡ଼ିଶା ସମେତ ୫ ରାଜ୍ୟକୁ ନୋଟିସ

March 13, 2026
Latest News

ବ୍ୟକ୍ତି, ସମାଜ ଓ ଜାତିର ଭବିଷ୍ୟତ ଗଢ଼ିବାରେ ଶିକ୍ଷା ମୁଖ୍ୟ ଭୂମିକା ନିଭାଏ: ରାଜ୍ୟପାଳ

March 13, 2026

ଅବହେଳିତ ଅବସ୍ଥାରେ ଶିକ୍ଷକ, ଶିକ୍ଷୟିତ୍ରୀ ଓ ଶିକ୍ଷାକର୍ମଚାରୀ: ସମନ୍ୱୟ ସମିତି

March 13, 2026

୬ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ପାଇଁ ୧୯୧୩ କୋଟିର ଅତିରିକ୍ତ କେନ୍ଦ୍ରୀୟ ସହାୟତା ମଞ୍ଜୁର

March 13, 2026

ଯୁଦ୍ଧ ଯୋଗୁଁ ବିମାନ ଭଡ଼ା ବୃଦ୍ଧି କଲା ଇଣ୍ଡିଗୋ: ଆଜି ରାତି ୧୨ ଟା ପରେ ଲାଗୁ, ଜାଣନ୍ତୁ ନୂତନ ଦର

March 13, 2026

‘ସୋଆ ପ୍ରକ୍ସିମା ୨୦୨୬’ର ଉଦ୍‌ଘାଟନୀ ଉତ୍ସବରେ ଯୋଗ ଦେଲେ ସନ୍ଥ ଗୌର ଗୋପାଳ ଦାସ

March 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.