Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»୧୪ ଟି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ: ଆସନ୍ତା ୨୪ ଘଣ୍ଟା ମଧ୍ୟରେ କାଳବୈଶାଖୀ ଜନିତ ବଜ୍ରପାତ ଓ ବର୍ଷା ସମ୍ଭାବନା
ଆଜିର ଖବର

୧୪ ଟି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ: ଆସନ୍ତା ୨୪ ଘଣ୍ଟା ମଧ୍ୟରେ କାଳବୈଶାଖୀ ଜନିତ ବଜ୍ରପାତ ଓ ବର୍ଷା ସମ୍ଭାବନା

May 18, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
Weather updates

ଭୁବନେଶ୍ୱର: ଆସନ୍ତାକାଲି ତଥା ୧୯ ତାରିଖ ମଧ୍ୟାହ୍ନ ସୁଦ୍ଧା ରାଜ୍ୟର ୧୪ ଟି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ୧୪ ଟି ଜିଲ୍ଲାରେ କାଳବୈଶାଖୀ ଜନିତ ଘୂର୍ଣ୍ଣିଝଡ଼ ସହ ବଜ୍ରପାତ ଓ ବର୍ଷା ହେବ ନେଇ ଭୁବନେଶ୍ଵର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି।

ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, କନ୍ଧମାଳ, କଳାହାଣ୍ଡି, ବୌଦ୍ଧ, ଅନୁଗୁଳ, ଢ଼େଙ୍କାନାଳ, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ୱର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ କାଳବୈଶାଖୀ ଜନିତ ବଜ୍ରପାତ ଓ ବର୍ଷା ହେବାର ସମ୍ଭାବନା ରହିଛି। ତେଣୁ ବଜ୍ରପାତ ସମୟରେ ଲୋକଙ୍କୁ ଖୋଲାସ୍ଥାନକୁ ବାହାରିବା ପାଇଁ ବାରଣ କରାଯାଇଛି।

କାଳବୈଶାଖୀ ୟେଲୋ ଓ୍ଵାର୍ଣ୍ଣିଂ
Share. Facebook Twitter LinkedIn Email WhatsApp Copy Link

Related Posts

ଆଇ.ଆର୍.ସି.ଟି.ସି ର ବୁଦ୍ଧିଷ୍ଟ ସର୍କିଟ ପର୍ଯ୍ୟଟକ ପ୍ୟାକେଜ୍ ଉପରେ ସ୍ୱତନ୍ତ୍ର ୨୦% ରିହାତି

April 24, 2026

ଆସନ୍ତା୩୦ରେ ବିଧାନସଭାର ସ୍ଵତନ୍ତ୍ର ଅଧିବେଶନ

April 24, 2026

ବିଜେପିରେ ମିଶିଲେ ରାଘବ, ହୋଇପାରନ୍ତି ପଞ୍ଜାବର ମୁଖ୍ୟ ଚେହେରା !

April 24, 2026

ରାଜଧାନୀରେ ସିରିଜ ଦୁର୍ଘଟଣା

April 24, 2026
Latest News

ଆଇ.ଆର୍.ସି.ଟି.ସି ର ବୁଦ୍ଧିଷ୍ଟ ସର୍କିଟ ପର୍ଯ୍ୟଟକ ପ୍ୟାକେଜ୍ ଉପରେ ସ୍ୱତନ୍ତ୍ର ୨୦% ରିହାତି

April 24, 2026

ଆସନ୍ତା୩୦ରେ ବିଧାନସଭାର ସ୍ଵତନ୍ତ୍ର ଅଧିବେଶନ

April 24, 2026

ବିଜେପିରେ ମିଶିଲେ ରାଘବ, ହୋଇପାରନ୍ତି ପଞ୍ଜାବର ମୁଖ୍ୟ ଚେହେରା !

April 24, 2026

ରାଜଧାନୀରେ ସିରିଜ ଦୁର୍ଘଟଣା

April 24, 2026

ପେଟିଏମ ପେମେଣ୍ଟସ ବ୍ୟାଙ୍କ ଲାଇସେନ୍ସ ରଦ୍ଦ

April 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.