Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଛତିଶଗଡରୁ ୬ ମାଓବାଦୀ ଗିରଫ
ଆଜିର ଖବର

ଛତିଶଗଡରୁ ୬ ମାଓବାଦୀ ଗିରଫ

April 30, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଛତିଶଗଡ଼ର ବିଭିନ୍ନ ଅଞ୍ଚଳରୁ ସୁରକ୍ଷା କର୍ମୀ ୬ ଜଣ ମାଓବାଦୀଙ୍କୁ ଗିରଫ କରିଛନ୍ତି। ଗିରଫ ମାଓବାଦୀଙ୍କ ମଧ୍ୟରେ ଜଣେ ମହିଳା ମାଓବାଦୀ ରହିଛନ୍ତି। ଗିରଫ ୬ ଜଣଙ୍କ ମଧ୍ୟରେ ୪ ଜଣଙ୍କ ଉପରେ ୧ ଲକ୍ଷ ଟଙ୍କା ଲେଖାଏଁ ପୁରସ୍କାର ଘୋଷଣା କରା ଯାଇଥିଲା। ସେମାନଙ୍କ ମଧ୍ୟରେ ୩ ଜଣ ମାଓବାଦୀ ଯବାନମାନଙ୍କୁ ହତ୍ୟା ମାମଲାରେ ଅଭିଯୁକ୍ତ ଥିବା ବେଳେ ଦୂରଦର୍ଶନ ଭିଡିଓ ସାମ୍ବାଦିକ ଅଚ୍ୟୁତାନନ୍ଦ ସାହୁଙ୍କୁ ହତ୍ୟା ମାମଲାରେ ଜଣେ ଅଭିଯୁକ୍ତ ଅଛନ୍ତି। ସମ୍ପୃକ୍ତ ମାଓବାଦୀଙ୍କୁ ଧରିବା ପାଇଁ ପୁଲିସ ପକ୍ଷରୁ ଦୁଇରୁ ଅଧିକ ସ୍ଥାନରେ ଚଢ଼ାଉ କରାଯାଇଥିଲା। ସୁରକ୍ଷା କର୍ମୀଙ୍କୁ ହତ୍ୟା କରିବା, ବସ ଜଳାଇବା ଏବଂ ଦୂରଦର୍ଶନ କ୍ୟାମେରା ଟିମ ଉପରେ ଆକ୍ରମଣ ଓ ସାମ୍ବାଦିକଙ୍କୁ ହତ୍ୟା କରିବା ଘଟଣାରେ ପୁଲିସ ସେମାନଙ୍କୁ ଖୋଜୁଥିଲା।

arrest naxlite thesamikhsya
Share. Facebook Twitter LinkedIn Email WhatsApp Copy Link

Related Posts

ଲଦାଖରେ ଶାନ୍ତି, ସ୍ଥିରତା ଓ ବିଶ୍ୱାସର ପରିବେଶ ଗଢ଼ିବାକୁ ସରକାର ପ୍ରତିବଦ୍ଧ

March 14, 2026

କୋଲକାତାରେ ୧୮୭୦୦ କୋଟିର ଉନ୍ନୟନମୂଳକ ପ୍ରକଳ୍ପର ଶିଳାନ୍ୟାସ ଏବଂ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ

March 14, 2026

୨୦୨୬ ଆଇପିଏଲ ପୂର୍ବରୁ ଦିଲ୍ଲୀ କ୍ୟାପିଟାଲ୍ସକୁ ବଡ଼ ଝଟକା: ହଠାତ୍ ଇସ୍ତଫା ଦେଲେ ଦଳର ମେଣ୍ଟର

March 14, 2026

ପୋଲିସ୍ ଭବନଠାରେ ‘ଜୁଭେନଟିକା– ଡିଜିଟାଲ୍ ଅଧିକାର ଏବଂ ଶିଶୁଙ୍କ ସୁରକ୍ଷା’ ଶୀର୍ଷକ ଆଲୋଚନା ଚକ୍ର

March 14, 2026
Latest News

ଲଦାଖରେ ଶାନ୍ତି, ସ୍ଥିରତା ଓ ବିଶ୍ୱାସର ପରିବେଶ ଗଢ଼ିବାକୁ ସରକାର ପ୍ରତିବଦ୍ଧ

March 14, 2026

କୋଲକାତାରେ ୧୮୭୦୦ କୋଟିର ଉନ୍ନୟନମୂଳକ ପ୍ରକଳ୍ପର ଶିଳାନ୍ୟାସ ଏବଂ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ

March 14, 2026

୨୦୨୬ ଆଇପିଏଲ ପୂର୍ବରୁ ଦିଲ୍ଲୀ କ୍ୟାପିଟାଲ୍ସକୁ ବଡ଼ ଝଟକା: ହଠାତ୍ ଇସ୍ତଫା ଦେଲେ ଦଳର ମେଣ୍ଟର

March 14, 2026

ପୋଲିସ୍ ଭବନଠାରେ ‘ଜୁଭେନଟିକା– ଡିଜିଟାଲ୍ ଅଧିକାର ଏବଂ ଶିଶୁଙ୍କ ସୁରକ୍ଷା’ ଶୀର୍ଷକ ଆଲୋଚନା ଚକ୍ର

March 14, 2026

ବଡବାହାଳ ଛକରୁ ଗଂଜେଇ ଜବତ: ୩ ଗିରଫ

March 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.